Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, January 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀରେ ପୁଣି ବଢିଲା ପ୍ରଦୂଷଣ: ଦିଲ୍ଲୀର ...

  • ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ...

  • ଲୋକେ କିପରି ଆନ୍ଦୋଳନ ରାସ୍ତାକୁ ଆସିବେ ...

  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ...

  • ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି ...

  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ...

  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ...

  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

ରାଜ୍ୟ
Home ›› ରାଜ୍ୟ ››ଆଜିିଠାରୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ, ପୂର୍ବ ଢାଞ୍ଚାରେ ଚାଲିବ ପାଠପଢ଼ା

ଆଜିିଠାରୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ, ପୂର୍ବ ଢାଞ୍ଚାରେ ଚାଲିବ ପାଠପଢ଼ା

2023-04-03 05:21:51
15165
Share:
Facebook
Twitter
E-Mail
WhatsApp
Telegram
ଆଜିିଠାରୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ, ପୂର୍ବ ଢାଞ୍ଚାରେ ଚାଲିବ ପାଠପଢ଼ା

ଭୁବନେଶ୍ୱର:  ୨୦୨୩-୨୪ ଶିକ୍ଷାବର୍ଷ ଆଜି ଠାରୁ ଆରମ୍ଭ ହେଉଛି । କୋଭିଡ୍ ପୂର୍ବରୁ ଯେଉଁଭଳି ପାଠପଢ଼ା ହେଉଥିଲା, ପୁଣିଥରେ ସେହିଭଳି ଢାଞ୍ଚାରେ ପାଠପଢ଼ା ଚାଲିବ । ଏବେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ ହେବ । ସପ୍ତାହକୁ କେତୋଟି କ୍ଲାସ ହେବ, କେଉଁ କେଉଁ ଦିନ କ୍ଲାସ ରହିବ, ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ । ଆଜିଠାରୁ ୮ ତାରିଖ ଯାଏଁ ପିଲାଙ୍କ ନାମଲେଖା ହେବ ।
ଯଦି କୌଣସି ପିଲା ଏହି ସମୟ ମଧ୍ୟରେ ନାମଲେଖାଇ ନପାରନ୍ତି, ୮ ତାରିଖ ପରେ ମଧ୍ୟ ସେମାନଙ୍କୁ ସୁଯେ୍ଧଜ୍ଞ ମିଳିବ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସ୍କୁଲ କର୍ତ୍ତୃପକ୍ଷ କ୍ୟାମ୍ପସରେ ପର୍ୟ୍ୟାପ୍ତ ପରିମାଣର ପାନୀୟ ଜଳ, ଓଆରଏସ୍ ପ୍ୟାକେଟ ମହଜୁଦ ରଖିବାକୁ ପରାମର୍ଶ ଦିଆଯାଇଛି । ଯଦି ୧୧ ତାରିଖ ପୂର୍ବରୁ କୌଣସି ଜିଲ୍ଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ନଜରକୁ ଆସେ, ତେବେ ଜିଲ୍ଲାପାଳ ଏଦିଗରେ ପଦକ୍ଷେପ ନେଇ ଆଗୁଆ ସକାଳୁଆ ସ୍କୁଲ କରିପାରିବେ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ କରିବାକୁ ପୂର୍ବରୁ ଗଣଶିକ୍ଷା ବିଭାଗ ଘୋଷଣା କରିସାରିଛି ।
ମାର୍ଚ୍ଚ ୩୧ ସୁଦ୍ଧା ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଶେଷ କରାଯାଇ ଫଳ ପ୍ରକାଶିତ ହୋଇଛି। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଦଶମ ଶ୍ରେଣୀ ପାଠପଢ଼ା ସୋମବାରଠାରୁ ହିଁ ଆରମ୍ଭ ହେବ । ଏପ୍ରିଲ ୮ ପର୍ୟ୍ୟନ୍ତ ନାମଲେଖା ଲାଗି ସଚେତନତା କାର୍ୟ୍ୟକ୍ରମ, ପ୍ରବେଶ ଉତ୍ସବ ଆଦି ଅନୁଷ୍ଠିତ ହେବ । ମେ’ ୫ରୁ ଗ୍ରୀଷ୍ମ ଛୁଟି ଦିଆଯିବ । ପ୍ରତିବର୍ଷ ପରି ଏଥର ମଧ୍ୟ ରଜ ମହୋତ୍ସବ ସରିବା ପରେ ଅର୍ଥାତ୍‌ ଜୁନ୍‌ ୧୮ରୁ ପୁଣିଥରେ ପାଠପଢ଼ା ଆରମ୍ଭ କରାଯିବ । ୨୦୨୩ରେ ମୋଟ ୮୨ଟି ଛୁଟି ଧାର୍ୟ୍ୟ ହୋଇଛି । ଅକ୍ଟୋବର ୨୦ରୁ ୩୦ ତାରିଖ ପର୍ୟ୍ୟନ୍ତ ପୂଜା ଛୁଟି ଏବଂ ଡିସେମ୍ବର ୨୩ରୁ ୩୦ ଯାଏ ବଡ଼ଦିନ ଛୁଟି ରହିବ। ଗୋଟିଏ ଲେଖାଏ ସ୍ଥାନୀୟ ଛୁଟି ଓ ଭିଜିଟର୍ସ ଛୁଟି ଦିବସ ରହିଛି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅନୁମତିରେ ସ୍ଥାନୀୟ ଛୁଟି ହେବ।

Powered by Froala Editor

Tags School

Related articles Odisha News Lens 4.1

  •  ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି ବିକ୍ଷୋଭ: ଇରାକରୁ ସହସ୍ରାଧିକ ଆତଙ୍କବାଦୀଙ୍କୁ ...
    ଦେଶ-ଦେଶାନ୍ତର

    ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି ବିକ୍ଷୋଭ: ଇରାକରୁ ସହସ୍ରାଧିକ ଆତଙ୍କବାଦୀଙ୍କୁ ...

    15127
    Jan 16, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ
    ବିଶେଷ

    ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    14652
    Jan 17, 2026
  • ଦିଲ୍ଲୀରେ ପୁଣି ବଢିଲା ପ୍ରଦୂଷଣ: ଦିଲ୍ଲୀର ଏକ୍ୟୁଆଇ ୪ଟା ସୁଦ୍ଧା ୪୦୦ ରେକର୍ଡ
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ପୁଣି ବଢିଲା ପ୍ରଦୂଷଣ: ଦିଲ୍ଲୀର ଏକ୍ୟୁଆଇ ୪ଟା ସୁଦ୍ଧା ୪୦୦ ରେକର୍ଡ

    13703
    Jan 18, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    15459
    Jan 15, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14886
    Jan 15, 2026
  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ

    13903
    Jan 16, 2026
  •  ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟିତ
    ଦେଶ-ଦେଶାନ୍ତର

    ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟିତ

    14332
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....
    ବିଶେଷ

    ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    15454
    Jan 16, 2026
  • ଲୋକେ କିପରି ଆନ୍ଦୋଳନ ରାସ୍ତାକୁ ଆସିବେ ଇସି ଉସୁକାଉଛନ୍ତି: ରାହୁଲ
    ଦେଶ-ଦେଶାନ୍ତର

    ଲୋକେ କିପରି ଆନ୍ଦୋଳନ ରାସ୍ତାକୁ ଆସିବେ ଇସି ଉସୁକାଉଛନ୍ତି: ରାହୁଲ

    13603
    Jan 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ନିର୍ଦେଶ

    14760
    Jan 16, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ

    15459
    Jan 15, 2026
  • ଦେଶ-ଦେଶାନ୍ତର

    ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି ବିକ୍ଷୋଭ: ଇରାକରୁ ସହସ୍ରାଧିକ ଆତଙ୍କବାଦୀଙ୍କୁ ଭଡାରେ ଆଣିଛି ଇରାନ

    15127
    Jan 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17296
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17376
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17722
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16196
    Apr 03, 2021

ବିଶେଷ

  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    14652
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    15454
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14601
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    14209
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14122
    Jan 13, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15467
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14434
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14537
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14246
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟିତ

    14332
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    15454
    Jan 16, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    14652
    Jan 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In