Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

ରାଜ୍ୟ
Home ›› ରାଜ୍ୟ ››ଜିଏସ୍‌‌ଟି ସଂଗ୍ରହରେ ଓଡ଼ିଶା ଆଗୁଆ

ଜିଏସ୍‌‌ଟି ସଂଗ୍ରହରେ ଓଡ଼ିଶା ଆଗୁଆ

2023-04-03 07:28:24
14830
Share:
Facebook
Twitter
E-Mail
WhatsApp
Telegram
ଜିଏସ୍‌‌ଟି ସଂଗ୍ରହରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର: ଓଡ଼ିଶାରେ ଜିଏସ୍‌‌ଟି ସଂଗ୍ରହ ପରିମାଣ କ୍ରମାଗତ ଭାବେ ବଢ଼଼ି ଚାଲିଥିବା ବେଳେ ଜାତୀୟ ସ୍ତରରେ ପ୍ରଦର୍ଶନ ଭଲ ରହିଛି। ଜିଏସ୍‌‌ଟି ସଂଗ୍ରହରେ ଓଡ଼ିଶା ବହୁ ବିକଶିତ ରାଜ୍ୟକୁ ପଛରେ ପକାଉଛି। ଚଳିତ ବର୍ଷ ମାର୍ଚ୍ଚ ମାସରେ ଓଡ଼ିଶା ମୋଟ ୪୭୪୯.୦୨ କୋଟି ଟଙ୍କା ଜିଏସ୍‌‌ଟି ସଂଗ୍ରହ କରିଛି। ପୂର୍ବ ତୁଳନାରେ ଏହା ୧୫.୧୪% ଅଧିକ। ଏହା ଜାତୀୟ ହାର ଠାରୁ ମଧ୍ୟ ଅଧିକ। ମାର୍ଚ୍ଚ ମାସରେ ସମଗ୍ର ଦେଶରେ ଜିଏସ୍‌‌ଟି ରାଜସ୍ୱ ବାବଦରେ ୧,୬୦,୧୨୨ କୋଟି ଟଙ୍କା ସଂଗ୍ରହ ହୋଇଛି। ଜାତୀୟ ସ୍ତରରେ ଅଭିବୃଦ୍ଧି ହାର ୧୩% ରହିଛି।
ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍‌‌ଟି କମିଶନରେଟ୍‌‌ଙ୍କ କାର୍ୟ୍ୟାଳୟ ସୂତ୍ରରୁ ହସ୍ତଗତ ସୂଚନା ଅନୁସାରେ ୨୦୨୨ ମାର୍ଚ୍ଚ ମାସରେ ଓଡ଼ିଶା ଜିଏସ୍‌‌ଟି ବାବଦରେ ୪୧୨୪.୬୬ କୋଟି ଟଙ୍କା ସଂଗ୍ରହ କରିଥିଲା। ଚଳିତ ବର୍ଷ ମାର୍ଚ୍ଚରେ ଓଡ଼ିଶା ସଂଗ୍ରହ କରିଥିବା ରାଜସ୍ୱ ହେଉଛି ଦ୍ୱିତୀୟ ସର୍ବାଧିକ ସର୍ବକାଳୀନ ରେକର୍ଡ। ରାଜ୍ୟ ଜିଏସ୍‌‌ଟି ଓ ସମନ୍ୱିତ ଜିଏସ୍‌‌ଟି (ଆଇଜିଏସ୍‌‌ଟି) ଫଇସାଲା ବାବଦକୁ ଗତ ମାର୍ଚ୍ଚ ମାସରେ ଓଡ଼ିଶାକୁ ମିଳିବାକୁ ଥିବା ଜିଏସ୍‌‌ଟି ପରିମାଣ ହେଉଛି ୧୯୭୭.୪୫ କୋଟି ଟଙ୍କା। ଗତ ବର୍ଷ ମାର୍ଚ୍ଚ ମାସରେ ଏହି ପରିମାଣ ୧୭୦୯.୧୪ କୋଟି ଟଙ୍କା ଥିଲା। ଏହି କ୍ଷେତ୍ରରେ ମଧ୍ୟ ୧୫.୬୯% ଅଭିବୃଦ୍ଧି ହୋଇଛି। ଅନ୍ୟପଟେ ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟ ପାଇବାକୁ ଥିବା ମୋଟ ଜିଏସ୍‌‌ଟି ପରିମାଣ ୧୮୭୬୬.୫୮ କୋଟି ଟଙ୍କା ହୋଇଥିବା ବେଳେ ୨୦୨୧-୨୨ରେ ଏହି ପରିମାଣ ୧୬୩୯୨.୨୪ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ଓଡ଼ିଶା ୧୪.୪୮% ଅଭବୃଦ୍ଧି ହାସଲ କରିଛି। ୨୦୨୩ ମାର୍ଚ୍ଚ ମାସରେ ପେଟ୍ରୋଲ ଓ ମଦରୁ ୧୯୧୭.୨୯ କୋଟି ଟଙ୍କାର ଭାଟ୍‌‌ ରାଜସ୍ୱ ସଂଗ୍ରହ କରାଯାଇ ଥିବା ବେଳେ ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୧୬୯୩.୫୩ କୋଟି ଟଙ୍କା ରହିଥିଲା। ଏଥିରେ ୧୩.୨୧% ଅଭିବୃଦ୍ଧି ଘଟିଛି। ସେହିପରି ୨୦୨୨-୨୩ରେ ଭାଟ୍‌‌ ରାଜସ୍ୱ ସଂଗ୍ରହ ପରିମାଣ ୧୧୯୭୪.୬୫ କୋଟି ଟଙ୍କା ଥିବା ବେଳେ ପୂର୍ବ ବର୍ଷରେ ଏହି ପରିମାଣ ୯୯୬୫.୬୦ କୋଟି ଟଙ୍କା ଥିଲା। ଏହି କ୍ଷେତ୍ରରେ ୨୦.୧୬% ଅଭିବୃଦ୍ଧି ହୋଇଛି। ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍‌‌ଟି ସଂସ୍ଥା ଦ୍ୱାରା ସଂଗ୍ରହ କରାଯାଇଥିବା ବିଭିନ୍ନ ଟିକସ (ଜିଏସ୍‌‌ଟି, ଭାଟ୍‌‌, ବୃତ୍ତିଗତ କର, ପ୍ରବେଶ ଶୁଳ୍କ) ବାବଦକୁ ରାଜସ୍ୱ ପରିମାଣ ଗତ ଆର୍ଥିକ ବର୍ଷରେ ୩୧୧୫୮.୩୩ କୋଟି ଟଙ୍କା ହୋଇଥିବା ବେଳେ ୨୦୨୧-୨୨ ଆର୍ଥିକ ବର୍ଷରେ ଏହା ୨୬୭୫୬.୧୮ କୋଟି ଟଙ୍କା ଥିଲା। ଏଥିରେ ୧୬.୪୫% ଅଭିବୃଦ୍ଧି ହୋଇଛି। ଗତ ମାର୍ଚ୍ଚ ମାସରେ ୨୧.୯୧ ୱେ-ବିଲ୍‌‌ ସୃଷ୍ଟି ହୋଇଥିଲା ବେଳେ ପୂର୍ବ ବର୍ଷ ତୁଳନାରେ ଏହା ୧୭.୯୩% ଅଧିକ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Powered by Froala Editor

Tags Gst

Related articles Odisha News Lens 4.1

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15111
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15224
    Feb 14, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13231
    Feb 16, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14289
    Feb 15, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14095
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15675
    Feb 14, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15207
    Feb 16, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15575
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15637
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15637
    Feb 14, 2026
  • ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14289
    Feb 15, 2026
  • ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15224
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17338
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17406
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17752
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16226
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15567
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16019
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16341
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14088
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14733
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15353
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13231
    Feb 16, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15637
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13459
    Feb 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In