Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ରାଜ୍ୟ
Home ›› ରାଜ୍ୟ ››ବୁଷ୍ଟର ଡୋଜ୍ ନେବାକୁ ଲୋକଙ୍କ ଗହଳି

ବୁଷ୍ଟର ଡୋଜ୍ ନେବାକୁ ଲୋକଙ୍କ ଗହଳି

2023-04-04 09:10:31
15638
Share:
Facebook
Twitter
E-Mail
WhatsApp
Telegram
ବୁଷ୍ଟର ଡୋଜ୍ ନେବାକୁ ଲୋକଙ୍କ ଗହଳି

ଭୁବନେଶ୍ବର : ଦେଶରେ ଏବେ କୋଭିଡ ସଂକ୍ରମଣ ବୃଦ୍ଧି ପାଇଛି। ଗତ ୬ମାସର ବ୍ୟବଧାନରେ ଦେଶରେ ୩ହଜାରରୁ ଅଧିକ ମାମଲା ନଜରକୁ ଆସିଛି। ଏକ୍ସବିବି.୧.୧୬ ଉପ-ପ୍ରଜାତି ପାଇଁ ସଂକ୍ରମଣ ବଢ଼ୁଥିବା କୁହାଯାଇଛି। ଏଭଳି ପରିସ୍ଥିତିରେ ଲୋକମାନେ ପୁଣିଥରେ ‌ଟିକାକେନ୍ଦ୍ର ମୁହାଁ ହୋଇଛନ୍ତି। ଯେଉଁମାନେ ନିଜର ବୁଷ୍ଟର ଡୋଜ୍ ନେଇ ନଥିଲେ ଏହାକୁ ନେବା ପାଇଁ ଆଗ୍ରହ ଦେଖାଉଥିବା ନଜରକୁ ଆସିଛି।

କୋ-ୱିନ୍ ପୋର୍ଟାଲରୁ ମିଳିଥିବା ସୂଚନା ଅନୁସାରେ ମାର୍ଚ ୧୫ ତାରିଖରେ ଦେଶରେ ୪୫,୦୨୯ ଲୋକ ଟିକା ନେଇଥିବା ବେଳେ ମାସ ଶେଷ ବେଳକୁ ଏହା ୬୨,୩୩୯କୁ ବୃଦ୍ଧି ପାଇଛି। ମୋଟ ଉପରେ ୩୮ ପ୍ରତିଶତର ବୃଦ୍ଧି ଦେଖିବାକୁ ମିଳିଛି। ସଂକ୍ରମଣ ଯଦି ଆହୁରି ବୃଦ୍ଧି ପାଏ ତାହାଲେ ବୁଷ୍ଟର ଡୋଜ୍ ନେବାପାଇଁ ଲୋକଙ୍କ ଗହଳି ଦେଖିବାକୁ ମିଳିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ମାତ୍ର ଓଡ଼ିଶାରେ ବୁଷ୍ଟର ଡୋଜ୍ ନେଇ ଲୋକଙ୍କଠାରେ ଆଗ୍ରହ ନାହିଁ।

ଅପରପକ୍ଷରେ ଓଡ଼ିଶାରେ ସରକାରୀ ଟିକାକରଣ କେନ୍ଦ୍ରରେ କୋଭିଡ୍‌ ଟିକା ଉପଲବ୍ଧ ନାହିଁ। ଶେଷଥର ପାଇଁ ଯେଉଁ କୋଭିଡ ଟିକା ଆସିଥିଲା ତାହାର ଅବଧି ମାର୍ଚ ୮ ତାରିଖ ପର୍ଯ୍ୟନ୍ତ ରହିଥିଲା। ମାତ୍ର ଏବେ ଟିକା ଆଣିବା ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେବାର ଯୋଜନା ନ ଥିବା କହିଛନ୍ତି ରାଜ୍ୟ କୋଭିଡ ଟିକାକରଣ ନୋଡାଲ ଅଧିକାରୀ ଡା.ବିଜୟ ପାଣିଗ୍ରାହୀ। ରାଜ୍ୟରେ ଟିକାକୁ ନେଇ ଲୋକଙ୍କ ପାଖରେ ଆଗ୍ରହ ଦେଖିବାକୁ ମିଳୁନାହିଁ। ଯେତିକି ଟିକା ଆସିଥିଲା ବହୁ କଷ୍ଟରେ ତାହା ଲୋକମାନଙ୍କୁ ଦିଆଯାଇଛି। କେନ୍ଦ୍ର ପକ୍ଷରୁ ଅନ୍ୟ ରାଜ୍ୟକୁ ଦିଆଯାଇଥିବା ଟିକା ଠିକ୍ ସମୟରେ ନ ଦିଆଯିବା ଫଳରେ ତାହା ନଷ୍ଟ ହୋଇ ଯାଇଥିଲା। ଏବେ କେନ୍ଦ୍ର ସରକାରଙ୍କ ପାଖରେ ଟିକାର କୌଣସି ଷ୍ଟକ୍ ନାହିଁ। ଘରୋଇ ଟିକା କେନ୍ଦ୍ରରେ ଯାହା ଟିକା ରହିଛି ତାହା ଦିଆଯାଉଛି। ମାତ୍ର ଓଡ଼ିଶାର ଘରୋଇ ସ୍ବାସ୍ଥ୍ୟାନୁଷ୍ଠାନରେ ଟିକା ଉପଲବ୍ଧ ହେଉଥିବା ନେଇ କୌଣସି ସୂଚନା ନାହିଁ। ଗୋଟିଏ ସ୍ବାସ୍ଥ୍ୟାନୁଷ୍ଠାନ ନାଜାଲ୍‌ ଟିକା ଆଣିଥିବା କୁହାଯାଉଛି। ମାତ୍ର କୋ-ୱିନ୍ ପୋର୍ଟାଲରେ ତାହା ନଜରକୁ ଆସୁ ନ ଥିବା ଡା.ପାଣିଗ୍ରାହୀ କହିଛନ୍ତି।

Powered by Froala Editor

Tags Booster dose

Related articles Odisha News Lens 4.1

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14213
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14040
    Mar 24, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14746
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14048
    Mar 24, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14313
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14113
    Mar 25, 2026
  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13721
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15151
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14493
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14213
    Mar 25, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15151
    Mar 25, 2026
  • ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14746
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14845
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14908
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13944
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15095
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15642
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14265
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14213
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14048
    Mar 24, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14746
    Mar 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In