Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ...

  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

Home ›› ››ବାହାରିବ ଅର୍ଡର, ଉଚ୍ଛେଦ ହେବ ଚୁକ୍ତିଭିତ୍ତିକ ପ୍ରଥା

ବାହାରିବ ଅର୍ଡର, ଉଚ୍ଛେଦ ହେବ ଚୁକ୍ତିଭିତ୍ତିକ ପ୍ରଥା

2023-04-04 11:13:57
15455
Share:
Facebook
Twitter
E-Mail
WhatsApp
Telegram
ବାହାରିବ ଅର୍ଡର, ଉଚ୍ଛେଦ ହେବ ଚୁକ୍ତିଭିତ୍ତିକ ପ୍ରଥା


ଭୁବନେଶ୍ବର: ଗତ ଶନିବାରରୁ ଲୋୟର ପିଏମଜିରେ ଧାରଣାରେ ବସିଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନେ ଆଜି ଆନ୍ଦୋଳନରୁ ହଟିପାରନ୍ତି। ଆଜି ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏନେଇ ମନ୍ତ୍ରୀ ସମୀରରଂଜନ ଦାଶ କହିଛନ୍ତି, ଶିକ୍ଷକମାନଙ୍କ ସହ ସକରାତ୍ମକ ଆଲୋଚନା ହୋଇଛି। ଖୁବ୍ ଶୀଘ୍ର ଏନେଇ ଅର୍ଡର ବାହାରିବ । ସେପଟେ ଆଲୋଚନା ପରେ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ପକ୍ଷରୁ କୁହାଯାଇଛି ଯେ ସଂଧ୍ୟା ସୁଦ୍ଧା ଅର୍ଡର ବାହାରିବା ନେଇ ପ୍ରତିଶ୍ରୁତି ମିଳିଛି। ତେବେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆନ୍ଦୋଳନ ସ୍ଥଗିତ ରଖାଯିବ।
ଠିକା ନିଯୁକ୍ତି ଉଚ୍ଛେଦ ନେଇ ଗତବର୍ଷ ଅକ୍ଟୋବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହାରି ଭିତରେ ବିଭିନ୍ନ ବିଭାଗ ଏହାକୁ କାର୍ୟ୍ୟକାରୀ କରିଥିବା ବେଳେ ଗଣଶିକ୍ଷା ବିଭାଗ କାର୍ୟ୍ୟକାରୀ କରିନାହାନ୍ତି, ଯାହାର ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଛି ସଂଘ। ୨୦୧୬ରୁ ୨୦୨୨ ଯାଏଁ ହଜାର ହଜାର ହାଇସ୍କୁଲ ସିବିଟି ଶିକ୍ଷକ ଆନ୍ଦୋଳନରେ ଯୋଗ ଦେଇଛନ୍ତି ।
ସଂଘର କହିବା କଥା, ନିକଟରେ ମୁଖ୍ୟମନ୍ତ୍ରୀ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନେଇ ଘୋଷଣା କରିଥିଲେ। ଏହାପରେ ସାଧାରଣ ଓ ପ୍ରଶାସନିକ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଯେଉଁଥିରେ ଚୁକ୍ତିଭିତ୍ତିକ ପଦବିକୁ ନିୟମିତ କରି ୬ଟି ଇନ୍କ୍ରିମେଣ୍ଟ ପ୍ରଦାନ କରିବା ପାଇଁ ଉଲ୍ଲେଖ ରହିଥିଲା। ମାତ୍ର ଏହି ଆଦେଶକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ୟ୍ୟକାରୀ କରୁନଥିବା ନେଇ ସଂଘ ଅଭିଯୋଗ କରିଛି। ଫଳରେ ୧୮ହଜାର ହାଇସ୍କୁଲ ନିୟମିତ ହେବାରୁ ବଞ୍ଚିତ ହୋଇଛନ୍ତି।

Powered by Froala Editor

Tags contractual teacher strike

Related articles Odisha News Lens 4.1

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14601
    Apr 29, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    14024
    Apr 28, 2026
  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...

    14473
    Apr 29, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15293
    Apr 28, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14839
    Apr 29, 2026
  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା
    ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    14948
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14843
    Apr 29, 2026
  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14442
    Apr 28, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ
    ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13882
    Apr 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    14948
    Apr 29, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ମତଦାନ

    14473
    Apr 29, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14286
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17445
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17494
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17853
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16323
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15841
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15828
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14530
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14331
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13986
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15361
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15096
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15593
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13897
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    14024
    Apr 28, 2026
  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14442
    Apr 28, 2026
  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14839
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In