Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି ...

  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ...

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ...

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ...

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

Home ›› ››ଜାରି ରହିଛି ବର୍ଷା ଓ ବଜ୍ରପାତ: ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଜାରି ରହିଛି ବର୍ଷା ଓ ବଜ୍ରପାତ: ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

2023-04-05 05:37:15
14714
Share:
Facebook
Twitter
E-Mail
WhatsApp
Telegram
ଜାରି ରହିଛି ବର୍ଷା ଓ ବଜ୍ରପାତ: ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ବାୟୁ ପ୍ରବାହର ଅସଙ୍ଗତି ପାଇଁ ଜାରି ରହିଛି ବର୍ଷା ଓ ବଜ୍ରପାତ । ସକାଳୁ ଖରା ଗୁଳୁଗୁଳିରେ ଅନୁଭୁତ ହେଉଥିବା ବେଳେ ଅପରାହ୍ନ ହେବା ମାତ୍ରେ ଆକାଶରେ ଘୋଟିଆସୁଛି କଳାହାଣ୍ଡିଆ ମେଘ । କେଉଁଠି ବିଜୁଳି ଘଡଘଡି ସହ ବର୍ଷା ହେଉଛି ତ କେଉଁଠି ଝଡପବନ ଜନ ଜୀବନ ଅସ୍ତବ୍ୟସ୍ତ କରୁଛି । ଆସନ୍ତା ୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ଦିନ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧି ହେବା ନେଇ ଆକଳନ କରାଯାଇଛି । ଏଥିପାଇଁ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ଅଧିକାଂଶ ଜିଲ୍ଲା ଦକ୍ଷିଣ ଓଡ଼ିଶାର ଥିବା ବେଳେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, ସଂଲଗ୍ନ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡରେ ବଜ୍ରପାତ ଜନିତ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି । ସେପଟେ ବର୍ଷା ହେଲେ ମଧ୍ୟ ମଧ୍ୟାହ୍ନରେ ତାପମାତ୍ରା ବଢିବ । ଆସନ୍ତା ୨ ଦିନ ପର୍ୟ୍ୟନ୍ତ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Powered by Froala Editor

Tags YELLOW WARNING TO 15 DISTRICT

Related articles Odisha News Lens 4.1

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!
    ମନୋରଞ୍ଜନ

    ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15137
    Mar 17, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14001
    Mar 17, 2026
  • ଅସ୍କାର-୨୦୨୬:
    ଦେଶ-ଦେଶାନ୍ତର

    ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14885
    Mar 17, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...

    14985
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14234
    Mar 17, 2026
  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ
    ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14695
    Mar 17, 2026
  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ
    ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13939
    Mar 17, 2026
  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍
    ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15157
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ
    ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13332
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14695
    Mar 17, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ୧୯ ଭାରତୀୟ ଗିରଫ

    14985
    Mar 17, 2026
  • ଦେଶ-ଦେଶାନ୍ତର

    ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14914
    Mar 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17376
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17439
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17787
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16256
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14001
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13963
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14235
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13986
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14557
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15685
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15146
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14996
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14507
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14695
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13332
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14234
    Mar 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In