Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ରାଜ୍ୟ
Home ›› ରାଜ୍ୟ ››ହିନ୍ଦୋଳରେ ବି ବିଜେଡିର ବାଜିମାତ

ହିନ୍ଦୋଳରେ ବି ବିଜେଡିର ବାଜିମାତ

2023-04-05 06:11:40
14101
Share:
Facebook
Twitter
E-Mail
WhatsApp
Telegram
ହିନ୍ଦୋଳରେ ବି ବିଜେଡିର ବାଜିମାତ

ଭୁବନେଶ୍ୱର: ଆସିଲା ଏନ୍ଏସି ନିର୍ବାଚନ ଫଳାଫଳ । ବରଗଡ଼ ଜିଲ୍ଲା ଅତାବିରା ଏନଏସି ନିର୍ବାଚନ ଭଳି ଢେଙ୍କାନାଳ ଜିଲ୍ଲା  ହିନ୍ଦୋଳ  ଏନଏସି ନିର୍ବାଚନରେ ବି ବିଜେଡିର ବାଜିମାତ ହୋଇଛି ।   ହିନ୍ଦୋଳ  ଏନଏସିର ମୋଟ ୧୬ ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।  ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ପତକା ଉଡ଼ିଛି ।  ବିଜେପି ପ୍ରାର୍ଥୀଙ୍କୁ ହରାଇ ବିଜେଡିର କେଶବ ପ୍ରଧାନ ଅଧ୍ୟ ନିର୍ବାଚିତ ହୋଇଛନ୍ତି । ୧୬ଟି ୱାର୍ଡରୁ ୫ଟି ୱାର୍ଡରେ ବିଜେପି ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି ।
ପ୍ରକାଶ ଯେ ବରଗଡ଼ ଜିଲ୍ଲା ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବାଜିମାତ ହୋଇଛି । ମୋଟ ୧୨ଟି ୱାର୍ଡରୁ ୧୧ଟି ବିଜେଡି ପ୍ରାର୍ଥୀ ବିଜୟଲାଭ କରିଛନ୍ତି ।  ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ପ୍ରାର୍ଥର ବିଜୟୀ ହୋଇଛନ୍ତି ।  ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଏନଏସି ଅଧ୍ୟକ୍ଷ ପଦ ପାଇଁ ବିଜେଡିର ବନମାଳୀ ବରିହା ବିଜୟୀ ହୋଇଛନ୍ତି ।ଅତାବିରା ଏନ୍‌ଏସିରେ ବିଜେଡି ବିଜୟ ହାସଲ କରିବା ପରେ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।  ବିଜେଡି କର୍ମୀମାନେ ନାଚି ଓ ପରସ୍ପରକୁ ମିଠା ଖୁଆଇ  ଉତ୍ସାହ ମନାଇଛନ୍ତି।   ବିଜେଡି ପାଇଁ ପ୍ରଚାର ଅଭିଯାନ ସମ୍ଭାଳିଥିଲେ ଅତାବିରା ନିର୍ବାଚନମଣ୍ତଳୀରୁ ପ୍ରତିନିଧିତ୍ବ କରୁଥିବା ବିଧାୟିକା ସ୍ନେହା˚ଗିନୀ ଛୁରିଆ। ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ରୀତା ସାହୁ, ବିଧାୟକ ସୁଶାନ୍ତ ସିଂ, ଦେବେଶ ଆଚାର୍ୟ୍ୟ, ବରିଷ୍ଠ ନେତା ମହେନ୍ଦ୍ର ବଢ଼େଇ, ସାଧୁ ନେପାକଙ୍କୁ ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା।
ଏପ୍ରିଲ ୩ ତାରିଖରେ ଅତାବିରା ଓ ହିନ୍ଦୋଳ ଏନଏସି ପାଇଁ ମତଦାନ ହୋଇଥିଲା। ହିନ୍ଦୋଳ ଏନଏଏସିରେ ମୋଟ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରା ଏନଏସିରେ ୭୪ପ୍ରତିଶତ ଭୋଟଗ୍ରହଣ ହୋଇଥିଲା । ହିନ୍ଦୋଳ ଏନଏସିର ୧୬ଟି ୱାର୍ଡରେ କାଉନସିଲର ପଦବୀ ନିମନ୍ତେ ମୋଟ ୫୦ଜଣ ପ୍ରାର୍ଥୀ ଓ ଅଧ୍ୟକ୍ଷ ପଦବୀ ପାଇଁ ୩ଜଣ ପ୍ରାର୍ଥୀ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ସେହିପରି ଅତାବିରା ଏନଏସିର ୧୨ଟି ୱାର୍ଡରେ କାଉନସିଲର ପଦବୀ ପାଇଁ ୩୯ଜଣ ପ୍ରାର୍ଥୀ ଓ ଅଧ୍ୟକ୍ଷ ପଦବୀ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ।

Powered by Froala Editor

Tags Bjd win

Related articles Odisha News Lens 4.1

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13830
    Oct 23, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13814
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14689
    Oct 24, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14234
    Oct 24, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15271
    Oct 23, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14836
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14218
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14292
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15451
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14836
    Oct 24, 2026
  • ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14689
    Oct 24, 2026
  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14292
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17212
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15271
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15613
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15055
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15520
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14855
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14548
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15169
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14419
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14612
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13830
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14548
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14234
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In