Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

Home ›› ››ବଢ଼ିଲା ସଂକ୍ରମଣ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ କରୋନା ପିଜିଟିଜ

ବଢ଼ିଲା ସଂକ୍ରମଣ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ କରୋନା ପିଜିଟିଜ

2023-04-05 17:24:02
15922
Share:
Facebook
Twitter
E-Mail
WhatsApp
Telegram
ବଢ଼ିଲା ସଂକ୍ରମଣ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ କରୋନା ପିଜିଟିଜ

ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୪୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୦୦ ଉପରେ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୪୩୫ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୪,୪୩୧ ଛୁଇଁଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। 

ଅନ୍ୟପଟେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଉଭୟ ନେତା ଟ୍ୱିଟ କରି ସୂଚନା ଦେଇଛନ୍ତି।

ସିଏମ୍‌ ଅଶୋକ ଗେହଲଟ ଟ୍ୱିଟ କରି କହିଛନ୍ତି, କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖା ବଢ଼ିବାରେ ଲାଗିଛି। ମୁଁ ନିଜେ ମଧ୍ୟ କୋଭିଡ ପଜିଟିଭ ଚିହ୍ନଟ ହୋଇଛି। ମୋ ଶରୀରରେ ହାଲକା ଲକ୍ଷଣ ପ୍ରକାଶ ପାଇଛି। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ, ଆସନ୍ତା କିଛି ଦିନ ନିଜ ବାସଭବନରେ ରହିବା ସହ ସେଠାରୁ ହିଁ କାମ କରିବି। ଆପଣ ସମସ୍ତେ କୋଭିଡ ଗାଇଡଲାଇନ୍‌ର ପାଳନ କରନ୍ତୁ।

ସେହିପରି ପୂର୍ବତନ ସିଏମ୍‌ ବସୁନ୍ଧରା ରାଜେ ଟ୍ୱିଟ କରି କହିଛନ୍ତି, କୋଭିଡ ଯାଞ୍ଚ ସମୟରେ ମୁଁ ପଜିଟିଭ ଚିହ୍ନଟ ହୋଇଛି। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ, ସମ୍ପୂର୍ଣ୍ଣ ରୂପେ ଆଇସୋଲେସନରେ ରହିଛି। 

Powered by Froala Editor

Tags covid

Related articles Odisha News Lens 4.1

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15318
    Feb 23, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14859
    Feb 25, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13613
    Feb 24, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13642
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15211
    Feb 24, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14721
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15470
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14515
    Feb 24, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14521
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14721
    Feb 25, 2026
  • ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14659
    Feb 25, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15470
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16239
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14721
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15584
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16115
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14514
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15283
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16089
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13613
    Feb 24, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14721
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14859
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In