Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

Home ›› ››ରାଷ୍ଟ୍ରପତି ଉଡ଼ାଇବେ ‘ସୁଖୋଇ-୩୦ ଏମ୍‌କେଆଇ’ ଲଢୁଆ ବିମାନ

ରାଷ୍ଟ୍ରପତି ଉଡ଼ାଇବେ ‘ସୁଖୋଇ-୩୦ ଏମ୍‌କେଆଇ’ ଲଢୁଆ ବିମାନ

2023-04-06 08:50:07
15456
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତି ଉଡ଼ାଇବେ ‘ସୁଖୋଇ-୩୦ ଏମ୍‌କେଆଇ’ ଲଢୁଆ ବିମାନ

ନୂଆଦିଲ୍ଲୀ: ଶନିବାର ଦିନ ଆସାମର ତେଜପୁର ଏୟାର୍‌ଫୋର୍ସ ଷ୍ଟେସନ୍‌ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ବଳ୍ପ ସମୟ ପାଇଁ ‘ସୁଖୋଇ-୩୦ ଏମ୍‌କେଆଇ’ ଲଢୁଆ ବିମାନ ଉଡ଼ାଇବେ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି।
 ଏପ୍ରିଲ୍‌ ୬ରୁ ୮ ତାରିଖ ପର୍ୟ୍ୟନ୍ତ ରାଷ୍ଟ୍ରପତି ମୁର୍ମୁ ଆସାମ ଗସ୍ତରେ ଯିବେ। ଏପ୍ରିଲ୍‌ ୭ ତାରିଖ ଦିନ ସେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ‘ଗଜ ଉତ୍ସବ-୨୦୨୩’ ଉଦ୍‌ଘାଟନ କରିବେ। ପରେ ସେଦିନ ସେ ଗ‌ୌହାଟିରେ ‘ମାଉଣ୍ଟ୍‌ କାଞ୍ଚନଜଙ୍ଗା ଏକ୍ସପେଡିସନ୍‌-୨୦୨୩’ର ଶୁଭାରମ୍ଭ କରିବେ। ସେହିଦିନ ମଧ୍ୟ ଗୌହାଟିରେ ସେ ଗୌହାଟି ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଉତ୍ସବରେ ଯୋଗ ଦେବେ।ଏବଂ ୨୦୨୩, ଏପ୍ରିଲ୍‌ ୮ ତାରିଖ ଦିନ ରାଷ୍ଟ୍ରପତି ତେଜପୁର ଏୟାର୍‌ଫୋର୍ସ ଷ୍ଟେସନ୍‌ରୁ ସ୍ବଳ୍ପ ସମୟ ପାଇଁ ‘ସୁଖୋଇ ୩୦ ଏମ୍‌କେଆଇ’ ଲଢୁଆ ବିମାନ ଉଡ଼ାଇବେ ବୋଲି ମୁଖପାତ୍ରଜଣକ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲ୍‌ ମଧ୍ୟ ୨୦୦୯ ନଭେମ୍ବର ୨୫ ତାରିଖ ଦିନ ପୁଣେରେ ୩୦ ମିନିଟ୍‌ ଧରି ‘ସୁଖୋଇ ୩୦ ଏମ୍‌କେଆଇ’ ଉଡ଼ାଇଥିଲେ।ତାଙ୍କ ପୂର୍ବରୁ ରାଷ୍ଟ୍ରପତି ଏପିଜେ ଅବ୍ଦୁଲ୍‌ କଲାମ୍‌ ୨୦୦୬ ଜୁନ୍‌ ୮ ତାରିଖ ଦିନ ପୁଣେ ବାୟୁସେନା ବିମାନ ଘାଟିରୁ ‘ସୁଖୋଇ-୩୦ଏମ୍‌କେଆଇ’ ଲଢୁଆ ବିମାନ ଉଡ଼ାଇ ଥିଲେ। ଲଢୁଆ ବିମାନ ଚଳାଇବାରେ ସେ ଥିଲେ ଭାରତର ପ୍ରଥମ ରାଷ୍ଟ୍ରପତି।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13506
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14969
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14571
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15465
    May 17, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14695
    May 16, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14509
    May 16, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13856
    May 16, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14644
    May 17, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14819
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14781
    May 16, 2026
  • ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14571
    May 16, 2026
  • ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14819
    May 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14969
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14778
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15278
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16036
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16205
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13962
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14509
    May 16, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14819
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13506
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In