Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, December 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

  • ଏହି କାରଣରୁ ମମତା ମାଗିଲେ କ୍ଷମା

  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ...

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ...

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ...

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ...

  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟବ୍ୟାପୀ ଖରାର ପ୍ରକୋପ ଅଧିକ

ରାଜ୍ୟବ୍ୟାପୀ ଖରାର ପ୍ରକୋପ ଅଧିକ

2023-04-07 04:21:30
13769
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟବ୍ୟାପୀ ଖରାର ପ୍ରକୋପ ଅଧିକ

ଭୁବନେଶ୍ୱର:  ରାଜ୍ୟବ୍ୟାପୀ ସବୁଠି ତାପମାତ୍ରା ଉପରମୁହାଁ ହୋଇଛି । ଗୁରୁବାର ୪ଟି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ଟପିଛି । ମାଲକାନଗିରି ସର୍ବାଧିକ ୩୯.୫ ଡିଗ୍ରୀ ସେଲସିୟସ୍‌ ତାତିରେ ସିଝିଥିବାବେଳେ ଝାରସୁଗୁଡ଼ା ୩୯.୪, ବୌଦ୍ଧ ୩୯.୨ ଓ ରାଉରକେଲା ୩୯ ଡିଗ୍ରୀ ତାଉରେ କଲବଲ ହୋଇଛି । ଖାଲି ସେତିକି ନୁହେଁ, ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ଥିଲା । କେତେକ ଅଞ୍ଚଳରେ ଅପରାହ୍ନ ଓ ସନ୍ଧ୍ୟାରେ କାଳବୈଶାଖୀ ବର୍ଷା, ପବନ ଯୋଗୁ ଆଶ୍ୱସ୍ତି ମିଳିଛି । ଅପରାହ୍ଣରେ କଟକରେ ୪୦.୨ ମିଲିମିଟର ବର୍ଷା ଢାଳିଥିବାବେଳେ ଭୁବନେଶ୍ୱରର ଅନେକ ଅଞ୍ଚଳରେ ବର୍ଷା, ପବନ ହୋଇଛି । ଜଗତସିଂହପୁର, ନବରଙ୍ଗପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝରରେ ମଧ୍ୟ ବର୍ଷା ହୋଇଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ବର୍ତ୍ତମାନ ୪-୫ ଦିନ ପର୍ୟ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଅର୍ଥାତ୍‌ ଦିନବେଳା ଏଭଳି ଖରା ପ୍ରକୋପ ଅନୁଭୂତ ହେବ । ତେବେ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନ ଓ ଉତ୍ତରର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ଗଞ୍ଜାମ, ରାୟଗଡ଼ା, ଗଜପତି, କନ୍ଧମାଳରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି, କୁଆପଥ ମାଡ଼ ସହ ୪୦-୫୦ କିମି ବେଗରେ ପବନ ହୋଇପାରେ । ୮ ତାରିଖରେ ମଧ୍ୟ କେତେକ ଜାଗାରେ କାଳବୈଶାଖୀ ସମ୍ଭାବନା ଅଛି ।

Powered by Froala Editor

Tags Temperature

Related articles Odisha News Lens 4.1

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...

    13768
    Dec 12, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15679
    Dec 12, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର
    ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13880
    Dec 13, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15389
    Dec 11, 2025
  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ

    13647
    Dec 12, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15770
    Dec 11, 2025
  • ଏହି କାରଣରୁ ମମତା ମାଗିଲେ କ୍ଷମା
    ଦେଶ-ଦେଶାନ୍ତର

    ଏହି କାରଣରୁ ମମତା ମାଗିଲେ କ୍ଷମା

    13744
    Dec 13, 2025
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

    13894
    Dec 13, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15815
    Dec 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15770
    Dec 11, 2025
  • ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15815
    Dec 12, 2025
  • ଦେଶ-ଦେଶାନ୍ତର

    ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15382
    Dec 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17230
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17318
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17662
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16134
    Apr 03, 2021

ବିଶେଷ

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13880
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15679
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15501
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16101
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13953
    Dec 09, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15141
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14239
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14989
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15225
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

    13894
    Dec 13, 2025
  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15382
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15679
    Dec 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In