Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

Home ›› ››ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୧୨ଟଙ୍କା ବଢିଲା

ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୧୨ଟଙ୍କା ବଢିଲା

2023-04-07 04:38:50
13942
Share:
Facebook
Twitter
E-Mail
WhatsApp
Telegram
ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୧୨ଟଙ୍କା ବଢିଲା

ଭୁବନେଶ୍ୱର:  ରାଜ୍ୟ ସରକାର ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୨ଟଙ୍କା ବୃଦ୍ଧି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ କାର୍ୟ୍ୟକାରୀ ହେବ ।ରାଜ୍ୟ ଶ୍ରମ କମିଶନରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରମିକମାନଙ୍କର ଦୈନିକ ମଜୁରୀରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା(ଭିଡିଏ)ରେ ୧୨ଟଙ୍କା ବୃଦ୍ଧି ହୋଇଛି । ଏହି ବର୍ଦ୍ଧିତ ଭିଡିଏ ଯୋଗୁ ଅଣକୁଶଳୀଙ୍କ ଶ୍ରମିକଙ୍କ  ଦୈନିକ ସର୍ବନିମ୍ନ ମଜୁରୀ ୩୩୩ ଟଙ୍କାରୁ ୩୪୫ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୭୩ରୁ ୩୮୫ଟଙ୍କା, କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ପରିମାଣ ୪୨୩ରୁ ୪୩୫ଟଙ୍କା ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ପରିମାଣ ୪୮୩ରୁ ୪୯୫ଟଙ୍କାକୁ ବୃଦ୍ଧି ପାଇଛି । ରାଜ୍ୟ ସରକାର ଶେଷଥର ପାଇଁ ୨୦୨୨ ଅକ୍ଟୋବର ୧ତାରିଖରେ ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀକୁ ବୃଦ୍ଧି କରିଥିଲେ ।ସୂଚନାଯୋଗ୍ୟ, ରାଜ୍ୟ ସରକାର ଶ୍ରମିକମାନଙ୍କ ସ୍ୱାର୍ଥରେ ପ୍ରତି ୬ମାସରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତାକୁ ସଂଶୋଧନ କରିଥାନ୍ତି । ରାଜ୍ୟ ସର୍ବନିମ୍ନ ମଜୁରୀ ପରାମର୍ଶଦାତା ବୋର୍ଡର ପରାମର୍ଶରେ ରାଜ୍ୟ ସରକାର ଏହି ଦୈନିକ ସର୍ବନିମ୍ନ ମଜୁରୀ ପରିଣାମକୁ ବୃଦ୍ଧି କରିଛନ୍ତି ।

Powered by Froala Editor

Tags wage of labour hike

Related articles Odisha News Lens 4.1

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14741
    Apr 29, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15266
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13364
    Apr 30, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ
    ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    14025
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14984
    Apr 29, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15151
    Apr 30, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14981
    Apr 29, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14428
    Apr 29, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14169
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14981
    Apr 29, 2026
  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15151
    Apr 30, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14984
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17495
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16325
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13557
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15981
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15930
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14547
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14351
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15098
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13903
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14741
    Apr 29, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    14025
    Apr 29, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13364
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In