Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

Home ›› ››ବିଏମସିର ପଦକ୍ଷେପ: ଏଣିକି କୌଣସି ଛାତ ଉପରେ ରହିବନି ହୋର୍ଡିଂ

ବିଏମସିର ପଦକ୍ଷେପ: ଏଣିକି କୌଣସି ଛାତ ଉପରେ ରହିବନି ହୋର୍ଡିଂ

2023-04-09 04:55:20
15705
Share:
Facebook
Twitter
E-Mail
WhatsApp
Telegram
ବିଏମସିର ପଦକ୍ଷେପ: ଏଣିକି କୌଣସି ଛାତ ଉପରେ ରହିବନି ହୋର୍ଡିଂ

ଭୁବନେଶ୍ବର : ଏଣିକି ରାଜଧାନୀର କୌଣସି ଛାତ ଉପରେ ରହିବନି ହୋର୍ଡିଂ । ହୋର୍ଡିଂ ହଟାଇବା ବିଏମସି ପୂର୍ବରୁ ଅନେକ ଥର ନୋଟିସ ଜାରି କରିଥିଲେ ବି ତାହା କାର୍ୟ୍ୟକାରୀ ହୋଇପାରିନି । ଫଳରେ ଅସୁରକ୍ଷିତ ହୋର୍ଡ଼ିଂକୁ ନେଇ ଲୋକଙ୍କ ମଧ୍ୟରେ ଲାଗି ରହିଥିଲା ଅସନ୍ତୋଷ । ବେନିୟମ ହୋର୍ଡିଂ ଯୋଗୁଁ ବିଏମସିକୁ ମଧ୍ୟ ରାଜସ୍ୱ କ୍ଷତି ସହିବାକୁ ପଡୁଥିଲା । ବିଳମ୍ବରେ ହେଲେ ବି ପଦକ୍ଷେପ ନେଇଛି ବିଏମସି । ହୋର୍ଡିଂ ହଟାଇବା ନେଇ ଏକ ଘରୋଇ ସଂସ୍ଥାକୁ ଦିଆଯାଇଛି ଦାୟିତ୍ୱ ।
ବିଏମସିର ବିଜ୍ଞାପନ ନୀତି ଅନୁଯାୟୀ, ଛାତ ଉପରେ ଲାଗିଥିବା ସମସ୍ତ ହୋର୍ଡିଂ ବେଆଇନ। ତେଣୁ ରାଜଧାନୀବାସୀଙ୍କ ସୁରକ୍ଷା ଓ ସହରର ସୌନ୍ଦର୍ୟ୍ୟକରଣକୁ ଦୃଷ୍ଟିରେ ରଖି ଏହି ସବୁ ବେଆଇନ ହୋର୍ଡିଂକୁ ଉଚ୍ଛେଦ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି।ବହୁ ପୁରୁଣା ଘରର ଛାତ ଉପରେ, ଜନଗହଳି ପୂର୍ଣ ସ୍ଥାନରେ ଲୁହାର ଫ୍ରେମରେ ନିର୍ମାଣ ଏସବୁ ହୋର୍ଡିଂ ବିପଦପୂର୍ଣ୍ଣ । ଯେକୌଣସି ମୁହୂର୍ତ୍ତରେ କିଛି ବି ଅଘଟଣ ଘଟିପାରେ । ବେନିୟମ ତଥା ଅସୁରକ୍ଷିତ ଅବସ୍ଥାରେ ଥିବା ହୋର୍ଡିଂ ଯୋଗୁଁ ବିଏମସି ରାଜସ୍ୱ ମଧ୍ୟ ହରାଉଛି । ପୂର୍ବରୁ ହୋର୍ଡିଂ ହଟାଇବା ନେଇ ବିଜ୍ଞାପନ ସଂସ୍ଥା ଓ ସମ୍ପୃକ୍ତ ଗୃହ ମାଲିକଙ୍କୁ ନୋଟିସ ଦେଇଥିଲା ବିଏମସି । ନୋଟିସ ଅବଧି ଶେଷ ପରେ ଏବେ ଆକ୍ସନ ମୋଡ଼କୁ ଆସିଛନ୍ତି ବିଏମସି କର୍ତ୍ତୃପକ୍ଷ । ଏକ ଘରୋଇ ସଂସ୍ଥାକୁ ହୋର୍ଡିଂ ହଟାଇବା ପାଇଁ ନିୟୋଜିତ କରାଯାଇ ତୁରନ୍ତ କାର୍ୟ୍ୟକାରୀ କରିବାକୁ କୁହାଯାଇଛି ।

ବିଏମସିର ରାଜସ୍ବ ଆୟର ଅନ୍ୟତମ ପ୍ରମୁଖ ଉତ୍ସ ହେଉଛି ହୋର୍ଡିଂ। ତେବେ ବିନିୟମ ହୋର୍ଡିଂରୁ ବିଏମସିକୁ ଟଙ୍କାଟିଏ ଆୟ ହେବା ତ ଦୂରର କଥା ବରଂ ବେଶୀ ବଦନାମ ହେବାକୁ ପଡୁଛି । ଲୋକଙ୍କ ଦାବି ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ମେୟର ଓ କମିଶନର ନେଇଥିବା ପଦକ୍ଷେପକୁ ସ୍ୱାଗତ କରିଛନ୍ତି କର୍ପୋରେଟର ଓ ବୁଦ୍ଧିଜୀବୀ । ତେବେ ପୂର୍ବ ଭଳି କେବଳ ନୋଟିସ ଜାରି କରି ଚୁପ ନବସି ଏହାକୁ ତୁରନ୍ତ କାର୍ୟ୍ୟକାରୀ କରିବାକୁ ଦାବି ହୋଇଛି । କେବଳ ହୋର୍ଡିଂ ନୁହେଁ ବରଂ ଘର ଛାତ ଉପରେ ଥିବା ବେନିୟମ ଟାୱାର, ରାସ୍ତାକଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଓ ପ୍ରାଚୀରରେ ଲାଗୁଥିବା ବିଜ୍ଞାପନ ପୋଷ୍ଟର ଉପରେ ମଧ୍ୟ ବିଏମସିର କାର୍ୟ୍ୟାନୁଷ୍ଠାନ ନେବ। କାରଣ ଏହାସବୁ ସହରର ସୌନ୍ଦର୍ୟ୍ୟ ନଷ୍ଟ କରୁଛି।

Powered by Froala Editor

Tags Hording

Related articles Odisha News Lens 4.1

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13595
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13361
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14172
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15188
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    14792
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14684
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15541
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15265
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14665
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14684
    Mar 12, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15541
    Mar 12, 2026
  • ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15188
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13361
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14041
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15034
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14788
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15234
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15134
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14684
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15188
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14172
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In