Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ଉପରମୁହାଁ କରୋନା ସଂକ୍ରମଣ;ଆଜିଠୁ ୨ ଦିନିଆ ମକଡ୍ରିଲ୍

ଦେଶରେ ଉପରମୁହାଁ କରୋନା ସଂକ୍ରମଣ;ଆଜିଠୁ ୨ ଦିନିଆ ମକଡ୍ରିଲ୍

2023-04-10 05:52:17
16441
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଉପରମୁହାଁ କରୋନା ସଂକ୍ରମଣ;ଆଜିଠୁ ୨ ଦିନିଆ ମକଡ୍ରିଲ୍

ନୂଆଦିଲ୍ଲୀ:  ଦେଶରେ ଉପରମୁହାଁ କରୋନା ସଂକ୍ରମଣ । ଓଡିଶା, ଦିଲ୍ଲୀ ଏବଂ ଅନ୍ୟ ରାଜ୍ୟରେ ବଢିଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । ଅନ୍ୟପଟେ ଆଜି ସାରା ଦେଶରେ ଥିବା କୋଭିଡ୍ ହସ୍ପିଟାଲରେ ମକଡ୍ରିଲ୍ ହେବ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଚାଲିବ ଏହି ମକଡ୍ରିଲ୍ । କୋଭିଡ ସଂକ୍ରମଣ ବଢୁଥିବା ଦେଖି କେନ୍ଦ୍ର ସରକାର କୋଭିଡ ପରିଚାଳନା ପାଇଁ ମକଡ୍ରିଲ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହ ହସ୍ପିଟାଲ ଗୁଡିକରେ ଅକ୍ସିଜେନ, ଆଇସିୟୁ, ଭେଣ୍ଟିଲେଟର ଆଦି ପ୍ରସ୍ତୁତ ରଖିବାକୁ କୁହାଯାଇଛି । ରବିବାର ଦିଲ୍ଲୀରେ ୬୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର ୫୩୫ ଜଣ ଚିହ୍ନଟ ହୋଇଥିଲେ । ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ରାଜଧାନୀରେ ସଂକ୍ରମଣ ହାର ୨୧.୧୫ ପ୍ରତିଶତକୁ ବୃଦ୍ଧି ପାଇଛି । ଗତକାଲି ୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଦିଲ୍ଲୀରେ ୨ ହଜାର ୪୬୦ ସଂକ୍ରମିତ ସକ୍ରିୟ ରହିଛନ୍ତି । ଏଥିମଧ୍ୟରୁ ୧ ହଜାର ୬୩୪ କରୋନା ରୋଗୀ ଘରେ ସଙ୍ଗରୋଧ ଅଛନ୍ତି । ୧୨୬ କରୋନା ରୋଗୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେହିପରି ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୭୮୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜସ୍ଥାନେରେ ୫୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଏବେ ଦେଶରେ ୭ଟି ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଛି । ଯେଉଁଥିରେ ଦିଲ୍ଲୀ ଏବଂ ମୁମ୍ବାଇ ରହିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14420
    Oct 23, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13680
    Oct 23, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14230
    Oct 22, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13678
    Oct 22, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14690
    Oct 24, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14067
    Oct 24, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13632
    Oct 23, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15126
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15475
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14062
    Oct 24, 2026
  • ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15475
    Oct 23, 2026
  • ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13632
    Oct 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15126
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15475
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15039
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15503
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14835
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14420
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15050
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14394
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13678
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14230
    Oct 22, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14690
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In