Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

ରାଜ୍ୟ
Home ›› ରାଜ୍ୟ ››୨୦ରୁ ଓଡ଼ିଶା ଦକ୍ଷତା ସମ୍ମେଳନ, ପ୍ରତିଦିନ ଭାଗ ନେବେ ୩ ହଜାର ଅଂଶଗ୍ରହଣକାରୀ

୨୦ରୁ ଓଡ଼ିଶା ଦକ୍ଷତା ସମ୍ମେଳନ, ପ୍ରତିଦିନ ଭାଗ ନେବେ ୩ ହଜାର ଅଂଶଗ୍ରହଣକାରୀ

2023-04-11 05:24:27
15657
Share:
Facebook
Twitter
E-Mail
WhatsApp
Telegram
୨୦ରୁ ଓଡ଼ିଶା ଦକ୍ଷତା ସମ୍ମେଳନ, ପ୍ରତିଦିନ ଭାଗ ନେବେ  ୩ ହଜାର ଅଂଶଗ୍ରହଣକାରୀ

ଭୁବନେଶ୍ବର : ରାଜ୍ୟ ସରକାର ଆସନ୍ତା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଦକ୍ଷତା ସମ୍ମେଳନ-୨୦୨୩ ଆୟୋଜନ କରୁଛନ୍ତି। ‘ସ୍କିଲ୍ଡ ଇନ୍ ଓଡ଼ିଶା’ ବ୍ରାଣ୍ଡକୁ ଅଧିକ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କଳିଙ୍ଗ ଷ୍ଟାଡିୟମରେ ତିନିଦିନବ୍ୟାପୀ ହେବାକୁ ଥିବା ଏହି ସମ୍ମେଳନରେ ପ୍ରତିଦିନ ୩ ହଜାର ଅଂଶଗ୍ରହଣକାରୀ ଭାଗ ନେବେ । ଏଥିରେ ସାମିଲ ହେବା ପାଇଁ ୱେବସାଇଟରେ ପ୍ରଥମେ ପଞ୍ଜୀକରଣ କରିବାକୁ ପଡ଼ିବ। ‘ସ୍କିଲ୍ଡ ଇନ୍ ଓଡିଶା’ ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ ଭାବରେ ମାନ୍ୟତା ପାଇଛି ବୋଲି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଶ୍ରୀ ଘଡ଼େଇ ସମ୍ମେଳନ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ୨୦ରେ ଉଦ୍‌ଘାଟିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଭାରତରେ ସମନ୍ୱିିତ ସ୍କିଲ୍‌ ଇକୋସିଷ୍ଟମ୍‌, ଦକ୍ଷ ମାନବ ଶକ୍ତି ଆଦି ପ୍ରସଙ୍ଗଭିତ୍ତିକ ଆଲୋଚନା ସହ ଦକ୍ଷତା ବିକାଶ ଉପରେ ଅଧିବେଶନମାନ ଅନୁଷ୍ଠିତ ହେବ। ୨୧ରେ ସ୍ବତନ୍ତ୍ର ଅଧିବେଶନ ଓ ପ୍ରଦର୍ଶନୀ ମାଧ୍ୟମରେ ଭାରତକୁ ସ୍କିଲ୍‌ କ୍ୟାପିଟାଲ୍‌ (ଦକ୍ଷତା ବିକାଶର ପ୍ରମୁଖ କେନ୍ଦ୍ର) ଭାବେ ଗଢ଼ିତୋଳିବା, ଦକ୍ଷତା ମାଧ୍ୟମରେ ମହିଳାଙ୍କ ସଶକ୍ତୀକରଣ, ଡ୍ରୋନ୍‌ ଟେକ୍ନୋଲୋଜି ସହିତ ସେକ୍ଟର ସ୍କିଲ୍‌ କାଉନସିଲର ଭୂମିକା ଆଦି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବାର ପ୍ରସ୍ତାବ ରହିଛି।
ବିଭାଗୀୟ ପ୍ରମୁଖ ସଚିବ ଉଷା ପାଢ଼ୀ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ପ୍ରଖ୍ୟାତ ଅନ୍ତର୍ଜାତୀୟ ତଥା ଜାତୀୟ ସ୍ତରର ବ୍ୟକ୍ତି/ବୁଦ୍ଧିଜୀବୀ/ଶିିଳ୍ପ ପ୍ରତିନିଧି ଅଂଶଗ୍ରହଣ କରିବେ। ୨୦୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ, ଶିଳ୍ପ/ ଏକାଡେମୀ/ସରକାରୀ କ୍ଷେତ୍ରର ୧୦୦୦ରୁ ଊର୍ଦ୍ଧ୍ବ ପ୍ରତିନିଧି ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହି ସମ୍ମେଳନରେ ଆଇଟିଆଇ, ପଲିଟେକନିକ୍ସ, ଇଞ୍ଜିନିୟରିଂ କଲେଜ, ବିଶ୍ବବିଦ୍ୟାଳୟ, ବିଶିଷ୍ଟ ଶିଳ୍ପ ତଥା ସରକାରୀ ବିଭାଗର ୧୦୦ରୁ ଊର୍ଦ୍ଧ୍ବ ପ୍ରଦର୍ଶନୀ ଆୟୋଜିତ ହେବ। ରାଜ୍ୟରେ ଦକ୍ଷତା ସମ୍ବନ୍ଧରେ ଶିଳ୍ପ ସହଭାଗୀମାନଙ୍କ ସହ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବୁଝାମଣା ସ୍ବାକ୍ଷର ହେବ। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଭୁବନେଶ୍ବରର ଜନପଥରେ ନୂତନ ତଥା ଅନନ୍ୟ ‘ପଥପ୍ରାନ୍ତ ଉତ୍ସବ’ ଆୟୋଜନ କରାଯାଉଛି। ଓଡ଼ିଶାର ସମୃଦ୍ଧ ଐତିହ୍ୟ ସଂସ୍କୃତି ପ୍ରଦର୍ଶନ କରିବା ସହିତ ସମସ୍ତ ପରିଦର୍ଶକଙ୍କ ମନୋରଞ୍ଜନ ପାଇଁ ୨୦ ଏବଂ ୨୧ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, ନୂଆଦିଲ୍ଲୀରେ ଗତ ୬ରେ ସମ୍ମେଳନ ପାଇଁ ଏକ କର୍ଟେନ ରେଜର (ପରଦା ଅନାବରଣ) ଆୟୋଜିତ ହୋଇଥିଲା। ରାଜ୍ୟରେ ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ମଙ୍ଗଳବାର ଭୁବନେଶ୍ବରରେ ଆଉ ଏକ କର୍ଟେନ ରେଜର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଶ୍ରୀମତୀ ପାଢ଼ୀ କହିଛନ୍ତି।

Powered by Froala Editor

Tags Skilled in odisha

Related articles Odisha News Lens 4.1

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15013
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13494
    Jul 27, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13687
    Jul 27, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13417
    Jul 27, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13754
    Jul 26, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13623
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15403
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14386
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13688
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13623
    Jul 27, 2026
  • ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14386
    Jul 27, 2026
  • ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13417
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15727
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15379
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16037
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14289
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14562
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15927
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13900
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିକା ପଡିବ ସୁନାର ଚମକ

    13623
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15013
    Jul 27, 2026
  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13754
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In