Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ...

  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ...

  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି

ଆଜି ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି

2023-04-14 05:04:22
14362
Share:
Facebook
Twitter
E-Mail
WhatsApp
Telegram
ଆଜି ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି

ଭୁବନେଶ୍ୱର: ଆଜି ମେଷ ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଶାରେ ପଣା ସଂକ୍ରାନ୍ତି ଭାବେ ପାଳନ କରାଯାଇଥାଏ । ଏହି ଦିନ ହନୁମା ଜୟନ୍ତୀ ମହାଆଡମ୍ବର ସହକାରେ ପାଳନ କରାଯାଇଥାଏ । କେବଳ ସେତିକି ନୁହେଁ ଓଡିଆ ପାଞ୍ଜି ମଧ୍ୟ ଏହି ଦିନ ଉନ୍ମୋଚିତ ହୋଇଥାଏ।
ଭାରତୀୟ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ୟ୍ୟଙ୍କ ଗୋଟିଏ ରାଶିରୁ ଅନ୍ୟ ରାଶିକୁ ସ୍ଥାନାନ୍ତରଣକୁ ସଂକ୍ରାନ୍ତି କୁହାଯାଏ। ୧୨ଟି ରାଶି ଅନୁସାରେ ୧୨ଟି ସଂକ୍ରାନ୍ତି ରହିଛି। ମକର ସଂକ୍ରାନ୍ତିରୁ ସୂର୍ୟ୍ୟ କ୍ରମଶଃ ବିଷୁବରେଖା ଆଡ଼କୁ ଗତି କରନ୍ତି। ତେଣୁ ସୂର୍ୟ୍ୟ ରଶ୍ମି କ୍ରମଶଃ ପ୍ରଖର ହୁଏ। ଯେଉଁ ଦିନ ସୂର୍ୟ୍ୟ ମେଷ ରାଶିରେ ପ୍ରବେଶ କରନ୍ତି ସେଇ ଦିନ ମେଷ ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି କୁହାଯାଏ। ଏହି ଦିନ ସୂର୍ୟ୍ୟ ବିଷୁବ ରେଖାର ଉପରେ ରୁହନ୍ତି। ବିଷୁବ ସଂକ୍ରାନ୍ତିରେ ଦିନ ଓ ରାତି ସମାନ ହୁଏ ଏବଂ ବାୟୁର ଗତି କ୍ରମେ ତୀବ୍ର ହୁଏ। ନଦୀ, ନାଳ ଓ ଜଳାଶୟର ଜଳସ୍ତର ହ୍ରାସ ପାଏ। ତେଣୁ ଜଳାଭାବ ଦେଖାଦିଏ।
ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବେ ଗ୍ରହଣ କରାଯାଏ । ତେଣୁ ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ପ୍ରତି ଓଡ଼ିଆ ଘରେ ଦେବୀଦେବତାଙ୍କଠାରେ ସ୍ୱତନ୍ତ୍ର ପୂଜା, ହୋମ ଆଦି ଯଥାବିଧି ପାଳନ କରାଯାଏ । ଏହି ଦିନଠାରୁ ବସନ୍ତ ଋତୁ ଶେଷ ହୋଇ ଗ୍ରୀଷ୍ମ ଆରମ୍ଭ ହୁଏ । ଏହି ସମୟରେ ସୂର୍ୟ୍ୟ କିରଣର ପ୍ରଖରତା ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧିପାଏ ବୋଲି କୁହାଯାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା କରାଯାଇଥାଏ । ତେଣୁ ଆଜି ଦିନରେ ଠାକୁରଙ୍କ ପାଖରେ ଛତୁ ଓ ପଣା ଭୋଗର ବିଧି ରହିଛି ।

Powered by Froala Editor

Tags Odiya new year

Related articles Odisha News Lens 4.1

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13345
    Sep 27, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13551
    Sep 26, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15123
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    14973
    Sep 26, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13495
    Sep 27, 2026
  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14577
    Sep 26, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର
    ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15700
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି
    ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13796
    Sep 26, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13312
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13782
    Sep 26, 2026
  • ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

    13495
    Sep 27, 2026
  • ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15123
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17129
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17817
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17787
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18198
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13345
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15648
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15210
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14586
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14825
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15936
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14423
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15619
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15383
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13345
    Sep 27, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15700
    Sep 26, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

    13495
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In