Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

  • ଇଣ୍ଡିଗୋ ବିମାନରେ ବୋମା ଧମକ

  • ସେନା ଘାଟି ଉପରେ ବିସ୍ଫୋରଣ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

ବିଶେଷ
Home ›› ବିଶେଷ ››ପତଳା ଫିଗରକୁ କେମିତି କରିବେ ମୋଟା, ଜାଣନ୍ତୁ ?

ପତଳା ଫିଗରକୁ କେମିତି କରିବେ ମୋଟା, ଜାଣନ୍ତୁ ?

2023-04-15 02:00:16
16005
Share:
Facebook
Twitter
E-Mail
WhatsApp
Telegram
ପତଳା ଫିଗରକୁ କେମିତି କରିବେ ମୋଟା, ଜାଣନ୍ତୁ ?

ସୁନ୍ଦର ଏବଂ ସ୍ଲିମ୍‌ ଫିଗର କାହାକୁ ବା ଭଲ ନ ଲାଗେ। ହେଲେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ବି ସୁନ୍ଦରତା କମାଇଦିଏ। ଏ କ୍ଷେତ୍ରରେ ଅନେକେ ଓଜନ ବୃଦ୍ଧି କରି ସାଉଣ୍ଡ ଫିଗର ପାଇବା ଲାଗି ବିଭିନ୍ନ ଖାଦ୍ୟଠାରୁ ଆରମ୍ଭକରି ଔଷଧ ସେବନ କରିବାକୁ ବି ପଛାଇ ନ ଥାନ୍ତି; ଯାହାକି ସ୍ବାସ୍ଥ୍ୟ ପାଇଁ ହିତକର ନୁହେଁ। ତେଣୁ ପ୍ରାକୃତିକ ଉପାୟରେ ଓଜନ ବଢ଼ାଇବା ଲାଗି ଆପଣାନ୍ତୁ

କେତେକ ଉପାୟ…

- ତେଲ ମସଲାଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌, ଫୁଡ୍‌ ସପ୍ଲିମେଣ୍ଟ, ପ୍ରୋଟିନ୍‌ ପାଉଡର ଆଦି ଖାଇଲେ ଶୀଘ୍ର ଓଜନ ବୃଦ୍ଧି ହୋଇଯିବ ଭାବି ଅନେକେ ପ୍ରତିଦିନ ଏଭଳି ଖାଦ୍ୟ ଖାଆନ୍ତି। ହେଲେ ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ତେଣୁ ସୁଷମ ଆହାର ଗ୍ରହଣ କରନ୍ତୁ। ଖାଦ୍ୟ ତାଲିକାରେ ସବୁ ପ୍ରକାର ପୌଷ୍ଟିକ ଖାଦ୍ୟକୁ ସାମିଲ କରନ୍ତୁ। ଖାଦ୍ୟରେ କ୍ୟାଲୋରି ମାତ୍ରା ବଢ଼ାନ୍ତୁ। ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଯେତେ ଅଧିକ ଗ୍ରହଣ କରିବେ ସେତେ ଶୀଘ୍ର ଲାଭ ପାଇବେ।

- ଖାଦ୍ୟ, ଫଳ, ପନିପରିବା ଆଦିରେ ପର୍ଯ୍ୟାପ୍ତ ପରିମାଣରେ କାର୍ବୋହାଇଡ୍ରେଟ୍‌ ରହିଛି। ତେଣୁ ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲକଲେ ଓଜନ ବଢ଼ିବାରେ ସାହାଯ୍ୟ କରିବ।
ମଧ୍ୟରେ ଓଜନ ବଢ଼ାଇବା ଲାଗି କଦଳୀ ସବୁଠୁ ଭଲ। ପ୍ରତିଦିନ ଦୁଇଟି ପାଚିଲା କଦଳୀ ଖାଆନ୍ତୁ। ନ ହେଲେ ସକାଳୁ ଏହାର ସେକ୍‌ ପିଇପାରିବେ। କ୍ଷୀର କଦଳୀ ଚକଟି ଖାଇବା ବି ଲାଭଦାୟକ।
- ବିଭିନ୍ନ ଆଇଟମ୍‌ ଖାଆନ୍ତୁ। ସେହିପରି ଆମିଷ ଖାଇବା ବି ଓଜନ ବଢ଼ାଇବାରେ ସାହାଯ୍ୟ କରିଥାଏ। ଜଳଖିଆରେ ବ୍ରେଡ୍‌ ସହ ୨ଟି ସିଝା ଅଣ୍ଡା କିମ୍ବା ଆମ୍‌ଲେଟ୍‌ ଖାଆନ୍ତୁ। ଏହା ଖୁବ୍‌ ଶୀଘ୍ର ଆପଣଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆଣିବାରେ ସାହାଯ୍ୟ କରିବ।
- ତାଲିକାରେ ବଟର ସାମିଲ କରନ୍ତୁ। ବିଶେଷକରି ପିନଟ୍‌ ବଟରରେ ଥିବା ମୋନୋସାଚୁରେଟେଡ୍‌ ଫ୍ୟାଟ୍‌ ଆପଣଙ୍କ ଓଜନ ଶୀଘ୍ର ବଢ଼ାଇବ।
- ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଓଜନ ବଢୁଛି କି ନାହିଁ ଜାଣିବା ଲାଗି ମାସକୁ ଥରେ ମାପିବାକୁ ଭୁଲନ୍ତୁ ନାହିଁ। ନଚେତ୍‌ ଆବଶ୍ୟକରୁ ଅଧିକ ମୋଟା ହେବା ଦ୍ୱାରା ବି ଅସୁବିଧା ହୋଇପାରେ।

Powered by Froala Editor

Tags Health care

Related articles Odisha News Lens 4.1

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15605
    Sep 30, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13952
    Sep 30, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14367
    Oct 01, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14572
    Sep 30, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15919
    Sep 30, 2025
  • ସେନା ଘାଟି ଉପରେ ବିସ୍ଫୋରଣ
    ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    16073
    Sep 30, 2025
  • ଇଣ୍ଡିଗୋ ବିମାନରେ ବୋମା ଧମକ
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    15030
    Sep 30, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15237
    Oct 01, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ
    ବିଶେଷ

    ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15477
    Sep 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    15030
    Sep 30, 2025
  • ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15919
    Sep 30, 2025
  • ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14367
    Oct 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17216
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15477
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14572
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15049
    Sep 29, 2025
  • ଶୁଭ କଳସ ବସାଇବାର କିଛି ନିୟମ

    15422
    Sep 27, 2025
  • ଚର୍ବି କମାଇବାରେ ସାହାଯ୍ୟ କରେ ଟମାଟୋ

    15639
    Sep 27, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14247
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡିଗୋ ବିମାନରେ ବୋମା ଧମକ

    15030
    Sep 30, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15605
    Sep 30, 2025
  • ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14207
    Oct 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In