Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

ରାଜ୍ୟ
Home ›› ରାଜ୍ୟ ››ସମ୍ବଲପୁରରେ କର୍ଫ୍ୟୁ: ଏହି ସମୟରେ କିଣିପାରିବେ ଅତ୍ୟାବଶ୍ୟକ ସାମଗ୍ରୀ

ସମ୍ବଲପୁରରେ କର୍ଫ୍ୟୁ: ଏହି ସମୟରେ କିଣିପାରିବେ ଅତ୍ୟାବଶ୍ୟକ ସାମଗ୍ରୀ

2023-04-15 05:45:27
15427
Share:
Facebook
Twitter
E-Mail
WhatsApp
Telegram
ସମ୍ବଲପୁରରେ କର୍ଫ୍ୟୁ: ଏହି ସମୟରେ କିଣିପାରିବେ ଅତ୍ୟାବଶ୍ୟକ ସାମଗ୍ରୀ

ସମ୍ବଲପୁର: ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିଛି। ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଗତକାଲି ରାତି ୧୨ଟାରୁ ସମ୍ବଲପୁରରେ ସହରର ୬ଟି ଥାନା ଅଞ୍ଚଳରେ ଲାଗୁ ହୋଇଛି କର୍ଫ୍ୟୁ। 
କର୍ଫ୍ୟୁ ସମୟରେ କୌଣସି ବ୍ୟକ୍ତିବିଶେଷଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି । ସକାଳ ୮ଟାରୁ ୧୦ଟା, ଅପରାହ୍ନ ୩ଟା୩୦ରୁ ୫ଟା୩୦ ମଧ୍ୟରେ ସହରବାସୀ ସାମଗ୍ରୀ କିଣିପାରିବେ । କୌଣସି ମେଡିକାଲ ଏମର୍ଜେନ୍ସି ପାଇଁ ହେଲ୍ପଲାଇନ୍ ନମ୍ବର ୭୬୫୫୮୦୦୭୬୦ ଜାରି କରାଯାଇଛି ।  ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର , ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି। ଏ ନେଇ ସମ୍ବଲପୁର ଉପଜିଲ୍ଲାପାଳ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ୟ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ ।
ଗତକାଲି ରାତିରେ କଡ଼ା ସୁରକ୍ଷା ବଳୟରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଏହି ସମୟରେ ବହୁ ସଂଖ୍ୟାରେ ପୁଲିସ୍‌ ମୁତୟନ ଥିବା ସତ୍ତ୍ୱେ ଦୋକାନ ପୋଡ଼ାଜଳା କରାଯିବା ସହ ହିଂସାତ୍ମକ ଘଟଣା ଘଟିଥିଲା। ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିବାରୁ ଗତକାଲି ରାତି ୧୨ଟାରୁ ସହରରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଛି।ବହୁ ସଂଖ୍ୟାରେ ସାଧାରଣ ଲୋକେ କର୍ଫ୍ୟୁ ସମ୍ପର୍କରେ ଜାଣି ନ ଥିବା ବେଳେ ଆଜି ସକାଳୁ ଅନ୍ୟ ଦିନ ପରି ଚଳପ୍ରଚଳ କରୁଛନ୍ତି। ମାତ୍ର ପୁଲିସ୍‌ ପ୍ରଚାର ଗାଡ଼ି ଲୋକଙ୍କୁ ସଚେତନ କରିବା ସହ ଘରକୁ ଫେରିଯିବାକୁ ପରାମର୍ଶ ଦେଉଛି। ନଚେତ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ବି ଚେତାବନୀ ଦେଉଛି।

Powered by Froala Editor

Tags Curfew in sambalpur

Related articles Odisha News Lens 4.1

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14798
    Oct 13, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14890
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13824
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13512
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15558
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14012
    Oct 14, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14544
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13954
    Oct 14, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା
    ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13674
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14012
    Oct 14, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14544
    Oct 14, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13954
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17180
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17823
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18243
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14575
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14680
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15685
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14358
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16094
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15032
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15561
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13674
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15558
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13824
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In