Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବର୍ଷର ପ୍ରଥମ ସୂର୍ୟ୍ୟପରାଗ, ଏହି ରାଶି ପାଇଁ ଘାତକ

ବର୍ଷର ପ୍ରଥମ ସୂର୍ୟ୍ୟପରାଗ, ଏହି ରାଶି ପାଇଁ ଘାତକ

2023-04-15 07:07:17
14377
Share:
Facebook
Twitter
E-Mail
WhatsApp
Telegram
ବର୍ଷର ପ୍ରଥମ ସୂର୍ୟ୍ୟପରାଗ, ଏହି ରାଶି ପାଇଁ ଘାତକ

ନୂଆଦିଲ୍ଲୀ : ସୂର୍ୟ୍ୟ ଓ ଚନ୍ଦ୍ର ଗ୍ରହଣ ସମସ୍ତ ରାଶିର ବ୍ୟକ୍ତିଙ୍କୁ ପ୍ରଭାବିତ କରିଥାଏ। ଚଳିତ ବର୍ଷର ପ୍ରଥମ ସୂର୍ୟ୍ୟ ପରାଗ ଏପ୍ରିଲ ୨୦ରେ ହେବାକୁ ଯାଉଛି। ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ଏପ୍ରିଲ୍ ୨୦ ହେଉଛି ବୈଶାଖ ମାସ କୃଷ୍ଣ ପକ୍ଷର ଅମାବାସ୍ୟା । ଏହି ଦିନ ଚଳିତ ବର୍ଷର ପ୍ରଥମ ସୂର୍ୟ୍ୟ ପରାଗ ହେବ। ଏହି ପରାଗର ପ୍ରଭାବ ୩ ଟି ରାଶିର ବ୍ୟକ୍ତିଙ୍କ ପାଇଁ ଘାତକ ହେବ। ଆସନ୍ତୁ ଜାଣିବା ସେହି ରାଶି ଗୁଡିକ ବିଷୟରେ।

ମେଷ : ଏହି ରାଶିର ଲୋକଙ୍କ ପାଇଁ ବର୍ଷର ପ୍ରଥମ ସୂର୍ୟ୍ୟ ପରାଗ ଅନେକ ଅସୁବିଧା ଆଣିବ । କୋର୍ଟ ସମ୍ବନ୍ଧୀୟ ମାମଲାର ସାମ୍ନା କରିବାକୁ ପଡିପାରେ। ଆପଣଙ୍କ ବିନିଯୋଗ ବୁଡ଼ି ଯାଇପାରେ। ପିଲାମାନଙ୍କ ଶିକ୍ଷା ପକ୍ଷରୁ ଚିନ୍ତା ବୃଦ୍ଧି ପାଇବ। ରୋଗର ସମ୍ମୁଖୀନ ହେବାକୁ ପଡିପାରେ।

କନ୍ୟା : ଏହି ରାଶିର ବ୍ୟକ୍ତିଙ୍କ ଉପରେ ସୂର୍ୟ୍ୟ ପରାଗ ଅଶୁଭ ପ୍ରମାଣିତ ହେବାକୁ ଯାଉଛି।  ଏହି ସମୟରେ ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ଖରାପ ହେବ ଏବଂ ଘରେ ମାନସିକ ଚାପ ବଢିବ। ଚାକିରି-ବ୍ୟବସାୟରେ ଆପଣ ବିଫଳ ହେବେ। ଯଦି ଆପଣ କୌଣସି କାର୍ୟ୍ୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ଏଥିରେ ସଫଳ ହେବ ନାହିଁ।

ସିଂହ : ଏହି ରାଶିର ଲୋକଙ୍କୁ ସୂର୍ୟ୍ୟ ପରାଗ ହେତୁ ଅନେକ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ। ଆପଣଙ୍କ କାର୍ୟ୍ୟ ଅଟକି ରହିପାରେ। ପରିବାରରେ ମତଭେଦ ହୋଇପାରେ। ବ୍ୟବସାୟରେ ଏକ ବଡ କ୍ଷତିର ସମ୍ଭାବନା ରହିଛି । ଦୁର୍ଘଟଣାର ଭୟ ରହିଛି।

Powered by Froala Editor

Tags solareclips

Related articles Odisha News Lens 4.1

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14583
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15296
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14884
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15783
    Jul 02, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14355
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13441
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15444
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15361
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14686
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14583
    Jul 03, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15296
    Jul 03, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14355
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14686
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14527
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14294
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15914
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15787
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15617
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14906
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15783
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15361
    Jul 01, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14583
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In