Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

Home ›› ››ବିଜେପି ନେତାଙ୍କୁ ଅଫିସ୍‌ରେ ପଶି ଗୁଳି ମାରିଦେଲେ

ବିଜେପି ନେତାଙ୍କୁ ଅଫିସ୍‌ରେ ପଶି ଗୁଳି ମାରିଦେଲେ

2023-04-15 17:23:56
14931
Share:
Facebook
Twitter
E-Mail
WhatsApp
Telegram
ବିଜେପି ନେତାଙ୍କୁ ଅଫିସ୍‌ରେ ପଶି ଗୁଳି ମାରିଦେଲେ

ଦିଲ୍ଲୀ ‘ବିଜେପି’ ନେତା ସୁରେନ୍ଦ୍ର ମାଟିୟାଲାଲ୍‌ଙ୍କୁ ତାଙ୍କ ଅଫିସ୍‌ରେ ଦୁଇଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାରି ହତ୍ୟା କରିଥିବା କଥା ପୁଲିସ କହିଛି। ବିନ୍ଦାପୁର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଗତକାଲି ରାତି ପ୍ରାୟ ସାଢେ ୮ଟାରେ ସୁରେନ୍ଦ୍ର କୁମାର ନିଜ କାର୍ଯ୍ୟାଳୟରେ ବସିଥିବା ବେଳେ କିଛି ଅଜ୍ଞାନ ବାଇକ୍‌ ଚାଳକ ସେଠାରେ ପହଞ୍ଚିଥିଲେ। ସେମାନେ ଅତର୍କିତ ଭାବେ ସୁରେନ୍ଦ୍ର କୁମାରଙ୍କ ଉପରକୁ ଗୋଟିଏ ପରେ ଗୋଟିଏ ୬ ରାଉଣ୍ଡ ଗୁଳି ଚଳାଇଥିଲେ।

ପୁଲିସ କହିବା ଅନୁସାରେ, ସନ୍ଧ୍ୟା ପ୍ରାୟ ୭.୩୦ରେ ମାଟିୟାଲାଲ୍‌ ଓ ତାଙ୍କ ପୁତୁରା ଦ୍ବାରକାସ୍ଥିତ ଅଫିସ୍‌ରେ ବସି ଟେଲିଭିଜନ୍‌ ଦେଖୁଥିବା ବେଳେ ମୁହଁ ଘୋଡ଼ାଇ ଥିବା ଦୁଇଜଣ ବ୍ୟକ୍ତି ଭିତରକୁ ଆସି ମାଟିୟାଲାଲ୍‌ଙ୍କୁ ମାରଧର କରିବା ପରେ ଖୁବ୍‌ ନିକଟରୁ ଗୁଳି ମାରିଥିଲେ। ତା’ପରେ ତୁରନ୍ତ ସେମାନେ ଘଟଣାସ୍ଥଳରୁ ଖସି ପଳାଇଥିଲେ।

ସମୁଦାୟ ୩ଜଣ ଆକ୍ରମଣକାରୀ ଥିଲେ ବୋଲି ପୁଲିସ କହିଛି। ମାଟିୟାଲାଲ୍‌ଙ୍କୁ ହତ୍ୟା କରିବା ପାଇଁ ୨ଜଣ ଅଫିସ୍‌କୁ ଯାଇଥିବା ବେଳେ ଜଣେ ବାଇକ୍‌ରେ ବସି ବାହାରେ ଅପେକ୍ଷା କରିଥିଲେ। ମାଟିୟାଲାଲ୍‌ଙ୍କୁ ହତ୍ୟା କରିବା ପରେ ତିନିହେଁ ସେ ବାଇକ୍‌ ଚଢ଼ି ଘଟଣାସ୍ଥଳରୁ ଖସି ପଳାଇଥିଲେ। ଖବର ପାଇ ପରିବାର ଲୋକେ ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Powered by Froala Editor

Tags surendra

Related articles Odisha News Lens 4.1

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15470
    Feb 24, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14859
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14515
    Feb 24, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14721
    Feb 25, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15318
    Feb 23, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14521
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14659
    Feb 25, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13642
    Feb 24, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13613
    Feb 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15318
    Feb 23, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13642
    Feb 24, 2026
  • ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13613
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16239
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14721
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15584
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16115
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14514
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15283
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16089
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13613
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15318
    Feb 23, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14859
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In