Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ...

  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

  • ନବଜାତ ଶିଶୁ ମୁହଁରେ ନିଶ !

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ...

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅବକାରୀ ଦୁର୍ନୀତି ମାମଲା: ସିବିଆଇ ଅଫିସରେ ହାଜର ହେଲେ କେଜରିୱାଲ

ଅବକାରୀ ଦୁର୍ନୀତି ମାମଲା: ସିବିଆଇ ଅଫିସରେ ହାଜର ହେଲେ କେଜରିୱାଲ

2023-04-16 07:11:18
15901
Share:
Facebook
Twitter
E-Mail
WhatsApp
Telegram
ଅବକାରୀ ଦୁର୍ନୀତି ମାମଲା: ସିବିଆଇ ଅଫିସରେ ହାଜର ହେଲେ କେଜରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ସିବିଆଇ ଅଫିସରେ ହାଜର ହୋଇଛନ୍ତି। ଏଥିନେଇ ଦୁଇ ଦିନ ତଳେ ସିବିଆଇ ପକ୍ଷରୁ କେଜ୍ରିୱାଲଙ୍କୁ ସମନ କରାଯାଇଥିଲା। ଏହାପରେ କେଜ୍ରିୱାଲ  ସିବିଆଇକୁ ସହଯୋଗ କରିବେ ବୋଲି କହିଥିଲେ। କିନ୍ତୁ ଜେରାରେ କେଜ୍ରିୱାଲଙ୍କୁ ଗିରଫ ହେବାର ଭୟ ଘାରିଛି। ସେ ନିଜେ ମଧ୍ୟ ଏଥିନେଇ ଶନିବାର ଇସାରା ଦେଇଛନ୍ତି। ତାଙ୍କୁ ସିବିଆଇ ନିଶ୍ଚିତ ଗିରଫ କରିବ ବୋଲି କହିଥିଲେ। ଏହିକ୍ରମରେ ବିଜେପି ଉପରେ ବର୍ଷିବା ସହିତ ପ୍ରଧାନମନ୍ତ୍ରୀଙ୍କୁ ନିଶାଣ କରିଥିଲେ କେଜ୍ରିୱାଲ।
ସିବିଆଇ ମୁଖ୍ୟ କାର୍ୟ୍ୟାଳୟ ସମେତ ରାଉଜ୍‌ ଆଭେନ୍ୟୂସ୍ଥିତ ଆମ ଆଦମୀ ପାର୍ଟି (ଆପ୍‌)ମୁଖ୍ୟାଳୟ ପରିସର ସାମ୍ନାରେ ବ୍ୟାରକେଡ୍‌ ଲଗାଯିବା ସହିତ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦିଲ୍ଲୀ ପୁଲିସ ବ୍ୟତୀତ ଅର୍ଦ୍ଧ ସାମରିକ ବାହିନୀର ୧୦୦୦ ରୁ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହାବ୍ୟତୀତ ଆପ୍‌ କର୍ମୀଙ୍କ ଦ୍ବାରା କୌଣସି ଗଣ୍ଡଗୋଳ କରାଯିବା ଆଶଙ୍କାରେ ସହରର ପ୍ରମୁଖ ଅଞ୍ଚଳରେ ମଧ୍ୟ ବ୍ୟାପକ ପୁଲିସ କର୍ମୀଙ୍କୁ ମୁତୟନ କରାଯାଇଛି। ଦିଲ୍ଲୀ ପୁଲିସର ବହୁ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ ବିଭିନ୍ନ ଇଲାକାରେ ଆଇନଶୃଙ୍ଖଳା ବଜାୟ ରଖିବା ଦାୟିତ୍ବ ଦିଆଯାଇଛି।

Powered by Froala Editor

Tags Kejriwal

Related articles Odisha News Lens 4.1

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15343
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ
    ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15000
    Oct 25, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର
    ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    13966
    Oct 25, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ
    ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14532
    Oct 25, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’
    ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13691
    Oct 25, 2026
  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା
    ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15280
    Oct 25, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13487
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା  ସ୍ୟାଣ୍ଡ ସ୍ନେକ୍
    ଦେଶ-ଦେଶାନ୍ତର

    ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13823
    Oct 25, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13401
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15280
    Oct 25, 2026
  • ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15000
    Oct 25, 2026
  • ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13691
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17217
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17912
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17856
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18278
    Sep 06, 2023

ବିଶେଷ

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14532
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15453
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15711
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15081
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15544
    Oct 16, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15009
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14709
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15237
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14422
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13823
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15000
    Oct 25, 2026
  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15343
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In