Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

Home ›› ››ଛାତ୍ରଙ୍କୁ ବାଧ୍ୟ କରୁଥିଲେ ସମ୍ପର୍କ ରଖିବାକୁ, ଗିରଫ ହେଲେ ୬ ଶିକ୍ଷୟିତ୍ରୀ

ଛାତ୍ରଙ୍କୁ ବାଧ୍ୟ କରୁଥିଲେ ସମ୍ପର୍କ ରଖିବାକୁ, ଗିରଫ ହେଲେ ୬ ଶିକ୍ଷୟିତ୍ରୀ

2023-04-16 13:47:32
13951
Share:
Facebook
Twitter
E-Mail
WhatsApp
Telegram
ଛାତ୍ରଙ୍କୁ ବାଧ୍ୟ କରୁଥିଲେ ସମ୍ପର୍କ ରଖିବାକୁ, ଗିରଫ ହେଲେ ୬ ଶିକ୍ଷୟିତ୍ରୀ

ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ଛାତ୍ରଛାତ୍ରୀଙ୍କ ସମ୍ପର୍କ ପବିତ୍ର । ହେଲେ ଯେତେବେଳେ କିଛି ହୀନ ମନସ୍କ ଲୋକ ବିଦ୍ୟାଳୟ ଭଳି ପବିତ୍ର ସ୍ଥାନରେ ପାଦ ରଖନ୍ତି ସେହି ସ୍ଥାନକୁ ଅପବିତ୍ର କରିଦିଅନ୍ତି । ସେହିଭଳି ୬ ଜଣ ଶିକ୍ଷୟିତ୍ରୀ ଗିରଫ ହୋଇଛନ୍ତି । ଏମାନେ ନାବାଳକଙ୍କ ସହିତ ଯୌନ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି । ଆମେରିକାର ଭିନ୍ନ ଭିନ୍ନ ସ୍ଥାନରୁ ଏହି ଶିକ୍ଷୟିତ୍ରୀମାନଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷୟିତ୍ରୀଙ୍କ ମାନେ ହେଉଛନ୍ତି ଏଲନ ଶେଲ (୩୮), ହିଦର ହାରେ (୩୨), ଏମିଲୀ ହ୍ୟାନକକ (୨୬), କ୍ରିଷ୍ଟେନ ଗାଣ୍ଟ (୩୬), ଆଲିଆଜ ଖେରାଡମାଣ୍ଡ (୩୩) ଓ ହେନା ମାର୍ଥ (୨୬)। ଏମାନେ ଜବରଦସ୍ତ ନାବାଳକଙ୍କ ସହ ସମ୍ପର୍କ ରଖୁଥିଲେ । ନହେଲେ ସେମାନଙ୍କୁ ଧମକଚମକ ଦେଉଥିଲେ । ସବୁ ନାବାଳକଙ୍କ ବୟସ  ୧୫ରୁ ୧୭ ବର୍ଷ ଭିତରେ । 

ଏଲନ ଶେଲ କାଲିଫର୍ଣ୍ଣିଆର ଡ୍ୟାନଭିଲର ଏକ ସ୍କୁଲରେ ପାଠ ପଢ଼ାଉଥିଲେ। ସେ ସେଠାରେ ଦୁଇ ଜଣ ୧୬ ବର୍ଷୀୟ ବାଳକଙ୍କ ସହିତ ଯୌନ ସଂପର୍କ ସ୍ଥାପନ କରିଥିଲେ। ଏହା ଜଣାପଡ଼ିବା ପରେ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ଛୁଟିରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଗତ ଗୁରୁବାର ତାଙ୍କୁ ଗିରଫ କରାଯାଇଥିଲା।

ହିଦର ହାରେ ଆମେରିକାର ଦକ୍ଷିଣରେ ଥିବା ଏକ ସ୍କୁଲରେ ଶିକ୍ଷୟିତ୍ରୀ ଥିଲେ। ସେ ସ୍କୁଲର ଜଣେ ନାବାଳକ ଛାତ୍ରଙ୍କ ସହିତ ଯୌନ ସଂପର୍କ ରଖିଥିଲେ। ସେହିପରି ଓକଲାହୋମାର ଏକ ସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିବା ଏମିଲୀ ହ୍ୟାନକକ୍‌ଙ୍କୁ ଗୁରୁବାର ଦିନ ଗିରଫ କରାଯାଇଥିଲା। ସେ ଜଣେ ୧୫ ବର୍ଷର ଛାତ୍ର ସହିତ ଯୌନ ସଂପର୍କ ରଖିଥିଲେ। ସେ ସ୍କୁଲ ପରିସରରେ ଉକ୍ତ ଛାତ୍ରଙ୍କ ସହିତ ଯୌନ ସଂପର୍କ ରଖିଥିଲେ।

ଜେମ୍‌ସ ମେଡିସନ ହାଇସ୍କୁଲର ଆଲିଆଜ ଖେରାଡମାଣ୍ଡ ଜଣେ ନାବାଳକ ଛାତ୍ରଙ୍କ ସହିତ ଅନେକ ମାସ ଧରି ଯୌନ ସଂପର୍କ ରଖିଥିଲେ। ସେ ଉକ୍ତ ଛାତ୍ରଙ୍କୁ ନିର୍ଯାତନା ମଧ୍ୟ ଦେଉଥିଲେ। ପେନସିଲଭେନିଆର ଏକ ସ୍କୁଲରେ ଜାଭଲିନ କୋଚ୍ ଥିବା ହେନା ମାର୍ଥ ଜଣେ ୧୭ ବର୍ଷୀୟ ବାଳକଙ୍କ ସହିତ ଯୌନ ସଂପର୍କ ରଖିଥିଲେ। ଏକ କ୍ୟାଥୋଲିକ ହାଇସ୍କୁଲରେ ପଢ଼ାଉଥିଲେ ୩୬ ବର୍ଷୀୟା କ୍ରିଷ୍ଟେନ ଗାଣ୍ଟ। ସେ ସ୍କୁଲର ଜଣେ ନାବାଳକଙ୍କ ସହିତ ୫ ଥର ଯୌନ ସଂପର୍କ ରଖିଥିଲେ। ଉଭୟ ସ୍କୁଲ ପରିସରରେ ଓ ଏହା ବାହାରେ ସେ ଉକ୍ତ ଛାତ୍ରଙ୍କ ସହିତ ଯୌନ ସଂପର୍କ ରଖିଥିଲେ। 

Powered by Froala Editor

Tags teachers

Related articles Odisha News Lens 4.1

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15080
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15587
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13870
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14233
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15162
    Apr 01, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13587
    Apr 02, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14866
    Apr 02, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13631
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15349
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13870
    Apr 01, 2026
  • ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13631
    Apr 01, 2026
  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15587
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14866
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14270
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15742
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15423
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16154
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13587
    Apr 02, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14866
    Apr 02, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15489
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In