Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ନନ୍ଦିନୀ ଗୁପ୍ତା

ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ନନ୍ଦିନୀ ଗୁପ୍ତା

2023-04-17 06:21:40
14314
Share:
Facebook
Twitter
E-Mail
WhatsApp
Telegram
ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ନନ୍ଦିନୀ ଗୁପ୍ତା

ନୂଆଦିଲ୍ଲୀ: ରାଜସ୍ଥାନର ୧୯ ବର୍ଷିୟା ନନ୍ଦିନୀ ଗୁପ୍ତା ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଛନ୍ତି। ସେ ଏବେ ଦେଶର ୫୯ ମିସ୍  ଇଣ୍ଡିଆ ହୋଇଛନ୍ତି। ପୂର୍ବତନ ମିସ୍ ଇଣ୍ଡିଆ ସିନି ସେଟ୍ଟି ତାଙ୍କୁ ମୁକୁଟ ପିନ୍ଧାଇଥିଲେ। ଏହି ପ୍ରତିଯୋଗିତାରେ ଦିଲ୍ଲୀର ଶ୍ରେୟା ପୁଞ୍ଜା ପ୍ରଥମ ରନର୍ ଅପ୍ ଏବଂ ମଣିପୁରର ଥୌନାୱଜମ୍ ଷ୍ଟ୍ରେଲା ଲୁୱାଙ୍ଗ୍ ଦ୍ୱିତୀୟ ରନର୍ ଅଫ୍ ହୋଇଛନ୍ତି।
ମଣିପୁରରେ ଆୟୋଜିତ ମିସ୍ ଇଣ୍ଡିଆ ଇଭେଣ୍ଟରେ ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍ ଏବଂ ଅନନ୍ୟା ପାଣ୍ଡେ ନିଜ କଳା ପ୍ରଦର୍ଶନ କରିଥିଲେ। ମନିଷ ପଲ୍ ଏବଂ ଭୂମି ପେଡନେକର୍ ଶୋ’ କୁ ହୋଷ୍ଟ କରିଥିଲେ। ଏଥିରେ ପୂର୍ବତନ ବିଜେତା ମଧ୍ୟ ସାମିଲ ହୋଇଥିଲେ। ରାଜ୍ୟ ବିଜେତାଙ୍କୁ ମେଣ୍ଟର ନେହା ଧୁପିଆ, କୋରିଓଗ୍ରାଫର ଟେରେନ୍ସ ଲୁଇସ୍, ନିର୍ଦ୍ଦେଶକ ହର୍ଷବର୍ଦ୍ଧନ କୁଲକର୍ଣ୍ଣି, ବକ୍ସିଂ ଆଇକନ୍ ଲୌଶ୍ରମ ସରିତା ଦେବୀ ଏବଂ ଡିଜାଇନର୍ ରକି ଷ୍ଟାର ଜଜ୍ କରିଥିଲେ।  

ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ମହିଳାମାନେ ଏହି ବ୍ୟୁଟି ପେଜେଣ୍ଟ ପାଇଁ ଲଢିଥିଲେ। ଯେଉଁଥିରେ ନନ୍ଦିନୀ ଗୁପ୍ତା ବିଜୟ ହାସଲ କରିଛନ୍ତି। 

Powered by Froala Editor

Tags Nandini gupta

Related articles Odisha News Lens 4.1

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14175
    Jun 19, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15587
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14489
    Jun 18, 2025
  • ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14678
    Jun 18, 2025
  • କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ
    ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13449
    Jun 18, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14347
    Jun 19, 2025
  • ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ
    ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15081
    Jun 18, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14356
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15060
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14347
    Jun 19, 2025
  • ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14175
    Jun 19, 2025
  • ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15389
    Jun 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16678
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16983
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14175
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15060
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14423
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14146
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14642
    Jun 17, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

ନୂଆଦିଲ୍ଲୀ: ବର୍ଦ୍ଧିତ ଜୀବନଶୈଳୀ ଜନିତ ରୋଗ ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ସହିତ ଭାରତ ସକାରାତ୍ମକ ସ୍ୱାସ୍ଥ୍ୟସେବା ପ୍ରତି ଏକ ସ୍ପଷ୍ଟ ସ୍ଥାନାନ୍ତରଣ ଲକ୍ଷ୍ୟ କରୁଛି । ଗ୍ରାହକଙ୍କର ପରିବର୍ତିତ ଆବଶ୍ୟକତା ସହିତ ...

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14356
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13752
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15060
    Jun 19, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14489
    Jun 18, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14175
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In