Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

ରାଜ୍ୟ
Home ›› ରାଜ୍ୟ ››ମାଳତୀପାଟପୁରରେ ସିଏନଜି ଗ୍ୟାସ୍ ବୋଝେଇ ଗାଡ଼ି ଲିକ୍

ମାଳତୀପାଟପୁରରେ ସିଏନଜି ଗ୍ୟାସ୍ ବୋଝେଇ ଗାଡ଼ି ଲିକ୍

2023-04-17 08:14:19
14827
Share:
Facebook
Twitter
E-Mail
WhatsApp
Telegram
ମାଳତୀପାଟପୁରରେ ସିଏନଜି ଗ୍ୟାସ୍ ବୋଝେଇ ଗାଡ଼ି ଲିକ୍

ପୁରୀ : ପୁରୀ-ଭୁବନେଶ୍ବର ରାସ୍ତାର ମାଳତୀପାଟପୁର ନିକଟରେ ମାଳତୀପାଟପୁର ନିକଟରେ ସିଏନଜି ଗ୍ୟାସ୍ ବୋଝେଇ ଗାଡ଼ି ଲିକ୍ ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଅଗ୍ନିଶମ ବିଭାଗ ଦ୍ଵାରା ପାଣି ସ୍ପ୍ରେ କରାଯାଇଛି।

ପୁରୀରେ ବାଲୁଖଣ୍ଡ ଓ ଉତ୍ତରା ଛକ ନିକଟରେ ଗେଲ୍‍ ଗ୍ୟାସ୍ ଲିମିଟେର ଦୁଇଟି କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ (ସିଏନ୍‍ଜି) ଷ୍ଟେସନ ରହିଛି। କମ୍ପାନୀ ନିଜର ଏକ ସ୍ୱତନ୍ତ୍ର ସିଏନ୍‍ଜି ଷ୍ଟେସନ ପୁରୀଠାରେ ନିର୍ମାଣ କରିବାର ମଧ୍ୟ ଯୋଜନା ରଖିଛି। ପ୍ରତିଦିନ ପରି ଆଜି କମ୍ପ୍ରେସ୍‍ଡ଼ ନ୍ୟାଚୁରାଲ ଗ୍ୟାସ (ସିଏନ୍‍ଜି) ଷ୍ଟେସନରେ ଫିଲିଂ ପାଇଁ ୩୫୦୦ ୱାଟର ଲିଟର ଗ୍ୟାସ୍ ବୋଝେଇ ସିଏନଜି ଗାଡ଼ି ଆସୁଥିବାବେଳେ ହଠାତ୍ ମାଳତୀପାଟପୁରରେ ଲିକ୍ ହୋଇଥିଲା। ୩ଟି ସିଲିଣ୍ଡର ଲିକ୍ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। ଖବର ପାଇ ତୁରନ୍ତ ଅଗ୍ନିଶମ ବିଭାଗର ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ପାଣି ସ୍ପ୍ରେ କରିଛନ୍ତି।ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଅଛି।

Powered by Froala Editor

Tags Cng gas leak

Related articles Odisha News Lens 4.1

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14387
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13648
    Feb 26, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15104
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14906
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14114
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15703
    Feb 24, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14995
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14961
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14769
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14387
    Feb 25, 2026
  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14961
    Feb 25, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14921
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17766
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16241
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13648
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14961
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15820
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16142
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14541
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15116
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14968
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14480
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16092
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14995
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14961
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14114
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In