Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

ରାଜ୍ୟ
Home ›› ରାଜ୍ୟ ››ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା

ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା

2023-04-17 08:47:59
15590
Share:
Facebook
Twitter
E-Mail
WhatsApp
Telegram
ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା

ଭୁବନେଶ୍ୱର: ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିକେନ୍ଦ୍ରର ସୂଚନା ଅନୁସାରେ, ଦିନ ସାଢ଼େ ୧୧ଟା ସୁଦ୍ଧା କେନ୍ଦୁଝରରେ ତାପମାତ୍ରା ୩୯.୪ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୩୮.୬, ବାଲେଶ୍ୱର ଓ ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୭.୬,ଗୋପାଳପୁରରେ ୩୬, ପୁରୀରେ ୩୪ ଓ ପାରାଦୀପରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ସୂଚନାଯୋଗ୍ୟ,ଗତକାଲି ରାଜ୍ୟରେ ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ଥିଲା।

Powered by Froala Editor

Tags Heat wave

Related articles Odisha News Lens 4.1

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13707
    Mar 30, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15374
    Mar 28, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14941
    Mar 30, 2026
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14632
    Mar 29, 2026
  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...
    ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...

    14022
    Mar 29, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ
    ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14749
    Mar 29, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14373
    Mar 28, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14333
    Mar 30, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ
    ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15239
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13707
    Mar 30, 2026
  • ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14632
    Mar 29, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15374
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15871
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15323
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15450
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15074
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14053
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14941
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14185
    Mar 30, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15239
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In