Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

Home ›› ›› ସମ୍ବଲପୁରରେ ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ

ସମ୍ବଲପୁରରେ ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ

2023-04-18 05:32:56
13590
Share:
Facebook
Twitter
E-Mail
WhatsApp
Telegram
 ସମ୍ବଲପୁରରେ ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ

ସମ୍ବଲପୁର : ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ରହିବ। ସୋସିଆଲ୍‌ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା । ଦୀର୍ଘ ୫ ଦିନ ଧରି ଇଣ୍ଟରନେଟ୍ ସେବାରୁ ସମ୍ବଲପୁରବାସୀ ବଞ୍ଚିତ ଥିବାରୁ ଆଜି କଟକଣା ହଟିବ ବୋଲି ଆଶା କରାଯାଉଥିଲା । ହେଲେ ଏହି ଅବଧିକୁ ଆଉ ୨୪ ଘଣ୍ଟା ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । ଇଣ୍ଟରନେଟ୍ ସେବା ବନ୍ଦ ଥିବାରୁ ସମ୍ବଲପୁରବାସୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ସେପଟେ ସ୍ଥିତି ସୁଧୁରୁଥିବାରୁ ଅଧିକ କୋହଳ ହୋଇଛି କର୍ଫ୍ୟୁ । ଆଜିଠାରୁ ସକାଳେ ୬ଘଣ୍ଟା ଓ ଅପରାହ୍‌ଣରେ ଅଢ଼େଇ ଘଣ୍ଟା କୋହଳ କରାଯାଇଛି କଟକଣା । ସକାଳ ୭ଟାରୁ ସାଢ଼େ ଗୋଟାଏ ଓ ଅପରାହ୍ଣରେ ସାଢ଼େ ୩ଟାରୁ ୬ଟା ଯାଏ କର୍ଫ୍ୟୁ କୋହଳ କରାଯାଇଛି ।

ସାଧାରଣ ଜୀବନଯାତ୍ରା ସ୍ୱାଭାବିକ ସ୍ଥିତିକୁ ଫେରୁଛି । କର୍ଫ୍ୟୁ କୋହଳ ସୀମା ବଢୁଥିବାରୁ ବଜାରରେ ଭିଡ଼ । ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ମାର୍କେଟରେ ଗହଳି ଦେଖିବାକୁ ମିଳିଛି । ଆଇନଶୃଙ୍ଖଳା ସ୍ଥିତି ଉପରେ ତୀକ୍ଷଣ ନଜର ରଖିଛି ପୋଲିସ ଓ ଜିଲ୍ଲା ପ୍ରଶାସନ । ହନୁମାନ ଜୟନ୍ତୀ ରାଲି ବେଳେ ହିଂସାକାଣ୍ଡ ଘଟଣାରେ ବର୍ତ୍ତମାନ ସୁଦ୍ଧା ଗିରଫ ହେଲେଣି ୮୫ ଜଣ । ଗଣ୍ଡଗୋଳକାରୀ ଓ ଷଡ଼ଯନ୍ତ୍ରକାରୀଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି।

Powered by Froala Editor

Tags Internet

Related articles Odisha News Lens 4.1

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14953
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14991
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13680
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14145
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15026
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14937
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15732
    Feb 24, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14800
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14418
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14953
    Feb 25, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15732
    Feb 24, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14800
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17768
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13680
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14991
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15849
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16146
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14545
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15732
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14937
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14145
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In