Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

Home ›› ››ବିଜେପି ଟିମକୁ ଅଟକାଇଲା ପୁଲିସ, ଜାଣନ୍ତୁ କାହିଁକି

ବିଜେପି ଟିମକୁ ଅଟକାଇଲା ପୁଲିସ, ଜାଣନ୍ତୁ କାହିଁକି

2023-04-18 07:44:58
13644
Share:
Facebook
Twitter
E-Mail
WhatsApp
Telegram
ବିଜେପି ଟିମକୁ ଅଟକାଇଲା ପୁଲିସ, ଜାଣନ୍ତୁ କାହିଁକି

ଝାରସୁଗୁଡ଼ା: ସମ୍ବଲପୁର-ଝାରସୁଗୁଡ଼ା ଜିଲ୍ଲା ସୀମାନ୍ତ ଶ୍ରୀପୁରା ଛକରେ ବିଜେପି ଟିମକୁ ପୁଲିସ ରୋକିଥିବା ଜଣାଯାଇଛି। ଏହି ଟିମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ବରଗଡ଼ ସାଂସଦ ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ବିଧାୟକ କୁସୁମ ଟେଟେ ଓ ଶଙ୍କର ଓରାମ ପ୍ରମୁଖ ସାମିଲ ଅଛନ୍ତି।
ଅନ୍ୟପକ୍ଷରେ ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ରହିବ। ସୋସିଆଲ୍‌ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା । ଦୀର୍ଘ ୫ ଦିନ ଧରି ଇଣ୍ଟରନେଟ୍ ସେବାରୁ ସମ୍ବଲପୁରବାସୀ ବଞ୍ଚିତ ଥିବାରୁ ଆଜି କଟକଣା ହଟିବ ବୋଲି ଆଶା କରାଯାଉଥିଲା । ହେଲେ ଏହି ଅବଧିକୁ ଆଉ ୨୪ ଘଣ୍ଟା ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । ଇଣ୍ଟରନେଟ୍ ସେବା ବନ୍ଦ ଥିବାରୁ ସମ୍ବଲପୁରବାସୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ସେପଟେ ସ୍ଥିତି ସୁଧୁରୁଥିବାରୁ ଅଧିକ କୋହଳ ହୋଇଛି କର୍ଫ୍ୟୁ । ଆଜିଠାରୁ ସକାଳେ ୬ଘଣ୍ଟା ଓ ଅପରାହ୍‌ଣରେ ଅଢ଼େଇ ଘଣ୍ଟା କୋହଳ କରାଯାଇଛି କଟକଣା । ସକାଳ ୭ଟାରୁ ସାଢ଼େ ଗୋଟାଏ ଓ ଅପରାହ୍ଣରେ ସାଢ଼େ ୩ଟାରୁ ୬ଟା ଯାଏ କର୍ଫ୍ୟୁ କୋହଳ କରାଯାଇଛି ।

Powered by Froala Editor

Tags bjp

Related articles Odisha News Lens 4.1

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14100
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15322
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15440
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15559
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13641
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15456
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15210
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13769
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13895
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15456
    May 07, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14100
    May 07, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13641
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17460
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16343
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13895
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15065
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15110
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13901
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14127
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15383
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15119
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13933
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15559
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13769
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15574
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In