Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

Home ›› ››କର୍ଣ୍ଣାଟକରେ ବିଜେପି ସରକାର ବିରୋଧରେ ବର୍ଷିଲେ ରାହୁଲ

କର୍ଣ୍ଣାଟକରେ ବିଜେପି ସରକାର ବିରୋଧରେ ବର୍ଷିଲେ ରାହୁଲ

2023-04-18 09:50:13
14437
Share:
Facebook
Twitter
E-Mail
WhatsApp
Telegram
କର୍ଣ୍ଣାଟକରେ ବିଜେପି ସରକାର ବିରୋଧରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ : କୋଲାରରେ ବିବାଦୀୟ ଟିପ୍ପଣୀ ପାଇଁ ରାହୁଲଙ୍କ ସଦସ୍ୟ ପଦ ରଦ୍ଦ ହୋଇଛି । ଠିକ ସେହି ଜାଗାରୁ ହିଁ ରାହୁଲ ଜୋରଦାର ପ୍ରଚାର ଆରମ୍ଭ କରିଥିଲେ । ନିଜ ସଦସ୍ୟ ପଦ ରଦ୍ଦ ପାଇଁ ଚର୍ଚ୍ଚାରେ ଥିବା ରାହୁଲ ଏହାକୁ ପ୍ରମୁଖ ମୁଦ୍ଦା କରିଥିବା ବେଳେ କୋଲାର ରାଲିରେ ରାହୁଲ ଗାନ୍ଧି ଲୋକମାନଙ୍କୁ ବହୁ ପ୍ରତିଶ୍ରୁତି ଦେଇଛନ୍ତି । କୋଲାରରେ ପ୍ରଚାରର ଦିନକ ପରେ ରାହୁଲ ଭାଲକୀ ଏବଂ ହମନାବାଦରେ ଜୋରଦାର ପ୍ରଚାର କରିଛନ୍ତି  । କର୍ଣ୍ଣାଟକରେ ବିଜେପି ସରକାରର ଦୁର୍ନୀତି ବିରୋଧରେ ବର୍ଷିଛନ୍ତି ରାହୁଲ  ।


ବିଜେପିକୁ ୪୦ ପ୍ରତିଶତ କମିଶନ ସରକାର କହିବା ସହ ଦଳକୁ ମାତ୍ର ୪୦ ଟି ସିଟ ଦେବା ପାଇଁ କର୍ଣ୍ଣାଟକବାସୀଙ୍କୁ କହିଛନ୍ତି ରାହୁଲ  । ଏଥିସହିତ କଂଗ୍ରେସକୁ ୧୫୦ ଟି ସିଟରେ ଜିତାଇ ବିଜେପିକୁ ବିଧାୟକ କିଣିବାର ସୁଯୋଗ ନ ଦେବାକୁ ଲୋକଙ୍କୁ ଆହ୍ୱାନ ଦେଇଛନ୍ତି ରାହୁଲ  ।ସଂରକ୍ଷଣ ପ୍ରସଙ୍ଗକୁ ମଧ୍ୟ ନିର୍ବାଚନ ପ୍ରଚାରରେ ପ୍ରମୁଖ ପ୍ରସଙ୍ଗ କରିଛନ୍ତି  । ବିଜେପି ନିର୍ବାଚନରେ ମିଛ ପ୍ରତିଶୃତି ଦେଇଥିବା ଅଭିଯୋଗ କରିବା ସହ ବର୍ଷକୁ ଦୁଇ କୋଟି ଚାକିରି ଏବଂ ୧୫ ଲକ୍ଷ ଟଂକା ଦେବାକୁ କହିଥିଲା  । କିନ୍ତୁ ଲୋକମାନେ ପାଇଲେ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି  । ରାଜ୍ୟରେ କ୍ଷମତାସୀନ ବିଜେପିକୁ ଗାଦିଚ୍ୟୁତ କରିବାକୁ ଆହ୍ୱାନ ଦେବା ସହ କଂଗ୍ରେସ କ୍ଷମତାକୁ ଆସିଲେ ଲୋକଙ୍କୁ ମାଗଣା ବିଜୁଳି, ଗରିବ ଲୋକଙ୍କୁ ରାସନ ଓ ମହିଳାଙ୍କୁ ମାସିକ ୨ ହଜାର ଟଙ୍କା ଲେଖାଏ ମିଳିବ ବୋଲି ସେ କହିଛନ୍ତି । କର୍ଣ୍ଣାଟକରେ କଂଗ୍ରେସ ସରକାର ଗଠନ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିବା ସହ ସରକାର ଗଠନ ହେବା ସହ ସବୁ ପ୍ରତିଶ୍ରୁତିକୁ ପାଳନ କରାଯିବ ବୋଲି ରାହୁଲ କହିଛନ୍ତି ।

ଏହା ସହିତ ଆଦାନି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦି ଓ ବିଜେପିକୁ ତୀବ୍ର ସମାଲୋଚନା କରିଛନ୍ତି ରାହୁଲ । କୋଲାରରୁ ରାହୁଲଙ୍କ କର୍ଣ୍ଣାଟକ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଭାଲକୀ ଓ ହମନାବାଦରେ ରାହୁଲ ପ୍ରଚାରକୁ ଜୋରଦାର କରିଛନ୍ତି । ଗୋଟିଏ ପଟେ ବିଜେପିର ବରିଷ୍ଠ ନେତାମାନେ କଂଗ୍ରେସରେ ମିଶୁଥିବା ବେଳେ ଦଳର ଚିନ୍ତା ବଢିଥିବା ଆଲୋଚନା ହେଉଛି । ଠିକ ସେହି ସମୟରେ ରାହୁଲଙ୍କ ଶାଣିତ ଆକ୍ରମଣ ଦେଖିବାକୁ ମିଳିଛି ।

Powered by Froala Editor

Tags Rahul Gandhi

Related articles Odisha News Lens 4.1

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14143
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15132
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14935
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15024
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14798
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15730
    Feb 24, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14416
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14951
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14989
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14989
    Feb 25, 2026
  • ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14935
    Feb 25, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14798
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17768
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13678
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14989
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15847
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16146
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14545
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14798
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14989
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14951
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In