Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››'ପିଲାମାନେ ମୋବାଇଲରେ ଅଧିକ ସମୟ ବିତାଉଥିବାରୁ ସେମାନଙ୍କ ସକ୍ରିୟତା କମି ଯାଉଛି'

'ପିଲାମାନେ ମୋବାଇଲରେ ଅଧିକ ସମୟ ବିତାଉଥିବାରୁ ସେମାନଙ୍କ ସକ୍ରିୟତା କମି ଯାଉଛି'

2023-04-19 09:38:19
14578
Share:
Facebook
Twitter
E-Mail
WhatsApp
Telegram
'ପିଲାମାନେ ମୋବାଇଲରେ ଅଧିକ ସମୟ ବିତାଉଥିବାରୁ ସେମାନଙ୍କ ସକ୍ରିୟତା କମି ଯାଉଛି'

ନୂଆଦିଲ୍ଲୀ: ଆମାଜନ ଦ୍ୱାରା ମଙ୍ଗଳବାର ପ୍ରକାଶିତ ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି ଯେ ପିଲାମାନେ ମୋବାଇଲ, ଟିଭି ଓ କମ୍ପ୍ୟୁଟର ପରଦାରେ ମାତ୍ରାଧିକ ସମୟ ବିତାଉଥିବାରୁ ୮୫ ପ୍ରତିଶତ ଭାରତୀୟ ପିତାମାତା ଚିନ୍ତା ପ୍ରକଟ କରିଛନ୍ତି । ୯୦ ପ୍ରତିଶତ ମାତାପିତା କହିଛନ୍ତି ଯେ, ପିଲାମାନେ ମୋବାଇଲ ଆଦି ପରଦାରେ ଅଧିକ ସମୟ ବିତାଉଥିବାରୁ ସେମାନଙ୍କ ସକ୍ରିୟତା କମି ଯାଉଛି । ଅଧିକାଂଶଙ୍କ ମତରେ ଟିଭି, ମୋବାଇଲ ଆଦି ପରଦାରେ ସର୍ବାଧିକ ୨ଘଣ୍ଟା ଦେବା ଉଚିତ୍‌ । କିନ୍ତୁ ପିଲାମାନେ ଦିନକୁ ୩ଘଣ୍ଟାରୁ ଅଧିକ ସମୟ ଏହି ପରଦାରେ ଦେଉଛନ୍ତି ବୋଲି ୬୯ ପ୍ରତିଶତ ପିତାମାତା କହିଛନ୍ତି ।

ଖରାଦିନିଆ ଛୁଟି ହୋଇଥାଏ ବାହାରେ ବୁଲାବୁଲି କରିବା ଏବଂ ପିଲାମାନଙ୍କ ପାଇଁ ଅଧିକ ଖେଳିବାର ସୁଯୋଗ । କିନ୍ତୁ ଏହି ଛୁଟି ସମୟରେ ପିଲାମାନେ ଖେଳକୁଦ ବା ବୁଲାବୁଲି ନ କରି ଅଧିକ ସମୟ ଘରେ ରହି ମୋବାଇଲ ବ୍ୟବହାର କରୁଥିବା ନେଇ ୮୫ ପ୍ରତିଶତ ପିତାମାତା ଚିନ୍ତା ପ୍ରକଟ କରିଛନ୍ତି । ୧୦ଟି ମେଟ୍ରୋ ଓ ଅଣମେଟ୍ରୋ ସହରର ୩ରୁ ୮ବର୍ଷ ବୟସର ପିଲାମାନଙ୍‌କ ୭୫୦ଜଣ ମାତାପିତାଙ୍କୁ ନେଇ ଏହି ସର୍ଭେ କରାଯାଇଥିଲା । ପିଲାମାନେ କିପରି ଟିଭି ମୋବାଇଲ ଛାଡ଼ି ଅଧିକ ପାଠପଢ଼ା ଓ ଖେଳକୁଦରେ ମନଦେବେ ତାହାର ଉପାୟ ଜାଣିବା ପାଇଁ ୯୬ ପ୍ରତିଶତ ଅଭିଭାବକ ବ୍ୟାକୁଳ ପ୍ରକାଶ କରିଛନ୍ତି । ଚଳିତ ଗ୍ରୀଷ୍ମ ଛୁଟିରେ ପିଲାଙ୍କୁ କିପରି କର୍ମବ୍ୟସ୍ତ ରଖିବେ ସେଥି ନେଇ ୮୨ ପ୍ରତିଶତ ପିତାମାତା ଚିନ୍ତିତ ଥିବା ପ୍ରକାଶ କରିଛନ୍ତି । ପିଲାମାନେ ଅଧିକ ସମୟ ମୋବାଇଲରେ ଦେଉଥିବାରୁ ଓ ଖେଳକୁଦ ନ କରି ସେମାନଙ୍କ ଶରୀର ମୋଟା ହୋଇଯାଉଛି, ଆଖି ଖରାପ ହେଉଛି, ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟ ଦେଖାଯାଉଛି ଏବଂ ସେମାନଙ୍କ ପାଠପଢ଼ା ବି ନଷ୍ଟ ହେଉଛି ବୋଲି ସେମାନେ ଅଭିଯୋଗ କରିଛନ୍ତି ।

Powered by Froala Editor

Tags Child care

Related articles Odisha News Lens 4.1

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14935
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13628
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14392
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15360
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13465
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13287
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15038
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14256
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14274
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15038
    Jul 08, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13287
    Jul 08, 2026
  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14274
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17579
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17633
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18032
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15043
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15536
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15350
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15214
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14639
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15703
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13809
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14921
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15038
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14392
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14274
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In