Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ବିଶ୍ବର ସବୁଠୁ ଜନବହୁଳ ରାଷ୍ଟ୍ର ଭାରତ

ବିଶ୍ବର ସବୁଠୁ ଜନବହୁଳ ରାଷ୍ଟ୍ର ଭାରତ

2023-04-19 10:01:50
14887
Share:
Facebook
Twitter
E-Mail
WhatsApp
Telegram
 ବିଶ୍ବର ସବୁଠୁ ଜନବହୁଳ ରାଷ୍ଟ୍ର ଭାରତ

ନୂଆଦିଲ୍ଲୀ: ଚୀନ୍‌ଠାରୁ ୨.୯ ନିୟୁତ ଅଧିକ ଜନସଂଖ୍ୟା ଥାଇ ଏବେ ଭାରତ ବିଶ୍ବର ସବୁଠୁ ଜନବହୁଳ ରାଷ୍ଟ୍ର ବୋଲି ‘ୟୁନାଇଟେଡ୍‌ ନେସନ୍‌ସ୍‌ ପପୁଲେସନ୍‌ ଫଣ୍ଡ୍‌’ର (ୟୁଏନ୍‌ଏଫ୍‌ପିଏ) ସଦ୍ୟତମ ରିପୋର୍ଟରୁ ଜଣାପଡ଼ିଛି।
‘୮ ବିଲିୟନ୍‌ ଲାଇଭ୍‌ସ୍‌, ଇନ୍‌ଫିନାଇଟ୍‌ ପସିବିଲିଟିଜ୍‌’: ଦି କେସ୍‌ ଫର୍‌ ରାଇଟ୍‌ସ୍‌ ଆଣ୍ଡ୍‌ ଚଏସେସ୍‌’ ନାମରେ ବୁଧବାର ଦିନ ରିଲିଜ୍‌ ହୋଇଥିବା ‘ୟୁଏନ୍‌ଏଫ୍‌ପିଏ’ର ‘ଦି ଷ୍ଟେଟ୍‌ ଅଫ୍‌ ୱାର୍ଲଡ୍‌ ପପୁଲେସନ୍‌ ରିପୋର୍ଟ, ୨୦୨୩’ରେ ଉଲ୍ଲେଖ ଅଛି, ଭାରତର ଜନସଂଖ୍ୟା ୧,୪୨୮.୬ ନିୟୁତ ଥିବା ବେଳେ ଚୀନ୍‌ର ଜନସଂଖ୍ୟା ୧,୪୨୫.୭ ନିୟୁତ। ଅର୍ଥାତ୍‌ ଉଭୟ ଦେଶ ମଧ୍ୟରେ ଜନସଂଖ୍ୟାଗତ ପାର୍ଥକ୍ୟ ୨.୯ ନିୟୁତ।ରିପୋର୍ଟର ‘ଡିମୋଗ୍ରାଫିକ୍‌ ଇଣ୍ଡିକେଟର୍ସ’ ବର୍ଗରେ ଏହି ସତ୍ୟତମ ତଥ୍ୟ ଦିଆଯାଇଛି। ୧୯୫୦ ମସିହା ପରେ ଭାରତର ପ୍ରଥମ କରି ଭାରତର ଜନସଂଖ୍ୟା ଚୀନ୍‌କୁ ଟପିଯାଇଛି। ୧୯୫୦ରୁ ହିଁ ଜାତିସଂଘ ଜନସଂଖ୍ୟା ତଥ୍ୟ ସଂଗ୍ରହ କରିବା ସହିତ ପ୍ରକାଶ କରିଆସୁଛି।
‘ୟୁଏନ୍‌ଏଫ୍‌ପିଏ’ର ‘ମିଡିଆ ଆଣ୍ଡ୍‌ କ୍ରାଇସିସ୍ କମ୍ୟୁନିକେସନ୍‌ସ୍‌’ର ଉପଦେଷ୍ଟା ଆନ୍ନା ଜିଫେରିଜ୍‌ କହିଛନ୍ତି, ଗତବର୍ଷ ଚୀନ୍‌ର ଜନସଂଖ୍ୟା ସର୍ବୋଚ୍ଚ ସୀମାରେ ପହଞ୍ଚିବା ପରେ ନିମ୍ନଗାମୀ ‌ହୋଇଥିଲା ବେଳେ ଭାରତର ଜନସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିଲା। ଚୀନ୍‌ର ଜନସଂଖ୍ୟା ବୃଦ୍ଧି ହାର ୧୯୮୦ରୁ ହ୍ରାସ ପାଇ ଆସୁଛି।

ସେହିପରି, ଭାରତର ଜନସଂଖ୍ୟାର ୨୫% ଜନତା ହେଉଛନ୍ତି ୦-୧୪ ବୟସ ବର୍ଗର, ୧୮% ହେଉଛନ୍ତି ୧୦-୧୯ ବୟସ ବର୍ଗର, ୨୬% ହେଉଛନ୍ତି ୧୦-୨୪ ବୟସ ବର୍ଗର, ୬୮% ହେଉଛନ୍ତି ୧୫-୬୪ ବୟସ ବର୍ଗର ଏବଂ ୭% ହେଉଛନ୍ତି ୬୫ ବର୍ଷରୁ ଊର୍ଦ୍ଧ୍ବ ବୟସ ବର୍ଗର।

Powered by Froala Editor

Tags india become number one in population

Related articles Odisha News Lens 4.1

  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13971
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14383
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14369
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13812
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13981
    Oct 11, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14714
    Oct 12, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15401
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14656
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15767
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14182
    Oct 11, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14383
    Oct 12, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15767
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14520
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14626
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15631
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14305
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16041
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15549
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14182
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13971
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15767
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In