Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାସ୍ତା ଓ ଟ୍ରାଫିକକୁ ବନ୍ଦ କରି ଧାର୍ମିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇପାରିବ ନାହିଁ

ରାସ୍ତା ଓ ଟ୍ରାଫିକକୁ ବନ୍ଦ କରି ଧାର୍ମିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇପାରିବ ନାହିଁ

2023-04-19 20:25:03
14200
Share:
Facebook
Twitter
E-Mail
WhatsApp
Telegram
ରାସ୍ତା ଓ ଟ୍ରାଫିକକୁ ବନ୍ଦ କରି ଧାର୍ମିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇପାରିବ ନାହିଁ

ଇଦି ଓ ଅକ୍ଷୟ ତୃତୀୟ ପୂର୍ବରୁ ଉତ୍ତର ପ୍ରଦେଶ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟରେ କୌଣସି ରାସ୍ତା ଓ ଟ୍ରାଫିକକୁ ବନ୍ଦ କରି ଧାର୍ମିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ପାରିବ ନାହିଁ ବୋଲି ଉତ୍ତର ପ୍ରଦେଶ ସରକାର କହିଛନ୍ତି। ପୂର୍ବରୁ ଯୋଗାଯୋଗ ଦ୍ୱାରା ଏସବୁକୁ ନିଶ୍ଚିତ କରାଯାଇଥିଲା। ଚଳିତ ବର୍ଷ ମଧ୍ୟ ସମାନ ପଦକ୍ଷେପ ଗ୍ରହଣ କରାଯାଇଛି।

କୌଣସି ପ୍ରକାରର ଧାର୍ମିକ କିମ୍ବା ସାଧାରଣ ଶୋଭାଯାତ୍ରା ବିନା ଅନୁମତିରେ କରାଯାଇ ପାରିବ ନାହିଁ। ପାରମ୍ପରିକ ଧାର୍ମିକ ଶୋଭାଯାତ୍ରାକୁ ଅନୁମତି ଦିଆଯିବ। କୌଣସି ପ୍ରକାରର ଅନାବଶ୍ୟକ ଓ ନୂଆ ଶୋଭାଯାତ୍ରାକୁ ଅନୁମତି ମିଳିବ ନାହିଁ ବୋଲି ସରକାର ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି। 

ପ୍ରିନ୍ସିପାଲ ସଚିବ (ଗୃହ) ସଞ୍ଜୟ ପ୍ରସାଦ, ଡିଜିପି ଆରକେ ବିଶ୍ୱକର୍ମା ଓ ଅଧିକାରୀମାନେ ରାଜ୍ୟର ବିଭିନ୍ନ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ସୀମକ୍ଷା ବୈଠକ କରିଥିଲେ। ବୈଠକ ପରେ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଡିଜିପି ବିଶ୍ୱକର୍ମା କହିଛନ୍ତି ଯେ ଧାର୍ମିକ ପୀଠ ଗୁଡ଼ିକର ସୁରକ୍ଷା ପାଇଁ ବ୍ୟବସ୍ଥା କରାଯିବ। ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ଅତିରକ୍ତ ଫୋର୍ସ ମୁତୟନ ହେବେ। ଫେକ ନ୍ୟୁଜ ଓ ଧାର୍ମିକ ଭାବନାକୁ ଆଘାତ ଦେବା ଭଳି ଖବର ପ୍ରଚାର କରୁଥିବା ଲୋକଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜଣେ ବରିଷ୍ଠ ଅଧିକାରୀ ଗୁଜବ/ଫେକ ନ୍ୟୁଜକୁ ଖଣ୍ଡନ କରିବା ଦାୟିତ୍ୱରେ ରହିବେ ବୋଲି ସେ କହିଛନ୍ତି। ସଚିବ ସଞ୍ଜୟ ପ୍ରସାଦ ଫିଲ୍ଡରେ କାମ କରୁଥିବା ବିଭାଗୀୟ ଅଧିକାରୀମାନଙ୍କୁ ଧାର୍ମିକ କାର୍ଯ୍ୟକ୍ରମ ଓ ପ୍ରାର୍ଥନା ଧାର୍ଯ୍ୟ ସ୍ଥାନଗୁଡ଼କରେ ଯେମିତି ହେବ, ତା’କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Powered by Froala Editor

Tags up govt

Related articles Odisha News Lens 4.1

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14135
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14401
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15595
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14021
    Aug 15, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15435
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14472
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14761
    Aug 16, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13817
    Aug 14, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13319
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15595
    Aug 14, 2026
  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14376
    Aug 15, 2026
  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14472
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13319
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14781
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14562
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14400
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15979
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14240
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14363
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13817
    Aug 14, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14135
    Aug 16, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15595
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In