Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି ...

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ...

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ...

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ...

  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

ରାଜ୍ୟ
Home ›› ରାଜ୍ୟ ››ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ୟଶ’

ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ୟଶ’

2021-05-25 08:56:45
15796
Share:
Facebook
Twitter
E-Mail
WhatsApp
Telegram
ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ୟଶ’

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ‘ୟଶ’ ଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ।  ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ।  ଶେଷ ୬ ଘଣ୍ଟାରେ ‘ୟଶ’ ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ।  ଏବେ ପାରାଦୀପ ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୨୮୦ କିମି  ଦୂରରେ ବାତା ‘ୟଶ’ର ଅବସ୍ଥିତି ରହିଛି ।  ସେହିପରି ବାଲେଶ୍ୱର ଠାରୁ ଦକ୍ଷିଣ, ଦକ୍ଷିଣ- ପୂର୍ବକୁ ୩୮୦ କିମି ନୂରରେ ବାତ୍ୟା ରହିଛି ।  ଦୀଘା ଠାରୁ ନକ୍ଷିଣ, ଦକ୍ଷିଣ-ପୂର୍ବକୁ ୩୭୦ କିମି ଦୂରରେ ‘ୟଶ’ ରହିଛି ।  ପରବର୍ତ୍ତୀ ୧୨ ଘଣ୍ଟାରେ ଘନୀଭୂତ ହୋଇ ୟଶ ଅତୀ ଭୀଷଣ ବାତ୍ୟାର ରୂପ ନେବ ବୋଲି ଜଣାଯାଇଛି । 
 ପ୍ରକାଶ ଯେ, ୟଶ ଭଦ୍ରକ ଜିଲ୍ଲା ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ।  ୨୬ ତାରିଖ  ଧାମରା ପାଖରେ ୟଶ କେନ୍ଦ୍ରୀଭୂତ ହେବ ବୋଲି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ।  ବାତ୍ୟା ରିକର୍ଭ କରି ପଶ୍ଚିମବଙ୍ଗ ଆଡ଼କୁ ଯିବାର ସମ୍ଭାବନା ନାହିଁ । 
ଏହାଛଡ଼ା ସେ କହିଛନ୍ତି ଯେ, ଧାମରା ଓ ଚାନ୍ଦବାଲିରେ ସବୁଠାରୁ ଅଧିକ କ୍ଷତି ଘଟାଇବ । ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ପ୍ରଭାବ ପଡ଼ିବ । ଆଜି ସନ୍ଧ୍ୟା ସୁଦ୍ଧା ୟଶ ଅତିଭୀଷଣ ବାତ୍ୟାରେ ପରିଣତ ହେବ । ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ । ଆଜି ମଧ୍ୟରାତ୍ରରୁ ୬୦ରୁ ୮୦କିମି ବେଗରେ ପବନ ବୋହିବ । କାଲି ସକାଳ ବେଳକୁ ପବନର ବେଗ ୧୫୦ରୁ ୧୬୦ କିମି ରହିବ । ଫଣି ଠାରୁ ପବନର ବେଗ ପାଖାପାଖି ୫୦ କିମି କମ ରହିବ । ଆଜି ସନ୍ଧ୍ୟା ସୁଦ୍ଧା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ନେବା କାର୍ଯ୍ୟ ଶେଷ କରିବାକୁ ଆଇଏମଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  •  ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14012
    Jul 16, 2026
  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15441
    Jul 17, 2026
  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ
    ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15057
    Jul 18, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......
    ବିଶେଷ

    ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13617
    Jul 18, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15574
    Jul 16, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧
    ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14641
    Jul 18, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15221
    Jul 16, 2026
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13701
    Jul 17, 2026
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍
    ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14400
    Jul 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15057
    Jul 18, 2026
  • ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13701
    Jul 17, 2026
  • ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14012
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16982
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18045
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13617
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14265
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14659
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14954
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15692
    Jul 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15835
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13785
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15855
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14400
    Jul 18, 2026
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13701
    Jul 17, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13617
    Jul 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In