ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ୧୦ରୁ ଅଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ୍ ବୈଠକ ବସିବ। ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ। କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷିତାବିକାଶ, ଭିନ୍ନକ୍ଷମ ସଶକ୍ତିକରଣ, ରାଜସ୍ବ ବିଭାଗର ଅନେକ ଏଜେଣ୍ଡା ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିବ।
Powered by Froala Editor