Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››ଆଜି ପବିତ୍ର ଅକ୍ଷୟ ତୃତୀୟା: ଚାଷୀଙ୍କ ମଙ୍ଗଳ ପାଇଁ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ଅକ୍ଷୟ ତୃତୀୟା: ଚାଷୀଙ୍କ ମଙ୍ଗଳ ପାଇଁ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

2023-04-23 04:54:44
13562
Share:
Facebook
Twitter
E-Mail
WhatsApp
Telegram
ଆଜି ପବିତ୍ର ଅକ୍ଷୟ ତୃତୀୟା: ଚାଷୀଙ୍କ ମଙ୍ଗଳ ପାଇଁ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଭୁବନେଶ୍ବର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ଅଖିମୁଠି ଅନୁକୂଳ । ଚାଷୀଙ୍କ ମଙ୍ଗଳ ପାଇଁ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ ସହ ଏହି ପବିତ୍ର ଦିନରେ ବିଭିନ୍ନ କାର୍ୟ୍ୟକ୍ରମରେ ହେବେ ସାମିଲ । ରାଜ୍ୟର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି । ଆଗକୁ ଚାଷୀଙ୍କ ଆୟ ଦୁଇଗୁଣା କରିବା ସହ ଏମଏସପି ବୃଦ୍ଧି ଉପରେ ଫୋକସ୍‌ କରିଛନ୍ତି ରାଜ୍ୟ ସରକାର ।

ଆଜି ଅକ୍ଷୟ ତୃତୀୟାରେ ଖରିଫ ଚାଷ ଅନୁକୂଳ ପାଇଁ କିଛିଦିନ ତଳେ ଚାଷୀଙ୍କୁ ରାଜ୍ୟ ସରକାର କାଳିଆ ଯୋଜନାର ଅର୍ଥ ପ୍ରଦାନ କରିଛନ୍ତି । ଅକ୍ଷୟ ତୃତୀୟାରେ ଭୁବନେଶ୍ଵର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଭୂମିପୂଜା ଓ ଅଖିମୁଠି ଅନୁକୂଳ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ସ୍ଵତନ୍ତ୍ର କୃଷି ବଜେଟ୍‌ ଆଣିବା ସହ ବିଭିନ୍ନ ଯୋଜନାରେ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ଦିଆଯାଉଛି । କାଳିଆ ଯୋଜନାରେ ଚାଷୀଙ୍କୁ ରାଜ୍ୟ ସରକାର ବର୍ଷକୁ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେଉଛନ୍ତି । ଏଥିରେ ଭୂମିହୀନ, କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେଉଛନ୍ତି । ସେହିପରି ବଳରାମ ଓ ଅନ୍ୟ ଯୋଜନାରେ ସହାୟତା ଦିଆଯାଉଛି । ବିନା ସୁଧରେ ଚାଷୀଙ୍କୁ ୧ ଲକ୍ଷ ଟଙ୍କା ଯାଏଁ କୃଷିଋଣ ଦିଆଯାଉଛି । ଏହାସହ ଗଙ୍ଗାଧର ମେହେର ଜଳ ପ୍ରକଳ୍ପ, ଲୋୟର ସୁକତେଲ୍‌ ଓ ବିଭିନ୍ନ କ୍ଷୁଦ୍ର ଜଳପ୍ରକଳ୍ପ ଜରିଆରେ ରାଜ୍ୟ ସରକାର ଜମିକୁ ପାଣି ଯୋଗାଇବା ବ୍ୟବସ୍ଥା କରି ଚାଷୀଙ୍କ ମୁହଁରେ ହସ ଫୁଟାଇଛନ୍ତି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15782
    Mar 13, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15349
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13543
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14301
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13970
    Mar 12, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14939
    Mar 14, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13802
    Mar 14, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    15103
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15218
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14301
    Mar 13, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13708
    Mar 13, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13970
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13802
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13785
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14458
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15084
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14838
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15679
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15139
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14301
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15218
    Mar 12, 2026
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15349
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In