Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋଗା ପୁଲିସ ନିକଟରେ ଅମ୍ରିତପାଲର ଆତ୍ମସମର୍ପଣ

ମୋଗା ପୁଲିସ ନିକଟରେ ଅମ୍ରିତପାଲର ଆତ୍ମସମର୍ପଣ

2023-04-23 17:19:23
13966
Share:
Facebook
Twitter
E-Mail
WhatsApp
Telegram
ମୋଗା ପୁଲିସ ନିକଟରେ ଅମ୍ରିତପାଲର ଆତ୍ମସମର୍ପଣ

ଫେରାର ହୋଇଯାଇଥିବା ଖଲିସ୍ତାନୀ ନେତା ଅମ୍ରିତପାଲ ସିଂହ ଶେଷରେ ଆତ୍ମସମର୍ପଣ କରିଛି। ପଞ୍ଜାବର ମୋଗା ପୁଲିସ ନିକଟରେ ଅମ୍ରିତପାଲ ଆତ୍ମସମର୍ପଣ କରିବା ପରେ ତାକୁ ଗିରଫ କରାଯାଇଛି। ଅମ୍ରିତପାଲକୁ ଗିରଫ କରାଯାଇଥିବା ନେଇ ପଞ୍ଜାବ ପୁଲିସ ପକ୍ଷରୁ ଟ୍ୱିଟ୍ କରି ସ୍ପଷ୍ଟ କରାଯାଇଛି।

ଅମ୍ରିତପାଲଙ୍କ ଗିରଫଦାରୀ ଉପରେ ପଞ୍ଜାବ ପୋଲିସର ଆଇଜି ସୁଖଚେନ ସିଂ ଗିଲ କହିଛନ୍ତି ଯେ, ଅମ୍ରିତପାଲଙ୍କ ବିରୋଧରେ ୱାରେଣ୍ଟ ଜାରି କରାଯାଇଛି ଯାହା ପରେ ତାଙ୍କୁ ଏନଏସଏ ଅଧୀନରେ ଗିରଫ କରାଯାଇଛି। ଆଇଜି କହିଛନ୍ତି ଯେ, "ଆମେ ଅମ୍ରିତପାଲ ସିଂଙ୍କୁ ଅପରେସନ୍ ଚଳାଇ ସକାଳ ୬.୪୫ ରେ ଗିରଫ କରିଥିଲୁ।

ଅମ୍ରିତପାଲ ସିଂହକୁ ଆସାମର ଦିବ୍ରୁଗଡ଼ ଜେଲକୁ ନିଆଯିବ। ପୂର୍ବରୁ ଗିରଫ ତା’ର ୮ ଜଣ ସହଯୋଗୀ ମଧ୍ୟ ସେହି ଜେଲରେ ଅଛନ୍ତି। ଏ ସମସ୍ତଙ୍କୁ ଜାତୀୟ ସୁରକ୍ଷା ଆଇନ ଅନୁସାରେ ମାମଲା ରୁଜୁ କରାଯାଇ ଗିରଫ କରାଯାଇଛି।

ଅମ୍ରିତପାଲଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କ ଉପରେ ଏନଏସଏ ମଧ୍ୟ ଲାଗୁ କରାଯାଇଛି। ଅମ୍ରିତପାଲଙ୍କୁ ଧରିବା ପାଇଁ ନେପାଳ ସୀମା ପର୍ଯ୍ୟନ୍ତ ସାରା ଦେଶରେ ଅପରେସନ୍ କରାଯାଇଥିଲା। ଏଥି ସହ ପଞ୍ଜାବ ପୋଲିସ ଅମ୍ରିତପାଲ ସିଂଙ୍କ ଗିରଫଦାରୀ ସମ୍ପର୍କରେ ଟୁଇଟ୍ କରି ସୂଚନା ଦେଇଛି।

ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ଅମ୍ରିତପାଲ ସିଂହ ମୋଗା ଜିଲ୍ଲାର ରୋଡେ ଗାଁରେ ଥିବା ଗୁରୁଦ୍ୱାରାରେ ପହଞ୍ଚିଥିଲା। ବିଳମ୍ବିତ ରାତିରେ ସେ ସେଠାରେ ଥିବା ନେଇ ମୋଗା ପୁଲିସ୍‌କୁ ନିଜେ ଖବର ଦେଇଥିଲା ଓ ଆତ୍ମସମର୍ପଣ କରିବାକୁ ଚାହୁଁଥିବା କହିଥିଲା। ତା’ପରେ ମୋଗା ପୁଲିସ୍ ଗୁରୁଦ୍ୱାରାରେ ପହଞ୍ଚିବା ପରେ ଅମ୍ରିତପାଲ ସିଂହ ଆତ୍ମସମର୍ପଣ କରିଥିଲା। ଆତ୍ମସମର୍ପଣ କରିବା ପୂର୍ବରୁ ଗୁରୁଦ୍ୱାରରେ ସେ କିଛି ଲୋକଙ୍କୁ ସମ୍ବୋଧିତ ମଧ୍ୟ କରିଥିବାର ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଅମ୍ରିତପାଲ ସିଂହ ନିଜକୁ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ତଥା ଆତଙ୍କବାଦୀ ଜରନୈଲ ସିଂହ ଭିଣ୍ଡରାନୱାଲେର ଅନୁଗାମୀ ବୋଲି କହୁଛି।

ଦେଶରେ ଶାନ୍ତି ଭଙ୍ଗ କରିବା, ଖଲିସ୍ତାନୀ ଗତିବିଧିକୁ ବଢ଼ାଇବା, ହତ୍ୟା ଉଦ୍ୟମ ଓ କାର୍ଯ୍ୟରତ ପୁଲିସ୍ କର୍ମଚାରୀଙ୍କ ଉପରେ ଆକ୍ରମଣ ଭଳି ଅନେକ ଅପରାଧିକ ମାମଲା ଅମ୍ରିତପାଲ ସିଂହ ଓ ତା’ ସହଯୋଗୀଙ୍କ ନାଁରେ ରହିଛି । ଖୋଲାଖୋଲି ଭାବେ ଖଲିସ୍ତାନ ସପକ୍ଷରେ ଯୁକ୍ତି ରଖୁଥିବା ଅମ୍ରିତପାଲ ଗତ ଫେବ୍ରୁଆରି ୨୩ରେ ଚର୍ଚ୍ଚାକୁ ଆସିଥିଲା।

Powered by Froala Editor

Tags amritpal

Related articles Odisha News Lens 4.1

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14584
    Jul 29, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14817
    Jul 28, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15327
    Jul 29, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13993
    Jul 29, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    14025
    Jul 28, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14063
    Jul 28, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13600
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14809
    Jul 28, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14279
    Jul 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14817
    Jul 28, 2026
  • ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14415
    Jul 28, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13600
    Jul 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17005
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14063
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15720
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15793
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15445
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16104
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14809
    Jul 28, 2026
  • ଫିକା ପଡିବ ସୁନାର ଚମକ

    14121
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13600
    Jul 29, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14063
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14809
    Jul 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In