Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››ଓଡିଶା ଷ୍ଟାଫ ସିଲେକ୍ସନ କମିସନ ପରୀକ୍ଷା: ଶୁଦ୍ଧ ଓଡ଼ିଆ ଭାଷାରେ ପ୍ରସ୍ତୁତ ହୋଇପାରୁନାହିଁ ପ୍ରଶ୍ନପତ୍ର

ଓଡିଶା ଷ୍ଟାଫ ସିଲେକ୍ସନ କମିସନ ପରୀକ୍ଷା: ଶୁଦ୍ଧ ଓଡ଼ିଆ ଭାଷାରେ ପ୍ରସ୍ତୁତ ହୋଇପାରୁନାହିଁ ପ୍ରଶ୍ନପତ୍ର

2023-04-24 05:08:08
15073
Share:
Facebook
Twitter
E-Mail
WhatsApp
Telegram
ଓଡିଶା ଷ୍ଟାଫ ସିଲେକ୍ସନ କମିସନ ପରୀକ୍ଷା: ଶୁଦ୍ଧ ଓଡ଼ିଆ ଭାଷାରେ ପ୍ରସ୍ତୁତ ହୋଇପାରୁନାହିଁ ପ୍ରଶ୍ନପତ୍ର

ଭୁବନେଶ୍ୱର: ରବିବାର ଗୃହ ଓ ନଗର ଉନ୍ନୟନ ବିଭାଗର ଆକାଉଣ୍ଟଟାଣ୍ଟ ଗ୍ରୁପ୍ ‘ବି’ ପଦବୀ ପାଇଁ ପରୀକ୍ଷା କରିଥିଲା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ ।ଯେଭଳି ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର କରାଯାଇଥିଲା, ତାହା କିପରି ସମ୍ଭବ ହେଲା, ତାହା ମଧ୍ୟ ଆଶ୍ଚର୍ୟ୍ୟର କଥା । ପ୍ରଶ୍ନପତ୍ରର ଅକ୍ଷରଗୁଡିକ ଓଡ଼ିଆରେ ଥିଲା, କିନ୍ତୁ ଗୋଟିଏ ଶବ୍ଦ ମଧ୍ୟ ବୁଝିବା ସମ୍ଭବ ନଥିଲା । ପ୍ରଶ୍ନପତ୍ରକୁ ଦେଖିଲେ ଲାଗୁଛି ଗୁଗୁଲ ଟ୍ରାନ୍ସଲେଟକୁ ଭରସା କରି ପ୍ରଶ୍ନପତ୍ର ପ୍ରସ୍ତୁତ କରୁଛି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ । ବ୍ୟବସ୍ଥାର ଏପରି ଅପାରଗ ହୋଇଯାଇଛି, ତାହା ସମସ୍ତଙ୍କୁ ଆଶ୍ଚର୍ୟ୍ୟ କରିଦେଇଛି । ଶୁଦ୍ଧ ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇପାରୁନାହିଁ । ଅଭିଯୋଗ ହୋଇଛି, ପ୍ରଶ୍ନପତ୍ର କୌଣସି ଓଡ଼ିଶାର ସଂସ୍ଥା କରିନାହାନ୍ତି, ଯେଉଁମାନେ ଓଡ଼ିଆ ଜାଣିନାହାନ୍ତି, ଗୁଗୁଲ୍ ଟ୍ରାନ୍ସଲେଟକୁ ବ୍ୟବହାର କରି କୌଣସି ବାହାର ସଂସ୍ଥା ପ୍ରଶ୍ନପତ୍ର କରୁଛନ୍ତି ।

ପ୍ରଶ୍ନପତ୍ରକୁ ଯାଞ୍ଚ କରାନଯାଇ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ସହ ଖେଳିବାକୁ କିଏ ସାହସ କଲା, ତାହା ସବୁଠୁ ବଡ଼ ପ୍ରଶ୍ନ । ଓଡ଼ିଶାରେ ପରୀକ୍ଷା ହେବ, ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ, ସେଥିରେ ପୁଣି ଏପରି ତ୍ରୁଟି ହେବ, ତାକୁ ଗ୍ରହଣ କରିବା ମୁସ୍କିଲ୍ । ଗଣିତ ଠାରୁ ସାଧାରଣ ଜ୍ଞାନ ପର୍ୟ୍ୟନ୍ତ ସବୁ ପ୍ରଶ୍ନ ବିକୃତ ଓଡ଼ିଆରେ ଲେଖାଯାଇଛି । ସରକାରୀ ଚାକିରି ପାଇଁ ହଜାର ହଜାର ପରୀକ୍ଷାର୍ଥୀ ଦୀର୍ଘଦିନ ଧରି ପ୍ରସ୍ତୁତି କରିଥାନ୍ତି । କିନ୍ତୁ ଏପରି ପ୍ରଶ୍ନପତ୍ର ଦେଖି ସେମାନେ ନିରାଶ ହୋଇଛନ୍ତି । ପରୀକ୍ଷା ହଲ୍ରେ ମଧ୍ୟ ଅନେକ ପରୀକ୍ଷାର୍ଥୀ ଏହାର ପ୍ରତିବାଦ ମଧ୍ୟ କରିଥିବା କହିଛନ୍ତି । କିନ୍ତୁ ସେମାନଙ୍କ ଅଭିଯୋଗ ଶୁଣିବାକୁ କେହି ନଥିଲେ ।ଅଧା ବୁଝା, ଅଧା ଅବୁଝା ପ୍ରଶ୍ନପତ୍ରର ଉତର ଲେଖି ପିଲା ଫେରିଛନ୍ତି । ତେଣୁ ସହଜରେ ଅନୁମାନ କରିହେଉଛି, କିଭଳି ଭାବେ ଏହିସବୁ ପ୍ରଶ୍ନର ଉତ୍ତର ଲେଖିଥିବେ ପରୀକ୍ଷାର୍ଥୀ । ଏଠି ପ୍ରଶ୍ନ ଉଠୁଛି, ଯଦି ଓଡ଼ିଆ ଭାଷାରେ ଓଡ଼ିଶାରେ ଠିକ୍ ଭାବେ ପରୀକ୍ଷା ହୋଇପାରିବ ନାହିଁ, ତେବେ ଆଉ କେଉଁଠି ଏହା ସମ୍ଭବ ହେବ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ ପକ୍ଷରୁ ଏପରି ବିକୃତ ଓଡ଼ିଆରେ ହୋଇଥିବା ପ୍ରଶ୍ନପତ୍ରକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି ବିଜେପି ।

Powered by Froala Editor

Tags Staff selection commission exam

Related articles Odisha News Lens 4.1

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13708
    Mar 13, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13802
    Mar 14, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15782
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13970
    Mar 12, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13543
    Mar 14, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15349
    Mar 14, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15218
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    15103
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14301
    Mar 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13708
    Mar 13, 2026
  • ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14301
    Mar 13, 2026
  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    15103
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13802
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13785
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14458
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15084
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14838
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15679
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15139
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13543
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14301
    Mar 13, 2026
  • କମିଲା ସୁନା ଏବଂ ରୂପା ଦର

    14939
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In