Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ

2023-04-25 17:34:33
14554
Share:
Facebook
Twitter
E-Mail
WhatsApp
Telegram
ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କର ଦେହାନ୍ତ ହୋଇଛି। ରବିବାର ଅସୁସ୍ଥତା କାରଣରୁ ବାଦଲଙ୍କୁ ମୋହାଲିର ଗୋଟିଏ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଉକ୍ତ ହସ୍ପିଟାଲରେ ହିଁ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। 

ସୂଚନା ଅନୁଯାୟୀ, ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତାଙ୍କୁ ଗତ କିଛି ଦିନ ହେବ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା। ଶ୍ୱାସକ୍ରିୟାରେ ଅସୁବିଧା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ରାତି ପ୍ରାୟ ସାଢ଼େ ୮ଟାରେ ମୋହାଲିର ଫୋର୍ଟିସ୍ ହସ୍ପିଟାଲରେ ପ୍ରକାଶ ସିଂହ ବାଦଲ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।

ପ୍ରକାଶ ସିଂ ବାଦଲ ୧୯୨୭ ଡିସେମ୍ବରରେ ପଞ୍ଜାବର ଏକ ଛୋଟ ଗାଁରେ ଜନ୍ମଗ୍ରହଣ କରିଥିଲେ । ଅକାଳୀ ଦଳର ଏହି ବରିଷ୍ଠ ନେତା ୫ ଥର ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିଲେ । ସୁଖବୀର ସିଂହ ବାଦଲ ତାଙ୍କ ପୁଅ। ଶ୍ରୀ ବାଦଲଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକଟ କରିଛନ୍ତି । ଟୁଇଟ୍ କରି ମୋଦୀ ଲେଖିଛନ୍ତି ଯେ ସେ ଭାରତୀୟ ରାଜନୀତିରେ ଜଣେ ଉତ୍ତୁଙ୍ଗ ବ୍ୟକ୍ତିତ୍ବ ଥିଲେ ।

Powered by Froala Editor

Tags prakash

Related articles Odisha News Lens 4.1

  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14690
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13859
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14868
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14344
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13576
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14833
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13871
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15521
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13794
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13954
    Oct 16, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15521
    Oct 15, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14690
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17186
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17880
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18251
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14833
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14630
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14735
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15737
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14411
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14344
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13982
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15521
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13871
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14833
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In