Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସାଂସଦଙ୍କୁ ମଶା କାମୁଡ଼ିଲା, ଅଟକିଲା ଟ୍ରେନ

ସାଂସଦଙ୍କୁ ମଶା କାମୁଡ଼ିଲା, ଅଟକିଲା ଟ୍ରେନ

2023-04-25 17:58:41
14065
Share:
Facebook
Twitter
E-Mail
WhatsApp
Telegram
ସାଂସଦଙ୍କୁ ମଶା କାମୁଡ଼ିଲା, ଅଟକିଲା ଟ୍ରେନ

ଉତ୍ତରପ୍ରଦେଶରେ ସାଂସଦଙ୍କୁ ମଶା କାମୁଡ଼ିବା ଘଟଣାକୁ ନେଇ ଟ୍ରେନ ଅଟକାଇ କରାଗଲା ସଫେଇ । ଏହି ଘଟଣା ଗୋମତି ଏକ୍ସପ୍ରେସ ଟ୍ରେନରେ ଘଟିଛି। ଲକ୍ଷ୍ମୌର ଚାରବାଗ ରେଳ ଷ୍ଟେସନରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ଏହି ଟ୍ରେନରେ ଏଟାର ସାଂସଦ ରାଜବୀର ସିଂହ ଯାତ୍ରା କରୁଥିଲେ। ଯାତ୍ରା କରୁଥିବା ସମୟରେ ତାଙ୍କୁ ମଶା କାମୁଡ଼ି ଦେଇଥିଲା। ଏହି ଘଟଣାକୁ ନେଇ ସାଂସଦ  ଟ୍ରେନକୁ ଅଟକାଇବାକୁ କହିଥିଲେ। ଟ୍ରେନ ଅଟକିବା ପରେ ସମ୍ପୂର୍ଣ୍ଣ ବଗି ସଫା କରାଗଲା। ବଗି ସଫା ହେବାପରେ ଟ୍ରେନ ପୁଣି ତାର ଯାତ୍ରାପଥରେ ଆଗେଇଥିଲା।

ଟ୍ରେନର ଫାର୍ଷ୍ଟ କୋଚ ଏସିରେ ସାଂସଦ ରାଜବୀର ସିଂହ ଯାତ୍ରା କରୁଥି‌ଲେ।  ଉକ୍ତ ଟ୍ରେନର ଶୌଚାଳୟ ଅପରିଷ୍କାର ରହିବା ସହିତ ମଶା କାମୁଡ଼ୁଥିଲା। ଏହି କାରଣରୁ ସାଂସଦ ତାଙ୍କ ସିଟରେ ବସି ପାରି ନଥିଲେ। ସାଂସଦଙ୍କ ସହିତ ଯାତ୍ରା କରୁଥିବା ମାନ ସିଂହ ଟୁଇଟରରେ ଟ୍ରେନରେ ମଶା କାମୁଡ଼ିବା ଅଭିଯୋଗ କରିଥିଲେ। ଏହି ଟୁଇଟ ପରେ ରେଳ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସାଂସଦ ଟ୍ରେନକୁ ଅଟକାଇବାକୁ କହିଥିଲେ। ଟ୍ରେନକୁ ଉନ୍ନାଓରେ ଅଟକାଇ ସଫେଇ କରାଯିବା ସହିତ ମଶାକୁ ଘଉଡାଇବା ପାଇଁ ସ୍ପ୍ରେ କରାଯାଇଥିଲା। 

Powered by Froala Editor

Tags train

Related articles Odisha News Lens 4.1

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13801
    Mar 31, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15328
    Mar 31, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14425
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14986
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13445
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14652
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13991
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15468
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15290
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15328
    Mar 31, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14986
    Mar 30, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15468
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15290
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14986
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16098
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15366
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15477
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14425
    Mar 30, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13974
    Mar 31, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13445
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In