Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

ବିଶେଷ
Home ›› ବିଶେଷ ››ହିମାଚଳ ପ୍ରଦେଶର ଏହି ଗାଁରେ ରୁହନ୍ତି ଆଲେକଜାଣ୍ଡାରଙ୍କ ବଂଶଧର

ହିମାଚଳ ପ୍ରଦେଶର ଏହି ଗାଁରେ ରୁହନ୍ତି ଆଲେକଜାଣ୍ଡାରଙ୍କ ବଂଶଧର

2021-05-25 19:10:41
13731
Share:
Facebook
Twitter
E-Mail
WhatsApp
Telegram
ହିମାଚଳ ପ୍ରଦେଶର ଏହି ଗାଁରେ ରୁହନ୍ତି ଆଲେକଜାଣ୍ଡାରଙ୍କ ବଂଶଧର

ଆପଣ ଜାଣିଛନ୍ତି କି ମହା ପ୍ରତାପି ରାଜା ଆଲେକଜାଣ୍ଡାର ଯିଏକି ଦିନେ ସମଗ୍ର ଭାରତବର୍ଷ ଅଧିକାର କରିଥିଲେ ତାଙ୍କର ବଂଶଧର ଏବେ ବି ଜୀବିତ । ସେମାନେ ଭାରତର ହିମାଚଳ ପ୍ରଦେଶର ଛୋଟ ଗାଁ ମଲାନାରେ ବାସ କରନ୍ତି । ପର୍ଯ୍ୟଟକଙ୍କ ପାଇଁ ଏହି ଗାଁ ବେଶ୍ ଲୋକପ୍ରିୟ । ଏହି ଗାଁର ଜନସଂଖ୍ୟା ହେଉଛି ପ୍ରାୟ ୧୭୦୦ । ମଲାନା ଗାଁ ପର୍ଯ୍ୟନ୍ତ ପହଞ୍ଚିବା ବେଶ୍ କଷ୍ଟସାଧ୍ୟ । କାରଣ ଏହି ଗାଁକୁ ଯିବା ପାଇଁ ଏବେ ମଧ୍ୟ ସଡକ ତିଆରି ହୋଇପାରିନାହିଁ । ପାହାଡ଼ ଚଢି ଏହି ଗାଁରେ ପହଞ୍ଚିବାକୁ ହୋଇଥାଏ । 

ଏହି ଗାଁକୁ ନେଇ ଅନେକ ମଜାଦାର କାହାଣୀ ଶୁଣିବାକୁ ମିଳେ । ଏଠାକାର ଲୋକମାନେ ନିଜକୁ ଗ୍ରୀକ୍ ବୀର ଆଲେକଜାଣ୍ଡାରଙ୍କ ବଂଶଧର ବୋଲି କହିଥାନ୍ତି । କୁହାଯାଏ ଯେତେବେଳେ ଆଲେକଜାଣ୍ଡାର ଭାରତ ଆକ୍ରମଣ କରିଥିଲେ ସେତେବେଳେ ତାଙ୍କର କିଛି ସୈନିକ ଏହି ମଲାନା ଗାଁରେ ଆଶ୍ରୟ ନେଇଥିଲେ । ତା’ପରେ ସେମାନେ ଆଉ ଗ୍ରୀକ୍ ନ ଫେରି ସେହି ସ୍ଥାନରେ ବସବାସ କରିଥିଲେ । ସେଥିପାଇଁ ଏହି ଗାଁର ଲୋକମାନେ ଆଲେକଜାଣ୍ଡାରଙ୍କବଂଶଧର ବୋଲି ଦାବି କରିଥାନ୍ତି । ଆଲେକଜାଣ୍ଡାରଙ୍କ ସମୟର ଅନେକ ଜିନିଷ ଏହି ଗାଁରୁ ମିଳିଛି । କୁହାଯାଏ ଆଲେକଜାଣ୍ଡାରଙ୍କ ସମୟର ଏକ ଖଣ୍ଡା ଏହି ଗାଁର ମନ୍ଦିରରେ ରଖାଯାଇଛି । ତେବେ ଖୁବ୍ କମ୍ ଲୋକ ଏହା ଜଣନ୍ତି ଯେ, ଏହି ଗାଁର ଲୋକମାନେ ଏମିତି ଏକ ଭାଷାରେ କଥା ହୁଅନ୍ତି ଯାହାକୁ କେବଳ ସେହି ଗାଁର ଲୋକଙ୍କ ବ୍ୟତୀତ ଅନ୍ୟମାନେ ବୁଝିପାରନ୍ତି ନାହିଁ । ଗାଁର ଲୋକମାନେ ‘କନାଶି’ ଭାଷାରେ କଥା ହୋଇଥାନ୍ତି । ଏହି ଭାଷାକୁ ସେମାନେ ପବିତ୍ର ବୋଲି ବିଶ୍ୱାସ କରନ୍ତି । ଏହି ଭାଷାର ସ୍ୱତନ୍ତ୍ରତା ହେଉଛି ଏହା ମଲାନା ବ୍ୟତୀତ ଦୁନିଆର ଅନ୍ୟ କେଉଁଠି କୁହା ଯାଇନଥାଏ । ଏମିତିକି ଏହି ଭାଷାକୁ ବାହାରୁ ଆସୁଥିବା ଲୋକଙ୍କୁ ମଧ୍ୟ ଶିକ୍ଷା ଯାଇନଥାଏ । ଏହି ଭାଷାକୁ ନେଇ ଅନେକ ଦେଶରେ ଗବେଷଣା ଚାଲିଛି । ମଲାନାର ବୟସ୍କ ବ୍ୟକ୍ତିମାନେ ବାହାର ଲୋକଙ୍କ ସହିତ ହାତ ମଧ୍ୟ ମିଳାନ୍ତି ନାହିଁ । ଗାଁର ଲୋକମାନଙ୍କୁ ବାହାର ବ୍ୟକ୍ତିଙ୍କ ସହ କଥା ହେବା, ହାତ ମିଳାଇବା ଏବଂ ଆଲିଙ୍ଗନ କରିବା ପସନ୍ଦ ନୁହେଁ । ହେଲେ ବର୍ତ୍ତମାନର ପିଢି ଏହିସବୁ କଥା ମାନନ୍ତି ନାହିଁ । 

ଏହି ଗାଁର ଲୋକମାନଙ୍କ ବାହାଘର ମଧ୍ୟ ଗାଁ ଭିତରେ ହୋଇଥାଏ । ଯଦି କେହି ଗାଁ ବାହାରେ ବିବାହ କରେ ତେବେ ସେହି ବ୍ୟକ୍ତିକୁ ସମାଜରୁ ବାସନ୍ଦ କରି ଦିଆଯାଏ । ହେଲେ ଏମିତି ଘଟଣା ଏହି ଗାଁରେ ଖୁବ୍ କମ ଘଟିଥାଏ । ଏହି ସବୁ କାରଣରୁ ଏହି ମଲାନା ଗ୍ରାମ ଏକ ଭିନ୍ନ ପରିଚୟ ବହନ କରିଛି । 


Powered by Froala Editor

Tags MALANA

Related articles Odisha News Lens 4.1

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13790
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15346
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13437
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15155
    May 11, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    13820
    May 12, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14120
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15495
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14884
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14848
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14120
    May 12, 2026
  • ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15155
    May 11, 2026
  • ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ...

    13820
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15346
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16083
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14525
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15494
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15231
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15346
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15155
    May 11, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14848
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In