Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ...

  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

  • ସମ୍ମାନିତ ହେବେ ୧୬ଜଣ ଆଇକନ୍‌: ଏସଏସ୍‌ଆଇ ...

ରାଜ୍ୟ
Home ›› ରାଜ୍ୟ ››ଉଲ୍ଲେଖନୀୟ ସଫଳତା ପାଇଁ ପୁଣି ଜାତୀୟ ସ୍ତରରେ ସମ୍ମାନିତ ହେଲା ଓଡ଼ିଶା

ଉଲ୍ଲେଖନୀୟ ସଫଳତା ପାଇଁ ପୁଣି ଜାତୀୟ ସ୍ତରରେ ସମ୍ମାନିତ ହେଲା ଓଡ଼ିଶା

2023-04-26 08:19:09
15559
Share:
Facebook
Twitter
E-Mail
WhatsApp
Telegram
ଉଲ୍ଲେଖନୀୟ ସଫଳତା ପାଇଁ ପୁଣି ଜାତୀୟ ସ୍ତରରେ ସମ୍ମାନିତ ହେଲା ଓଡ଼ିଶା

ଭୁବନେଶ୍ୱର : ମେଡିକାଲ ଟର୍ମିନେସନ୍‌‌ ଅଫ୍‌‌ ପ୍ରେଗନାନ୍ସି (ଏମ୍‌‌ଟିପି) ଆଇନ୍‌‌ କାର୍ୟ୍ୟାନ୍ୱୟନରେ ଉଲ୍ଲେଖନୀୟ ସଫଳତା ପାଇଁ ଜାତୀୟ ସ୍ତରରେ ସମ୍ମାନିତ ହୋଇଛି ଓଡ଼ିଶା। ଆଜି ନୂଆଦିଲ୍ଲୀଠାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ୍‌‌ ଆନୁକୂଲ୍ୟରେ ଆୟୋଜିତ ସମନ୍ୱିତ ଗର୍ଭପାତ ସେବା ଜାତୀୟ ସମ୍ମିଳନୀରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ସମ୍ମାନିତ କରାଯାଇଛି।
୨୦୨୧ ବର୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡ଼ିଶା ପୁରସ୍କୃତ ହୋଇଛି। ସୂଚନାଯୋଗ୍ୟ ଯେ କୌଣସି କାରଣରୁ ଗର୍ଭବତୀ ମହିଳାଙ୍କର ଗର୍ଭପାତ କରିବା ପାଇଁ ଜରୁରୀ ଥିଲେ ସରକାରଙ୍କଠାରୁ ଅନୁମତି ନେବା ପ୍ରକ୍ରିୟାକୁ ସରଳ କରାଯାଇଛି। ଏଥିପାଇଁ ସରକାର ଆଉ ୧୦ଟି ମେଡିକାଲ ବୋର୍ଡ ସ୍ଥାପନ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ପୂର୍ବରୁ କେବଳ କଟକ ସ୍ଥିତ ଏସ୍‌‌ସିବି ମେଡିକାଲ କଲେଜରେ ଗୋଟିଏ ମାତ୍ର ମେଡିକାଲ ବୋର୍ଡ ରହିଥିବାରୁ ଏହା ଉପରେ ଚାପ ରହୁଥିଲା ଏବଂ ନିଷ୍ପତ୍ତି ନେବାରେ ବିଳମ୍ବ ହେଉଥିଲା। ଗର୍ଭ ଧାରଣ କରିବାର ୨୪ ସପ୍ତାହ ଅବା ୬ ମାସ ପରେ ଗର୍ଭପାତ କରିବା ଲାଗି ସରକାରଙ୍କ ଅନୁମତି ନେବା ଜରୁରୀ। ସମ୍ବେଦନଶୀଳ ଅବା ଜରୁରୀ ପରିସ୍ଥିତିରେ ଗର୍ଭପାତ କରିବାକୁ ହୋଇଥାଏ।
ଏହି ପରିପ୍ରେକ୍ଷୀରେ ତୁରନ୍ତ ନିଷ୍ପତ୍ତି ପାଇଁ ସରକାର ଆଉ ୧୦ଟି ମେଡିକାଲ କଲେଜ ଏବଂ ଏମ୍‌‌ସ୍‌‌ ଭୁବନେଶ୍ୱରରେ ଗୋଟିଏ ଲେଖାଏଁ ବୋର୍ଡ ପ୍ରତିଷ୍ଠା କରିଛନ୍ତି। ବ୍ରହ୍ମପୁର ଏମ୍‌‌କେସଜି ମେଡିକାଲ କଲେଜ, ବୁର୍ଲାର ଭିଏସ୍‌‌ଏସ୍‌‌ ମେଡିକାଲ କଲେଜ, ବାଲେଶ୍ୱରର ଏଫ୍‌‌ଏମ୍‌‌ ମେଡିକାଲ କଲେଜ, ମୟୂରଭଞ୍ଜର ପିଆରଏମ୍‌‌ ମେଡିକାଲ କଲେଜ, ବଲାଙ୍ଗିରର ବିବି ମେଡିକାଲ କଲେଜ, କୋରାପୁଟର ଏସ୍‌‌ଏଲ୍‌‌ଏନ୍‌‌ ମେଡିକାଲ କଲେଜ, ପୁରୀର ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ, କେନ୍ଦୁଝର ସରକାରୀ ମେଡିକାଲ କଲେଜ, ସୁନ୍ଦରଗଡ଼ ମେଡିକାଲ କଲେଜ, ଏମ୍‌‌ସ୍‌‌ ଭୁବନେଶ୍ୱର ଏବଂ ଭୁବନେଶ୍ୱର ସ୍ଥିତ ପିଜି ଇନଷ୍ଟିଚ୍ୟୁଟ୍‌‌ ଅଫ୍‌‌ ମେଡିକାଲ ଏଜୁକେସନ୍‌‌ ଆଣ୍ଡ ରିସର୍ଚ୍ଚରେ ବୋର୍ଡ ଗଠନ କରାଯାଇଛି।

Powered by Froala Editor

Tags odisha got award again

Related articles Odisha News Lens 4.1

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର
    ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15886
    Nov 30, 2025
  • ସମ୍ମାନିତ ହେବେ ୧୬ଜଣ ଆଇକନ୍‌: ଏସଏସ୍‌ଆଇ ଭୁବନେଶ୍ୱରରେ ପାଳନ କରୁଛି ଜାତୀୟ କ୍ରୀଡା ...
    ଖେଳ ଖବର

    ସମ୍ମାନିତ ହେବେ ୧୬ଜଣ ଆଇକନ୍‌: ଏସଏସ୍‌ଆଇ ଭୁବନେଶ୍ୱରରେ ପାଳନ କରୁଛି ଜାତୀୟ କ୍ରୀଡା ...

    15855
    Nov 30, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14235
    Dec 02, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14079
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌
    ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15046
    Nov 30, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13887
    Dec 02, 2025
  •  ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍
    ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14887
    Dec 02, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14539
    Dec 02, 2025
  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର
    ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13694
    Nov 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14235
    Dec 02, 2025
  • ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13887
    Dec 02, 2025
  • ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15886
    Nov 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16969
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17312
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15784
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14887
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    15796
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14754
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14303
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14048
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14867
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14746
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14336
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13983
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14539
    Dec 02, 2025
  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14048
    Nov 30, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14079
    Dec 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In