Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବର୍ଷେ ହେବ ଛୁଟିରେ ଥିଲେ, ଫ୍ଲାଟ୍‌ରୁ ମିଳିଲା ସବ୍‌-ଇନ୍ସପେକ୍ଟରଙ୍କ ଗଳିତ ମୃତଦେହ

ବର୍ଷେ ହେବ ଛୁଟିରେ ଥିଲେ, ଫ୍ଲାଟ୍‌ରୁ ମିଳିଲା ସବ୍‌-ଇନ୍ସପେକ୍ଟରଙ୍କ ଗଳିତ ମୃତଦେହ

2023-04-27 17:03:11
14855
Share:
Facebook
Twitter
E-Mail
WhatsApp
Telegram
ବର୍ଷେ ହେବ ଛୁଟିରେ ଥିଲେ, ଫ୍ଲାଟ୍‌ରୁ ମିଳିଲା ସବ୍‌-ଇନ୍ସପେକ୍ଟରଙ୍କ ଗଳିତ ମୃତଦେହ

ମହାରାଷ୍ଟ୍ରର ମୁମ୍ବାଇର ଏକ ଫ୍ଲାଟରୁ ଜଣେ ମହିଳା ପୁଲିସ ଅଧିକାରୀଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି। ମୃତ ମହିଳା ପୁଲିସ ଅଧିକାରୀଙ୍କ ନାମ ଶୀତଲ ୟେଦକେ । ଯିଏକି ମୁମ୍ବାଇ ପୁଲିସରେ ସବ୍‌-ଇନ୍ସପେକ୍ଟର ଭାବେ ନିୟୋଜିତ ଥିଲେ।  ପୁଲିସ୍‌ ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ନେହରୁ ନଗରର ଏକ ଆପାର୍ଟମେଣ୍ଟର ପଞ୍ଚମ ତାଲାରେ ଏକ ଫ୍ଲାଟରେ ଏକୁଟିଆ ରହୁଥିଲେ ଶୀତଲ। ସେ ପାଖ ପଡ଼ୋଶୀଙ୍କ ସହିତ ବେଶି ମିଶାମିଶି କରୁ ନ ଥିଲେ। ତାଙ୍କ ଫ୍ଲାଟର କବାଟ କିଛି ଦିନ ହେବ ବନ୍ଦ ରହିଥିବା ବେଳେ ସେଥିରୁ ଦୁର୍ଗନ୍ଧ ବାହାରୁଥିବା ନେଇ ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ।

ପୁଲିସ୍‌ ପହଞ୍ଚି କବାଟ ଭାଙ୍ଗି ଭିତରକୁ ପଶିଥିଲା। ଘର ଭିତରେ ଶୀତଲଙ୍କ ମୃତଦେହ ଚଟାଣରେ ପଡ଼ିଥିବା ପୁଲିସ ଦେଖିବାକୁ ପାଇଥିଲା।  ଶୀତଲଙ୍କ ମୃତଦେହ ସମ୍ପୂର୍ଣ୍ଣ ପଚି ଯିବା ସହିତ ସେଥିରୁ ଗନ୍ଧ ବାହାରୁଥିଲା। ତେବେ ଶୀତଲ ଜୀବନ ହାରିଛନ୍ତି ନା ଆଉ କିଛି କାରଣରୁ ତାଙ୍କର ମୃତ୍ୟୁ ହୋଇଛି ସେଦିଗରେ ଯାଞ୍ଚ କରୁଛି ପୁଲିସ।

ମୁମ୍ବାଇର କୁର୍ଲାର  ନେହରୁ ନଗର ଥାନାରେ ୩୦ ବର୍ଷୀୟ ଶୀତଲ ସବ୍‌-ଇନ୍ସପେକ୍ଟର ଭାବେ କାମ କରୁଥିଲେ। ତେବେ ସେ ପ୍ରାୟ ଦେଢ ବର୍ଷ ହେବ ଛୁଟିରେ ଥିଲେ। ବର୍ଷେରୁ ଅଧିକ ସମୟ ଛୁଟିରେ ରହିବା କାରଣରୁ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିଲା। ତେବେ ତାଙ୍କର ଏପରି ମୃତ୍ୟୁ ପଛର କାରଣ କ’ଣ ତାହା ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନଥିଲା ।

Powered by Froala Editor

Tags sital

Related articles Odisha News Lens 4.1

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15605
    Apr 10, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15432
    Apr 11, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14308
    Apr 11, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    15090
    Apr 10, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14585
    Apr 11, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15418
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14630
    Apr 10, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15520
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14999
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15605
    Apr 10, 2026
  • ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15432
    Apr 11, 2026
  • ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14308
    Apr 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17412
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17469
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17822
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16298
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14308
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15554
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14408
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14602
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15762
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15324
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15054
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15558
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13855
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15355
    Apr 11, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15432
    Apr 11, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15605
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In