Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ ...

  • ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ...

  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ...

  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ...

  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ ...

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ...

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ...

  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୂଜା କରିବାକୁ ମହିଳାଙ୍କୁ ମିଳିବ ସ୍ପେଶାଲ ଛୁଟି

ପୂଜା କରିବାକୁ ମହିଳାଙ୍କୁ ମିଳିବ ସ୍ପେଶାଲ ଛୁଟି

2023-04-29 17:21:54
16361
Share:
Facebook
Twitter
E-Mail
WhatsApp
Telegram
ପୂଜା କରିବାକୁ ମହିଳାଙ୍କୁ ମିଳିବ ସ୍ପେଶାଲ ଛୁଟି

ଏଣିକି ମହିଳା କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି ପୁଡୁଚେରୀ ସରକାର। ୮ ଘଣ୍ଟାର ଅଫିସ୍‌ ଟାଇମ୍‌ରୁ ୨ ଘଣ୍ଟା ସେମାନେ କରି ପାରିବେ ଠାକୁରଙ୍କ ପୂଜା। ଏଥିନିମନ୍ତେ ମାସର ୩ଟି ଶୁକ୍ରବାର ମିଳିବ ୨ ଘଣ୍ଟାର ସ୍ପେଶାଲ ଛୁଟି।

ଶୁକ୍ରବାର ସକାଳ ୮ଟା ୪୫ରୁ ୧୦ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ସେମାନେ ନିଜ ଘରେ ପୂଜା କରି କାର୍ଯ୍ୟାଳୟ ଆସିପାରିବେ।  ଏଥିପାଇଁ କାର୍ଯ୍ୟାଳୟରେ ସେମାନଙ୍କୁ କୌଣସି ପ୍ରକାର ବାଧା ଦିଆଯିବ ନାହିଁ ବୋଲି କୁହାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, କେବଳ ମହିଳା କର୍ମଚାରୀ ଥିବା କାର୍ଯ୍ୟାଳୟ ପାଇଁ ଏହି ନିୟମ ଲାଗୁ ହେବ। ହେଲେ କାମ ଯେପରି ପ୍ରଭାବିତ ନ ହେବ ସେଥିନିମନ୍ତେ ପାଳି କରି ସମସ୍ତ ମହିଳା କର୍ମଚାରୀଙ୍କୁ ଏହି ଛୁଟି ଦିଆଯିବ। ସେହିପରି ହସ୍ପିଟାଲ, ଥାନା ଓ ଶିକ୍ଷାନୁଷ୍ଠାନ ଆଦି କ୍ଷେତ୍ରରେ ନିୟୋଜିତ ମହିଳାଙ୍କୁ ଏଥିରୁ ବାଦ୍ ଦିଆଯାଇଛି।  

ସରକାରଙ୍କ ଏହି ପଦକ୍ଷେପକୁ ବିରୋଧୀ ଡିଏମ୍‌କେ ସମାଲୋଚନା କରିଛି। ପୁଡ଼ୁଚେରୀ ଲୋକଙ୍କ ଉପରେ ରାଜ୍ୟ ସରକାର ଆରଏସ୍‌ଏସ୍‌ ବିଚାରଧାରା ଲଦି ଦେଉଥିବା ଡିଏମ୍‌କେ ଅଭିଯୋଗ କରିଛି। 

Powered by Froala Editor

Tags pooja

Related articles Odisha News Lens 4.1

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର
    ମନୋରଞ୍ଜନ

    ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15054
    Nov 20, 2026
  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !
    ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14664
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ
    ବାଣିଜ୍ୟ

    ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13770
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ
    ଦେଶ-ଦେଶାନ୍ତର

    ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13584
    Nov 20, 2026
  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ
    ଦେଶ-ଦେଶାନ୍ତର

    ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15508
    Nov 20, 2026
  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14045
    Nov 20, 2026
  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...
    ଦେଶ-ଦେଶାନ୍ତର

    ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...

    13601
    Nov 19, 2026
  • ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ, ଦଳ ...
    ରାଜନୀତି

    ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ, ଦଳ ...

    14894
    Nov 20, 2026
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା
    ରାଜନୀତି

    ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା

    15046
    Nov 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13770
    Nov 20, 2026
  • ମନୋରଞ୍ଜନ

    ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15054
    Nov 20, 2026
  • ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14045
    Nov 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17297
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18000
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18369
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15394
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14800
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14426
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15769
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14550
    Nov 07, 2026

ବାଣିଜ୍ୟ

ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର: ଗୋଷ୍ଠୀ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଏବଂ ପ୍ରତିଷେଧକ ସ୍ୱାସ୍ଥ୍ୟ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ବେଦାନ୍ତ ଆଲୁମିନିୟମ ରାୟଗଡ଼ା, କାଶିପୁର, ଭବାନୀପାଟଣା ...

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13770
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15726
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14350
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15200
    Nov 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15508
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13584
    Nov 20, 2026
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା

    15046
    Nov 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In