Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ମୁଁ ନିର୍ଦ୍ଦୋଷ, ତେଣୁ ଅପରାଧୀ ହିସାବରେ ଇସ୍ତଫା ଦେବାର ପ୍ରଶ୍ନ ଉଠୁନି

ମୁଁ ନିର୍ଦ୍ଦୋଷ, ତେଣୁ ଅପରାଧୀ ହିସାବରେ ଇସ୍ତଫା ଦେବାର ପ୍ରଶ୍ନ ଉଠୁନି

2023-04-29 18:05:07
15349
Share:
Facebook
Twitter
E-Mail
WhatsApp
Telegram
ମୁଁ ନିର୍ଦ୍ଦୋଷ, ତେଣୁ ଅପରାଧୀ ହିସାବରେ ଇସ୍ତଫା ଦେବାର ପ୍ରଶ୍ନ ଉଠୁନି

ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂ ତାଙ୍କ ଉପରେ ଲାଗିଥିବା ଯୌନ ଶୋଷଣ ଅଭିଯୋଗୁକୁ ଖୋଲାଖୋଲି ଖଣ୍ଡନ କରିଛନ୍ତି। ସେ କହିଛନ୍ତି ‘ମୁଁ ସମ୍ପୂର୍ଣ୍ଣ ରୂପେ ନିର୍ଦ୍ଦୋଷ, ତେଣୁ ଅପରାଧୀ ହିସାବରେ ଇସ୍ତଫା ଦେବାର ପ୍ରଶ୍ନ ଉଠୁନି। ମୋର କାହା ବିରୋଧରେ କିଛି ଅଭିଯୋଗ ନାହିଁ। ମୁଁ ଯେକୌଣସି ଯାଞ୍ଚର ସମ୍ମୁଖୀନ ହେବାକୁ ପ୍ରସ୍ତୁତ । ନ୍ୟାୟ ବ୍ୟବସ୍ଥା ଉପରେ ଭରସା ଅଛି ଓ ନ୍ୟାୟ ପାଇବି ବୋଲି ଆଶା ରଖିଛି। ’ ଦିଲ୍ଲୀ ପୁଲିସ୍‌ ଗତ ରାତିରେ ଭାରତୀୟ କୁସ୍ତି ମହାସଂଘ ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ୨ଟି ଯୌନ ଉତ୍ପୀଡ଼ନ ମାମଲା ରୁଜୁ କରିଥିବା ବେଳେ ଆଜି ସଫେଇରେ ସେ ଏପରି କହିଛନ୍ତି।

ସୂଚନାଯୋଗ୍ୟ,ବ୍ରିଜ ଭୂଷଣଙ୍କ ଉପରେ କେତେଜଣ ଯୁବତି ଯୌନ ଶୋଷଣ ଅଭିଯୋଗ ଆଣିଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ରହିଛନ୍ତି। ବ୍ରିଜଭୂଷଣ ମିଡିଆକୁ କହିଛନ୍ତି, ମୋ ଉପରେ ଯେଉଁ ଅଭିଯୋଗ ଆସିଛି ସେଥିରେ ଜଣେ ନାବାଳିକା ବି ରହିଛନ୍ତି। ଏବେ ମୋର ପ୍ରଶ୍ନ ଯେ ସେହି ନାବାଳିକାଙ୍କୁ ଯାଞ୍ଚ କମିଟି ସାମ୍ନାରେ କାହିଁକି ହାଜର କରାଯାଉନାହିଁ। 

ଏଥିସହ ସେ କହିଛନ୍ତି, ଯେଉଁମାନେ ଧାରଣାରେ ବସିଛନ୍ତି ସେମାନଙ୍କ ଦାବି ସବୁବେଳେ ବଦଳିବାରେ ଲାଗିଛି। ପ୍ରଥମେ ସେମାନେ ମୋର ଇସ୍ତଫା ଦାବି କଲେ। ହେଲେ ଇସ୍ତଫା ଦେବା ଅର୍ଥ ନିଜ ଦୋଷ ସ୍ୱୀକାର କରିବା ଭାବି ମୁଁ ଇସ୍ତଫା ଦେବାକୁ ମନା କଲି । ଏହାପରେ ୪ ମାସ ପର୍ଯ୍ୟନ୍ତ ସେମାନେ ମୋ’ ବିରୋଧରେ ବହୁ ଲୋକଙ୍କୁ ଉସୁକାଇଲେ ଓ ନୂଆ ନୂଆ ଲୋକଙ୍କୁ ନିଜ ସପକ୍ଷରେ ଛିଡ଼ା କରାଇଲେ । ଏବେ ସେମାନେ ମୋ’ ଗିରଫଦାରୀ ଦାବି କରୁଛନ୍ତି ବୋଲି କହିଛନ୍ତି ବ୍ରିଜ ଭୂଷଣ ଶରଣ ସିଂ । ମୁଁ ଏଯାଏ ଏଫଆଇଆର କପି ପାଇନାହିଁ। କପି ପାଇବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି ସେ କହିଛନ୍ତି ।

Powered by Froala Editor

Tags brijbhusan

Related articles Odisha News Lens 4.1

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14227
    Mar 03, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14065
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14761
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14983
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14590
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15317
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13828
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14998
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14618
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14590
    Mar 03, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14983
    Mar 04, 2026
  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14618
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14618
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13828
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15008
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14628
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14429
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14998
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13828
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14618
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In