Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚାରିଧାମ ଯାତ୍ରା ବନ୍ଦ

ଚାରିଧାମ ଯାତ୍ରା ବନ୍ଦ

2023-04-30 08:20:57
15678
Share:
Facebook
Twitter
E-Mail
WhatsApp
Telegram
ଚାରିଧାମ ଯାତ୍ରା ବନ୍ଦ

ଶ୍ରୀନଗର : ଚାରିଧାମ ଯାତ୍ରା ବନ୍ଦ । ଖରାପ ପାଣିପାଗ ଯୋଗୁଁ ଚାରିଧାମ ଯାତ୍ରା ବନ୍ଦ ହୋଇଛି । କେଦାରନାଥରେ ପ୍ରବଳ ତୁଷାରପାତ ହେଉଥିବା ବେଳେ ବଦ୍ରିନାଥ ହାଇୱେ ପଥର ଧସିବା ଯୋଗୁଁ ବନ୍ଦ ରହିଛି । ଯାତ୍ରୀଙ୍କ ସୁରକ୍ଷା ନେଇ ଶ୍ରୀନଗର ପୋଲିସ ସତର୍କତାମୂଳକ ପଦକ୍ଷେପ ନେଇଛି । ଚାରିଧାମ ଯାତ୍ରା ପାଇଁ ଯୋଜନା କରୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ବଡ ଖବର । ଖରାପ ପାଣିପାଗ ଯୋଗୁଁ ଚାରିଧାମ ଯାତ୍ରା ବନ୍ଦ କରାଯାଇଛି। ଭୂସ୍ଖଳନ ଆଶଙ୍କା ଥିବାରୁ ଭକ୍ତମାନଙ୍କ ସୁରକ୍ଷା ପାଇଁ ଏହି ଯାତ୍ରା ବନ୍ଦ କରାଯାଇଛି । କେଦାରନାଥ ଏବଂ ବଦ୍ରିନାଥରେ ଖରାପ ପାଗ ଯୋଗୁଁ ଶ୍ରୀନଗର ପୋଲିସ ଏହି ସତର୍କତାମୂଳକ ପଦକ୍ଷେପ ନେଇଛି। ଯାତ୍ରୀମାନଙ୍କର ଯେଭଳି କୌଣସି ପ୍ରକାରର ଅସୁବିଧା ହେବ ନାହିଁ ସେ ନେଇ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ତେବେ ପାଗ ଠିକ୍ ହେଲା ପରେ ଶ୍ରଦ୍ଧାଳୁ ଯାତ୍ରା ଜାରି ରଖିବାକୁ ନିବେଦନ କରାଯାଇଛି।

ତେବେ ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାରେ ପାହାଡ ଧସି ରାସ୍ତା ଜାମ୍‌ ହୋଇଛି । ତେଣୁ ବଦ୍ରିନାଥ ହାଇୱେ ବନ୍ଦ ହୋଇଯାଇଛି । ଦିଲ୍ଲୀ-ଏନସିଆର, ୟୁପି, ରାଜସ୍ଥାନ ସହିତ ଦେଶର ଅନ୍ୟ ରାଜ୍ୟରୁ ଆସିବାକୁ ଥିବା ଯାତ୍ରୀଙ୍କ ମୁସ୍କିଲ ବଢିଯାଇଛି ।ଏନେଇ ଉତ୍ତରାଖଣ୍ଡ ସରକାର ୯ଟି ଭାଷା ତାମିଲ, ମାଲାୟାଲମ୍, ତେଲୁଗୁ, କନ୍ନଡ, ବଙ୍ଗାଳୀ, ଗୁଜୁରାଟୀ, ପଞ୍ଜାବୀ, ମରାଠୀ ଏବଂ ଓଡିଆରେ ଏସଓପି ଜାରି କରିଛନ୍ତି।

କେଦାରନାଥ ଧାମରେ ଗତ ୧୨ ଦିନ ଧରି ତୁଷାରପାତ ଜାରି ରହିଛି । ଏପ୍ରିଲ ୩୦ ରୁ ଚାରି ଦିନ ଉତ୍ତରପ୍ରଦେଶରେ ପାଗ ଖରାପ ହେବ, ଖରାପ ପାଗ ଉପରେ ମଧ୍ୟ ଏକ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତରାଖଣ୍ଡର ଖରାପ ପାଗ ଯୋଗୁଁ ତୀର୍ଥଯାତ୍ରୀମାନେ ବର୍ଷା ଓ ତୁଷାରପାତ ପରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ସୂଚନାଯୋଗ୍ୟ, ୨୫ ଏପ୍ରିଲରେ କେଦାରନାଥ ଧାମର କପାଟ ଖୋଲିଥିବା ବେଳେ ୨୭ ଏପ୍ରିଲରେ ବଦ୍ରିନାଥ ଏବଂ ଏପ୍ରିଲ୍ ୨୨ ରେ ଗଙ୍ଗୋତ୍ରୀ-ଯମୁନୋତ୍ରୀ ଧାମର ଦ୍ୱାର ଦର୍ଶନ ପାଇଁ ଖୋଲା ଯାଇଥିଲା । ବଦ୍ରିନାଥ ଏବଂ କେଦାରନାଥ ଧାମରେ ବରଫ ବର୍ଷା ହେଉଛି । ଗୋଟେ ଫୁଟରୁ ଅଧିକ ବରଫ ଜମି ରହିଛି । ମନ୍ଦିରକୁ ଯିବା ବାଟରୁ ବରଫ ହଟାଇ ଦିଆଯାଇଛି । ଗତ କିଛିଦିନରେ ଲଗାତାର ବରଫ ବର୍ଷା ହେବା ଯୋଗୁଁ କେଦାରନାଥ ଧାମରେ ରେଜିଷ୍ଟ୍ରେସନ ୩୦ ଏପ୍ରିଲ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ କେଦାରନାଥ ଧାମ ସ୍ଥଳର ପାଣିପାଗ ଖରାପ ରହିବ । ବରଫପାତ କିମ୍ବା ବର୍ଷା ହେବା ଯୋଗୁଁ ଭୟରେ ଯାତ୍ରୀଙ୍କୁ ଭଦ୍ରକାଳୀ ଏବଂ ବ୍ୟାସୀ ପାଖରେ ଅଟକାଯାଉଛି । ତେବେ ପାଣିପାଗ ସ୍ଥିତି ଦେଖି ଆଗକୁ ଯାତ୍ରା ବିଷୟରେ ନିଷ୍ପତ୍ତି ନିଆଯିବ । ଯଦି ପାଗ ଅନୁକୂଳ ରହିଲା ତେବେ ମଙ୍ଗଳବାରରୁ ଯାତ୍ରୀଙ୍କୁ ଅନୁମତି ମିଳିବ । ଏହି ବର୍ଷ କେଦାରନାଥ ଯାତ୍ରା ପାଇଁ ପାଖାପାଖି ୬ ଲକ୍ଷ ରେଜିଷ୍ଟ୍ରେସନ ହୋଇଛି । ୨୫ ଏପ୍ରିଲରୁ ୨୯ ଏପ୍ରିଲ ପର୍ଯ୍ୟନ୍ତ ୧ ଲକ୍ଷରୁ ଅଧିକ ଭକ୍ତ ମନ୍ଦିର ଯିବାକୁ ରେଜିଷ୍ଟ୍ରେସନ କରିଛନ୍ତି ।



Powered by Froala Editor

Tags Chardham yatra

Related articles Odisha News Lens 4.1

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14011
    Oct 15, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15505
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15649
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14338
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14981
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13526
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15214
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13604
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13922
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13604
    Oct 14, 2026
  • ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15505
    Oct 14, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14338
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14586
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14691
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15696
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14369
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16105
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13751
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14940
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15214
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15649
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In