Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

ରାଜ୍ୟ
Home ›› ରାଜ୍ୟ ››ଦିନକୁ ଦିନ ନୂଆ ଉପାୟରେ ଠକିବାରେ ଲାଗିଛନ୍ତି ସାଇବର ଅପରାଧୀ

ଦିନକୁ ଦିନ ନୂଆ ଉପାୟରେ ଠକିବାରେ ଲାଗିଛନ୍ତି ସାଇବର ଅପରାଧୀ

2023-05-01 06:55:18
15323
Share:
Facebook
Twitter
E-Mail
WhatsApp
Telegram
ଦିନକୁ ଦିନ ନୂଆ ଉପାୟରେ ଠକିବାରେ ଲାଗିଛନ୍ତି ସାଇବର ଅପରାଧୀ

ଭୁବନେଶ୍ୱର : ଓଡ଼ିଶାରେ ସାଇବର ଅପରାଧ ବଢ଼ିବା ସହ ଦୈନିକ ସାଇବର ଠକେଇର ଶିକାର ହେଉଛନ୍ତି ସାଧାରଣ ଜନତା । ପୁଲିସ ପକ୍ଷରୁ ଲୋକଙ୍କୁ ଯେତେ ସଚେତନ କରାଗଲେ ମଧ୍ୟ ସାଇବର ଅପରାଧୀ ଦିନକୁ ଦିନ ନୂଆ ନୂଆ ଉପାୟରେ ଠକିବାରେ ଲାଗିଛନ୍ତି। ସାଇବର ଓ ଅର୍ଥନୈତିକ ଅପରାଧର ତଦନ୍ତ ତଥା ମାମଲା ପରିଚାଳନା ପାଇଁ ଭୁବନେଶ୍ୱର, କଟକ, ପୁରୀ, ବାଲେଶ୍ୱର, ରାଉରକେଲା, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ସମ୍ବଲପୁର, ବଲାଙ୍ଗୀର, ଅନୁଗୁଳ, ବ୍ରହ୍ମପୁର, କନ୍ଧମାଳ ଓ କୋରାପୁଟରେ ସାଇବର ଥାନା ଖୋଲାଯାଇଛି। ଏହି ୧୪ଟି ସ୍ବତନ୍ତ୍ର ଥାନା ବ୍ୟତୀତ ରାଜ୍ୟର ସମସ୍ତ ଥାନାକୁ ସାଇବର ଅପରାଧର ପଞ୍ଜୀକରଣ ଓ ତଦନ୍ତ ପାଇଁ ନିର୍ଦେଶ ଦିଆଯାଇଛି। ଏଥିପାଇଁ ବିଭିନ୍ନ ଥାନାରେ ସାଇବର ସହାୟତା କକ୍ଷ ଖୋଲାଯାଇଛି ଏବଂ ଠକେଇର ଶିକାର ହେଉଥିବା ଲୋକେ ୧୯୩୦ ନମ୍ବରରେ ଫୋନ୍‍ କରି ପୁଲିସ ସହାୟତା ନେବାର ବ୍ୟବସ୍ଥା ଅଛି। ରାଜ୍ୟରେ ଗତବର୍ଷ ୧୯୮୩ଟି ସାଇବର ଅପରାଧ ମାମଲା ରୁଜୁ କରାଯାଇ ୪୪୧ଜଣଙ୍କୁ ଗିରଫ କରାଯାଇଛି। ଏହି ଘଟଣାରେ ପୁଲିସ ଠକଙ୍କଠାରୁ ପ୍ରାୟ ୨କୋଟି ଟଙ୍କା ଆଦାୟ କରି ଠକାମିର ଶିକାର ହୋଇଥିବା ଲୋକଙ୍କ ଜମାଖାତାକୁ ଫେରିଛି। ମାତ୍ର ସାଇବର ଠକେଇ ମାମଲାେର ଗିରଫ ସଂଖ୍ୟା ଆଖିଦୃଶିଆ େହଉ ନ ଥିବାବେଳେ ଦଣ୍ଡବିଧାନ ହାର ନ େହବା ସଦୃଶ। ୨୦୨୨ ଅଗଷ୍ଟ ମାସରେ ପ୍ରକାଶ ପାଇଥିବା ଜାତୀୟ କ୍ରାଇମ େରକର୍ଡ ବ୍ୟୁରୋ ତଥ୍ୟ ଅନୁସାରେ ୨୦୨୦ ଶେଷ ସୁଦ୍ଧା ଓଡ଼ିଶାରେ ୧୦୪୯ଟି ସାଇବର ଅପରାଧ ମାମଲା ବିଚାର ପ୍ରତୀକ୍ଷାରେ ଥିବାବେଳେ ୨୦୨୧ ବର୍ଷରେ ୩୧୩ଟି ମାମଲାର ବିଚାର ହୋଇନାହିଁ। ୨୦୨୧ ବର୍ଷ ବେଳକୁ ରାଜ୍ୟରେ ୧୩୬୨ଟି ସାଇବର ମାମଲା ବିଚାର ପ୍ରତୀକ୍ଷାରେ ଥିବାବେଳେ ଉକ୍ତ ବର୍ଷରେ ମାତ୍ର ଦୁଇଟି ମାମଲା ଫଇସଲା ହୋଇଥିଲା ଏବଂ ଦୁଇଟିଯାକରେ ଅଭିଯୁକ୍ତମାନେ ନିର୍ଦୋଷରେ ଖଲାସ ହୋଇଥିଲେ ।
ରାଜ୍ୟରେ ସାଇବର ଅପରାଧରେ ଦଣ୍ଡବିଧାନ ହାର ଶୂନ ପ୍ରତିଶତ ଥିବା ଏନ୍‍ସିଆର୍‍ବି ବିବରଣୀରେ ଦର୍ଶାଯାଇଛି। ବିବରଣୀ ମୁତାବକ ବର୍ଷରେ ୦.୧ ପ୍ରତିଶତ ସାଇବର ମାମଲା ଫଇସଲା ହୋଇଛି ଏବଂ ୯୯.୯ ପ୍ରତିଶତ ପୁରୁଣା ମାମଲା ପଡ଼ିରହୁଛି। ଏନ୍‍ସିଆର୍‍ବି ତଥ୍ୟ ମୁତାବକ ଜାତୀୟ ସ୍ତରରେ ଫଇସଲା ହାର ୧୩ ପ୍ରତିଶତ ଥିବାବେଳେ ଦଣ୍ଡବିଧାନ ହାର ୪୨.୫ ପ୍ରତିଶତ ରହିଛି। ୨୦୨୧ ଶେଷ ସୁଦ୍ଧା ୫୪୯୭୯ଟି ସାଇବର ମାମଲା ବିଚାର ପ୍ରତୀକ୍ଷାରେ ଥିବାବେଳେ ସେଥିରୁ ୭୧୩୯ଟି ଫଇସଲା ହୋଇଥିଲା ଏବଂ ୪୯୧ଟିରେ ଦଣ୍ଡବିଧାନ ହୋଇଥିବା ବେଳେ ୫୭୭ଟିରେ ଅଭିଯୁକ୍ତ ଖସି ଯାଇଥିଲେ। ରାଜ୍ୟରେ ସାଇବର ଠକେଇ ଅଭିଯୋଗ ବଢ଼ିବା ଫଳରେ ଅନେକ ପରିବାର ସର୍ବସ୍ୱାନ୍ତ ହେଉଛନ୍ତି। କେତେକ କ୍ଷେତ୍ରରେ ଠକଙ୍କଠାରୁ ଅର୍ଥ ଆଦାୟ ହେଉଛି। ତେବେ ଅଧିକାଂଶ କ୍ଷେତ୍ରରେ ଠକମାନେ ଖସି ଯାଉଥିବାେବଳେ ଠକେଇ ମାମଲାର ବିଚାର ବିଳମ୍ବିତ ହେଉଛି। ସାଇବର ମାମଲାର ତଦନ୍ତ ପାଇଁ ଓଡ଼ିଶା ପୁଲିସର ଆବଶ୍ୟକ ସଂଖ୍ୟକ ତାଲିମପ୍ରାପ୍ତ କର୍ମଚାରୀ ନାହାନ୍ତି କିମ୍ବା ସେପରି ଭିତ୍ତିଭୂମି ନାହିଁ ବୋଲି ପୂର୍ବତନ ବରିଷ୍ଠ ପୁଲିସ ଅଧିକାରୀ ମତ ଦେଇଛନ୍ତି।

Powered by Froala Editor

Tags cyber crime

Related articles Odisha News Lens 4.1

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13791
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15246
    Sep 22, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14191
    Sep 22, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14604
    Sep 21, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13826
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13525
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13936
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15421
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14753
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14753
    Sep 21, 2026
  • ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14191
    Sep 22, 2026
  • ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15246
    Sep 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17116
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17800
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17777
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18185
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14763
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14449
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14698
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16328
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14846
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15611
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15369
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14664
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14337
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13525
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14191
    Sep 22, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13826
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In