Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ...

  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

ରାଜ୍ୟ
Home ›› ରାଜ୍ୟ ››ରଥଖଳାରେ ତୁମ୍ବ ବିନ୍ଧ କାର୍ଯ୍ୟ ଜାରି

ରଥଖଳାରେ ତୁମ୍ବ ବିନ୍ଧ କାର୍ଯ୍ୟ ଜାରି

2023-05-01 08:55:06
15753
Share:
Facebook
Twitter
E-Mail
WhatsApp
Telegram
ରଥଖଳାରେ ତୁମ୍ବ ବିନ୍ଧ କାର୍ଯ୍ୟ ଜାରି

ପୁରୀ: ରଥଖଳାରେ ରଥ ନିର୍ମାଣ କ୍ରମରେ ଆଜି ତିନି ରଥର ମୁଖ୍ୟ ମହାରଣାମାନେ ତୁମ୍ବ ବିନ୍ଧ କାର୍ଯ୍ୟ ଜାରି ରଖିଛନ୍ତି। ଗତକାଲି ତୁମ୍ବ ବିନ୍ଧ ଅନୁକୂଳ ପୂଜା ସମ୍ପନ୍ନ ପରେ ପ୍ରତି ତୁମ୍ବ ପାଇଁ ଆବଶ୍ୟକ ଥିବା ୧୬ ଯୋଡ଼ା ବିନ୍ଧରୁ ତିନିରଥର ଅଧିକାଂଶ ତୁମ୍ବର ୮ଯୋଡ଼ା ବିନ୍ଧ କାର୍ଯ୍ୟ ଶେଷ ହୋଇଥିଲା। ଆଜି ତାଳଧ୍ବଜ ରଥର ୧୪ଟି ତୁମ୍ବରୁ ୫ଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ହୋଇଛି। ବାକି ୯ଟି ତୁମ୍ବର ୭୦ ପ୍ରତିଶତ ବିନ୍ଧ କାର୍ଯ୍ୟ ସରିଛି। ଦେବଦଳନ ରଥର ୧୨ ତୁମ୍ବ ଓ ନନ୍ଦିଘୋଷ ରଥର ୧୬ ଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ତିନିରଥର ତୁମ୍ବ ବିନ୍ଧ ପରେ ଅର କଣ୍ଟା ବସିବା ପାଇଁ ଅଗର ବିନ୍ଧ କରାଯାଇ ବିନ୍ଧ ସଂଶୋଧନ କାର୍ଯ୍ୟ କରାଯିବ। ଅର୍ଥାତ ତୂମ୍ବରେ ଅର ସଂଯୋଗ ପାଇଁ ହୋଇଥିବା ବିନ୍ଧଗୁଡ଼ିକର ଆବଶ୍ୟକତାକୁ ପରଖି ନିହାଣ ମରା କାର୍ଯ୍ୟ କରାଯିବ। ଏଥିସହ ଦୋଳବେଦି କୋଣସ୍ଥିତ ଅସ୍ଥାୟୀ କମାରଶାଳରେ ତିନିରଥର ଓଝା ସେବକମାନେ ପ୍ରତି ରଥର ପ୍ରାୟ ୬ /୬ ଟି ତୁମ୍ବ ପାଇଁ ଆବଶ୍ୟକୀୟ ଅର କଣ୍ଟା ପ୍ରସ୍ତୁତି ଶେଷ କରିଛନ୍ତି। ବାକି ତୁମ୍ବଗୁଡିକ ପାଇଁ ଅର ଅଣ୍ଟା ପ୍ରସ୍ତୁତି ସହ ତୁମ୍ବପାଇଁ ପନ୍ଦାରି ବଳା ନିର୍ମାଣ ଆରମ୍ଭ କରିଛନ୍ତି। ଆଜି ମୋଟ୍‌ ୧୨୧ ଜଣ ରଥ କାର୍ଯ୍ୟରେ ସାମିଲ ହୋଇଛନ୍ତି।

Powered by Froala Editor

Tags Ratha khala

Related articles Odisha News Lens 4.1

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14211
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13651
    May 13, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15095
    May 13, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    14038
    May 12, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ
    ମନୋରଞ୍ଜନ

    ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13588
    May 13, 2026
  • ବଢ଼ିପାରେ ତେଲ ଦର
    ଦେଶ-ଦେଶାନ୍ତର

    ବଢ଼ିପାରେ ତେଲ ଦର

    13865
    May 13, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13773
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15319
    May 13, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13517
    May 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13651
    May 13, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13773
    May 13, 2026
  • ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15319
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17471
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17521
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17879
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16352
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15574
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16107
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14549
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15519
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15256
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15135
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14278
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15319
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13651
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In