Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

  • ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ...

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ...

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୮୯ ବର୍ଷରେ ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ମଣିଲାଲ ଗାନ୍ଧିଙ୍କ ପରଲୋକ

୮୯ ବର୍ଷରେ ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ମଣିଲାଲ ଗାନ୍ଧିଙ୍କ ପରଲୋକ

2023-05-02 17:27:03
15319
Share:
Facebook
Twitter
E-Mail
WhatsApp
Telegram
୮୯ ବର୍ଷରେ ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ମଣିଲାଲ ଗାନ୍ଧିଙ୍କ ପରଲୋକ

ରାଷ୍ଟ୍ରପିତା ମହାତ୍ମା ଗାନ୍ଧିଙ୍କ ନାତି ତଥା ସାମାଜିକ- ରାଜନୈତିକ କାର୍ଯ୍ୟକର୍ତ୍ତା ଅରୁଣ ମଣିଲାଲ ଗାନ୍ଧିଙ୍କର ମଙ୍ଗଳବାର ପରଲୋକ ଘଟିଛି।  ଆଜି କୋଲହାପୁରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୯୩୪ରେ ଦକ୍ଷିଣ ଆଫ୍ରିକାର ଡର୍ବାନରେ ଜନ୍ମ ଗ୍ରହଣ କରିଥିବା ଅରୁଣଙ୍କୁ ମୃତ୍ୟୁ ବେଳକୁ ୮୯ ବର୍ଷ ବୟସ ହୋଇଥିଲା। ଅରୁଣ ଗାନ୍ଧିଙ୍କ ପୁଅ ତୁଷାର ଗାନ୍ଧି ମଙ୍ଗଳବାର ଟୁଇଟ କରି ଏହି ଦୁଃଖଦ ଖବରର ସୂଚନା ଦେଇଛନ୍ତି।

ଅରୁଣ ଗାନ୍ଧି ମହାତ୍ମା ଗାନ୍ଧିଙ୍କ ଦ୍ବିତୀୟ ପୁତ୍ର ମଣିଲାଲ ଗାନ୍ଧିଙ୍କ ପୁତ୍ର ଥିଲେ। ତେବେ ଅରୁଣ ଗାନ୍ଧି ଦୀର୍ଘଦିନ ହେବ ଅସୁସ୍ଥ ଥିଲେ। ସେ ଜଣେ ଲେଖକ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ। ଫେବୃଆରୀ ୨୮ରେ ଅରୁଣ ଗାନ୍ଧି କୋଲହାପୁର ଆସିଥିଲେ। ଏଠାରେ ଥିବା ଅବନୀ ସଂସ୍ଥାନରେ ସେ କିଛି ଦିନ ରହିବାର ଥିଲା। ଆଜି ସକାଳେ ସେଠାରେ ଥିବା ବେଳେ ଅରୁଣ ଗାନ୍ଧିଙ୍କ ଦେହାନ୍ତ ହୋଇଛି।

ସାମାଜିକ କର୍ମୀ ଅନୁରାଧା ଭୋସଲେଙ୍କ ଦ୍ୱାରା ପରିଚାଳିତ ଅବନୀ ସଂସ୍ଥାକୁ ବିଗତ ୨୪ ବର୍ଷ ହେଲାଣି ଅରୁଣ ଗାନ୍ଧି ନିୟମିତ ଆସୁଥିଲେ। ଏହି ସଂଗଠନ ବାସହୀନ ଝିଅ ଓ ମହିଳାଙ୍କ ସୁରକ୍ଷା ଉପରେ କାମ କରେ।

Powered by Froala Editor

Tags arun

Related articles Odisha News Lens 4.1

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15250
    Dec 11, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13544
    Dec 11, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା
    ବିଶେଷ

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15106
    Dec 11, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15000
    Dec 11, 2025
  • ବକ୍ସ ଅଫିସରେ
    ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14608
    Dec 11, 2025
  •  ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌
    ଦେଶ-ଦେଶାନ୍ତର

    ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13732
    Dec 11, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14628
    Dec 11, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15378
    Dec 11, 2025
  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ
    ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14680
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13544
    Dec 11, 2025
  • ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15000
    Dec 11, 2025
  • ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15250
    Dec 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17156
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17246
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17590
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16064
    Apr 03, 2021

ବିଶେଷ

  • କେଶ ଝଡିବା ରୋକିବ ଏହି ମାସ୍କ

    15278
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15106
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16051
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13903
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15962
    Dec 08, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15135
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14233
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14919
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15154
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ଝଡିବା ରୋକିବ ଏହି ମାସ୍କ

    15278
    Dec 12, 2025
  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13732
    Dec 11, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14628
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In