Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

Home ›› ››ସମଲିଙ୍ଗୀ ଦମ୍ପତିଙ୍କ ସମସ୍ୟା ବୁଝିବାକୁ କମିଟି ଗଠନ କରିବେ କେନ୍ଦ୍ର ସରକାର

ସମଲିଙ୍ଗୀ ଦମ୍ପତିଙ୍କ ସମସ୍ୟା ବୁଝିବାକୁ କମିଟି ଗଠନ କରିବେ କେନ୍ଦ୍ର ସରକାର

2023-05-03 18:19:22
15073
Share:
Facebook
Twitter
E-Mail
WhatsApp
Telegram
ସମଲିଙ୍ଗୀ ଦମ୍ପତିଙ୍କ ସମସ୍ୟା ବୁଝିବାକୁ କମିଟି ଗଠନ କରିବେ କେନ୍ଦ୍ର ସରକାର

ସମଲିଙ୍ଗୀ ଦମ୍ପତିଙ୍କୁ ଆଇନଗତ ମାନ୍ୟତା ନ ଦେଇ ମଧ୍ୟ ସେମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ କେନ୍ଦ୍ର ସରକାର ଗୋଟିଏ କମିଟି ଗଠନ କରିବେ। ଏହି କମିଟି କ୍ୟାବିନେଟ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ହେବ।  କ୍ୟାବିନେଟ୍‌ ସଚିବଙ୍କ ନେତୃତ୍ବରେ ଏକ କମିଟି ଗଠନ କରାଯିବ ବୋଲି ଆଜି କେନ୍ଦ୍ର ସରକାରଙ୍କ ତରଫରୁ ସଲିସିଟର୍‌ ଜେନେରାଲ୍‌ ତୁଷାର ମେହେଟ୍ଟା ସୁପ୍ରିମ୍‌ କୋର୍ଟଙ୍କୁ କହିଛନ୍ତି।

ସମଲିଙ୍ଗୀ ଦମ୍ପତିଙ୍କ ଚିନ୍ତା ଦୂର କରିବା ପାଇଁ ଉକ୍ତ କମିଟି ଆବଶ୍ୟକ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟା ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠଙ୍କୁ କହିଛନ୍ତି ଯେ ଏହି ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ଦେଇଥିବା (ପ୍ରଶାସନିକ ପଦକ୍ଷେପ କ’ଣ ସବୁ ହୋଇପାରିବ) ପ୍ରସ୍ତାବ ଉପରେ ସକରାର ସକାରାତ୍ମକ ଆଭିମୁଖ୍ୟ ରଖିଛନ୍ତି।

ବୀମା, ପୋଷ୍ୟ ସନ୍ତାନ ଗ୍ରହଣ, ଟିକସ ସୁବିଧା ଆଦି ଅନେକ କଥା ପିଟିସନର୍‌ମାନେ ଦାବି କରିଥିବାରୁ ଏଥିରେ ବହୁ ମନ୍ତ୍ରାଳୟର ସମ୍ପୃକ୍ତି ଆବଶ୍ୟକ ହେଉଛି। ସେହିପରି, ପ୍ରତିପକ୍ଷଙ୍କ ତରଫରୁ ବରିଷ୍ଠ ଆଡ୍‌ଭୋକେଟ୍‌ ଅଭିଷେକ ମାନୁ ସିଂହୱି କହିଲେ ଯେ, ଆହୁରି ଅନେକ କିଛି କରାଯିବା ଆବଶ୍ୟକ ଏବଂ ଆଇନରେ ପରିବର୍ତ୍ତନ ମଧ୍ୟ ଲୋଡ଼ା।

Powered by Froala Editor

Tags supremecourt

Related articles Odisha News Lens 4.1

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14052
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14411
    Jun 21, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13673
    Jun 21, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14410
    Jun 22, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14315
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14600
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14530
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14659
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15664
    Jun 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13673
    Jun 21, 2026
  • ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14530
    Jun 22, 2026
  • ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14315
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14530
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14411
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15546
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14415
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15744
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14869
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15483
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14530
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14659
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13673
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In