Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

ରାଜ୍ୟ
Home ›› ରାଜ୍ୟ ››ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ, ଆସିବେ ରାଷ୍ଟ୍ରପତି

ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ, ଆସିବେ ରାଷ୍ଟ୍ରପତି

2023-05-04 04:59:27
14144
Share:
Facebook
Twitter
E-Mail
WhatsApp
Telegram
ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ, ଆସିବେ ରାଷ୍ଟ୍ରପତି

ବାରିପଦା : ସମଗ୍ର ମୟୂରଭଞ୍ଜବାସୀ ମହାମହିମଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷାରେ ରହିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତକୁ ନେଇ ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ ହୋଇପଡ଼ିଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଗସ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ପ୍ରଶାସନ ତତ୍ପର ହୋଇପଡ଼ିଛି। 

ଗୁରୁବାର ପୂର୍ବାହ୍ନ ୧୦ଟା୪୦ରେ ରାଷ୍ଟ୍ରପତି ଶାଶୁଘର ପାହାଡ଼ପୁରରେ ପହଞ୍ଚି ସ୍ବାମୀ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଆଦିବାସୀଙ୍କ ପୂଜାସ୍ଥଳ ଗୋଷାଣି ଯିବାର କାର୍ଯ୍ୟକ୍ରମ ରହିଛି। ପରେ ନାବାର୍ଡ ଦ୍ୱାରା ନିର୍ମାଣ ହେବାକୁ ଥିବା ଏସ୍‌ଏଲ୍‌ଏସ୍‌ ଟ୍ରଷ୍ଟ ସ୍କୁଲର ଏକ କମ୍ୟୁନିଟି ସେଣ୍ଟର ଏବଂ ଏଲ୍‌ଆଣ୍ଡଟି କମ୍ପାନୀ ପକ୍ଷରୁ କୌଶଳ ଦକ୍ଷତା କେନ୍ଦ୍ରର ଶିଳାନ୍ୟାସ କରିବେ। ଏହା ପରେ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଗ୍ରାମବାସୀଙ୍କ ସହିତ ସମୟ ଅତିବାହିତ କରିବେ।

ମଧ୍ୟାହ୍ନ ୧୨ଟା୩୦ରେ ହାଟବାଦଡ଼ାସ୍ଥିତ ସାତପଉଟିଆରେ ଥିବା ବ୍ରହ୍ମକୁମାରୀ ସେଣ୍ଟରକୁ ଯାଇ ଏଡିକ୍ସନ ଫ୍ରି ସେଣ୍ଟର(ନିଶାମୁକ୍ତ ଓଡ଼ିଶା) କାର୍ଯ୍ୟକ୍ରମ ପ୍ରଚାରକୁ ଉଦ୍‌ଘାଟନ କରିବେ। ଅପରାହ୍ନ ୧ଟାରେ ବାହାରି ରାଇରଙ୍ଗପୁରସ୍ଥିତ ବଙ୍ଗଳାରେ ପହଞ୍ଚି ମଧ୍ୟାହ୍ନଭୋଜନ କରି ସେଠାରେ ବିଶ୍ରାମ ନେବେ। ଅପରାହ୍ନ ୪ଟାରେ ସୁନାରାମ ସୋରେନଙ୍କ ପ୍ରତିମୂର୍ର୍ତ୍ତିିରେ ମାଲ୍ୟାର୍ପଣ କରିବେ। ୪ଟା ୨୫ରେ ବଡ଼ବନ୍ଧଠାରେ ଶହେ ଫୁଟର ଏକ ଜାତୀୟ ପତାକାକୁ ଉଡାଇବେ।

୪ଟା୩୫ରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ୪ଟା ୪୫ରେ ରାଇରଙ୍ଗପୁର ମ୍ୟୁନସିପାଲିଟି ଅଫିସକୁ ପରିଦର୍ଶନରେ ଯିବାସହ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ୫ଟାରେ ରାଇରଙ୍ଗପୁର ଷ୍ଟାଡିୟମରେ ପହଞ୍ଚି ମ୍ୟୁନସିପାଲିଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ୬ଟା୧୫ରେ ମହୁଲଡିହା ବଙ୍ଗଳା ଅଭିମୁଖେ ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ପହଞ୍ଚତ୍ବା ପରେ ୬ଟା୩୦ରୁ ୭ଟା୩୦ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବେ। ସେଠାରେ ରାତ୍ରିଭୋଜନ କରିବା ସହ ସେହି ବଙ୍ଗଳାରେ ବିଶ୍ରାମ ନେବେ।

୫ତାରିଖ ସକାଳ ୭ଟା୫୫ରେ ରାଇରଙ୍ଗପୁର ବାସଭବନରେ ପହଞ୍ଚିବା ପରେ ୮ଟା ୪୦ରେ ଦାଣ୍ଡବୋଷ ହେଲିପ୍ୟାଡକୁ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସେଠାରୁ ୯ଟା୧୫ରେ ହେଲିକପ୍ଟର ଯୋଗେ ପୂର୍ବାହ୍ନ ୧୦ଟାରେ ଯଶିପୁର ହେଲିପ୍ୟାଡରେ ଅବତରଣ କରିବେ। ପରେ ସ୍ବତନ୍ତ୍ର ଗାଡ଼ିରେ ସଡ଼କ ପଥରେ ଶିମିଳିପାଳ ବୁଲିବା ସହ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ୨ଟା୩୦ରେ ବାହାରି ୪ଟା୩୦ରେ ଯଶିପୁର ହେଲିପ୍ୟାଡରେ ପହଞ୍ଚିବା ପରେ ବାରିପଦା ଅଭିମୁଖେ ଯାତ୍ରା କରିବେ। ୫ଟା ୨୫ରେ ବାରିପଦା ହେଲିପ୍ୟାଡରେ ପହଞ୍ଚି ଗେଷ୍ଟ ହାଉସରେ ରହିବେ। ସନ୍ଧ୍ୟା ୬ଟାରୁ ୭ଟା ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବେ। ସେଠାରେ ରାତ୍ରିଯାପନ କରିବେ। ୬ତାରିଖ ସକାଳ ୯ଟା୪୦ରେ ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପହଞ୍ଚି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ୧୦ଟା ୧୫ରୁ ୧୧ଟା ପର୍ଯ୍ୟନ୍ତ ପିଭିଟିଜିଏସ ପରେ ୧୧ଟା୧୫ରୁ ୧୨ଟା୧୫ ପର୍ଯ୍ୟନ୍ତ ୧୨ତମ ସମାବର୍ତ୍ତନ ଉତ୍ସବର ମୁଖ୍ୟ ଅତିଥି ଭାବେ ଉଦବୋଧନ ଦେବେ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14559
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15283
    Jul 11, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13903
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13520
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15168
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14959
    Jul 10, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14237
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14966
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15232
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14237
    Jul 11, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13520
    Jul 11, 2026
  • ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13710
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14526
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15528
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15633
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15438
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15305
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13520
    Jul 11, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13903
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ

    14959
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In