Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

ରାଜ୍ୟ
Home ›› ରାଜ୍ୟ ››ନୂଆ ରୂପ ନେବ ଚିଲିକା: ଚାଲିବ ସୌରଶକ୍ତି ଓ ବିଦ୍ୟୁତ ଚାଳିତ ବୋଟ

ନୂଆ ରୂପ ନେବ ଚିଲିକା: ଚାଲିବ ସୌରଶକ୍ତି ଓ ବିଦ୍ୟୁତ ଚାଳିତ ବୋଟ

2023-05-04 10:13:27
13812
Share:
Facebook
Twitter
E-Mail
WhatsApp
Telegram
ନୂଆ ରୂପ ନେବ ଚିଲିକା: ଚାଲିବ ସୌରଶକ୍ତି ଓ ବିଦ୍ୟୁତ ଚାଳିତ ବୋଟ

ଭୁବନେଶ୍ବର : ଓଡ଼ିଶା ରାଜ୍ୟ ଡଙ୍ଗା ନିୟମ-୨୦୦୪କୁ ରାଜ୍ୟ ସରକାର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଦୀର୍ଘ ୧୯ବର୍ଷ ହେଲା ଏହି ନିୟମ ଲାଗୁ ହୋଇଥିଲେ ହେଁ ଏହା ‌ବିଶେଷ ଫଳପ୍ରଦ ହୋଇନଥିବାରୁ ଏଥିରେ ପରିବର୍ତ୍ତନ ଅଣାଯାଉଛି। ‌କେନ୍ଦ୍ରୀୟ ଆଇନ ଢାଞ୍ଚାରେ ଏହା ନୂଆ ରୂପ ନେବ। ଜଳପଥ ଯାତ୍ରୀ ଏବଂ ମାଲ ପରିବହନ କ୍ଷେତ୍ରରେ ନିରାପତ୍ତା ଓ ବୈଷୟିକ ଜ୍ଞାନକୌଶଳ ଉପରେ ଗୁରୁତ୍ବ ରଖିଥିବା ଏହି ଅଧିନିୟମ କାର୍ଯ୍ୟକାରୀ ହେଲେ ଆଗାମୀ ଦିନରେ ଜଳପଥରେ ଉଭୟ ଯାତ୍ରୀ ଓ ପଣ୍ୟ କାରବାର ବୃଦ୍ଧି ଘଟିବ ବୋଲି ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ କହିଛନ୍ତି   ରାଜ୍ୟ ଅନ୍ତର୍ଦେଶୀୟ ନୌ-ପରିବହନ ଅଧିନିୟମ ଚିଠା ପ୍ରସ୍ତୁତ ପୂର୍ବରୁ ସମସ୍ତ ଅଂଶୀଦାରମାନଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମତାମତ ସଂଗ୍ରହ ସହ ଅଧିନିୟମ କାର୍ଯ୍ୟକାରିତା ନେଇ ବ୍ୟାପକ ଆଲୋଚନା ହୋଇଥିଲା। ଏହି ଅବସରରେ ଶ୍ରୀମତୀ ପାଢ଼ୀ ଓଡ଼ିଶା ଡଙ୍ଗା ନିୟମରେ ପରିବର୍ତ୍ତନ ନେଇ ସୂଚନା ଦେଇଥିଲେ।

ଏହି କର୍ମଶାଳାରେ କେନ୍ଦ୍ର ଜାହାଜ ମନ୍ତ୍ରଣାଳୟର ପୂର୍ବତନ ମହାନିର୍ଦ୍ଦେଶକ ପୂର୍ଣ୍ଣେନ୍ଦୁ ମିଶ୍ର କହିଥିଲେ ଯେ ଆନ୍ତର୍ଜାତିକ ସ୍ତରରେ ବହୁ ସୁନ୍ଦର ଓ ଉନ୍ନତମାନର ଜଳପଥ ପରିବହନ ବ୍ୟବସ୍ଥା ପ୍ରଚଳିତ ଥିବାବେଳେ ପ୍ରସ୍ତୁତ ହେବାକୁ ଯାଉଥିବା ଅଧିନିୟମରେ ଉଭୟ ବୃହତ ଓ ସାଧାରଣ ଅଂଶୀଦାରଙ୍କ ମତାମତକୁ ଗୁରୁତ୍ବ ଦେବା ଅପରିହାର୍ଯ୍ୟ। ବାଣିଜ୍ୟ ଓ ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ସଂଜୟ ମିଶ୍ର କହିଥିଲେ, ଅନ୍ତର୍ଦେଶୀୟ ଜଳ ପରିବହନ ବ୍ୟବସ୍ଥା ହେଉଛି ସ୍ବଳ୍ପ ବ୍ୟୟସଂପନ୍ନ ପରିବହନ ବ୍ୟବସ୍ଥା। ଜଳପଥରେ ସ୍ଥଳପଥ ଅପେକ୍ଷା ଅଧିକ ଓଜନର ପଣ୍ୟ ସାମଗ୍ରୀ ପରିବହନ ହୋଇଥାଏ ଓ ଏହି ବ୍ୟବସ୍ଥା ମଧ୍ୟ ପରିବେଶ ଅନୁକୂଳ।

କାର୍ଯ୍ୟକ୍ରମ ଆରମ୍ଭରେ ରାଜ୍ୟ ବନ୍ଦର ଓ ଅନ୍ତର୍ଦେଶୀୟ ଜଳପଥ ପରିବହନ ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳ ସ୍ବାଗତ ସୂଚନା ଦେଇ କହିଥିଲେ, ଅନ୍ତର୍ଦେଶୀୟ ନୌ-ପରିହବନ ଅଧିନିୟମ ପ୍ରସ୍ତୁତ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହେବ। ଏଥିପାଇଁ ସମସ୍ତଙ୍କର ସହଯୋଗ ଦରକାର। ଆଗାମୀ ଦିନରେ ଚିଲିକାରେ ସୌରଶକ୍ତି ଚାଳିତ ଓ ବିଦ୍ୟୁତ ଚାଳିତ ବୋଟ୍ ଚଲାଇବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ପ୍ରଣୟନ ହେବାକୁ ଥିବା ଏହି ଅନ୍ତର୍ଦେଶୀୟ ନୌକା ଅଧିନିୟମ ସମ୍ପର୍କିତ ସୂଚନା ଓ ବିବରଣୀକୁ ରାଷ୍ଟ୍ରୀୟ ଅନ୍ତର୍ଦେଶୀୟ ନାଭିଗେସନ୍ ପ୍ରତିଷ୍ଠାନ (ନିନି)ର ପ୍ରକଳ୍ପ ନିର୍ଦ୍ଦେଶକ କ୍ୟାପଟେନ୍ ଆଇ.ଭି ସୋଲାଙ୍କି ପାୱାର ପଏଣ୍ଟରେ ଉପସ୍ଥାପନ କରିଥିଲେ। ଏହି କର୍ମଶାଳାରେ ବିଭିନ୍ନ ବୀମା କମ୍ପାନିର ପ୍ରତିନିଧି, ଡଙ୍ଗା ନିର୍ମାତା, ବନ୍ଦର ବିକାଶକାରୀ ସଂସ୍ଥାର ପ୍ରତିନିଧି, ‌ଡଙ୍ଗା ମାଲିକ, ଡଙ୍ଗା ଚାଳକ ସଂଘର ସଦସ୍ୟ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ଲକ୍ଷ୍ମୀକାନ୍ତ ବେହେରା ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Chilika

Related articles Odisha News Lens 4.1

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14494
    Jul 31, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14746
    Aug 02, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13466
    Aug 02, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13475
    Aug 02, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15305
    Aug 01, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14604
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14217
    Jul 31, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13949
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14494
    Jul 31, 2026
  • ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13466
    Aug 02, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17012
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17618
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17670
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18072
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14494
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14375
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15997
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15883
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14217
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14604
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15305
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13466
    Aug 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In