Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

ରାଜ୍ୟ
Home ›› ରାଜ୍ୟ ››୯ରେ ଆସିପାରେ ସାଇକ୍ଲୋନ ‘ମୋଚା’

୯ରେ ଆସିପାରେ ସାଇକ୍ଲୋନ ‘ମୋଚା’

2023-05-04 18:14:22
15646
Share:
Facebook
Twitter
E-Mail
WhatsApp
Telegram
୯ରେ ଆସିପାରେ ସାଇକ୍ଲୋନ ‘ମୋଚା’

ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ମେ ୯ କିମ୍ବା ୧୦ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇପାରେ। ଯଦି ବାତ୍ୟା ହୁଏ, ତା’ହେଲେ ଏହାର ନଁା ରହିବ ‘ମୋଚା’। 

ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସ କହିଛନ୍ତି ଯେ ଏହି ଘୂର୍ଣ୍ଣିବଳୟଟି ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୯ ତାରିଖ ବେଳକୁ ଏହା ବାତ୍ୟା ରୂପ ନେଇପାରେ। ତେବେ, ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ତୀବ୍ରତା, ଗତିପଥ ସଂପର୍କରେ ଜଣାପଡିବ।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତାପମାତ୍ରା ବଢ଼ିବ। ୭ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ପୂର୍ବାନୁମାନ କରିଛନ୍ତି ।

Powered by Froala Editor

Tags mocha

Related articles Odisha News Lens 4.1

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14534
    Sep 23, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14451
    Sep 22, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15520
    Sep 22, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...

    13930
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14411
    Sep 23, 2026
  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14584
    Sep 23, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13426
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    13995
    Sep 23, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15190
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    13995
    Sep 23, 2026
  • ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14534
    Sep 23, 2026
  • ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15520
    Sep 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17119
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17804
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17778
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18188
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15190
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14985
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14479
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14726
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16357
    Sep 09, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15613
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15375
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14339
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14584
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14534
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15520
    Sep 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In