Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Wednesday, June 07, 2023, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • 'ଆମେ ନ ବୁଝି ନ ଶୁଝି କୌଣସି ପ୍ରସ୍ତାବ ...

  • ନିର୍ମାଲ୍ୟକୁ ଛୁଇଁଲେ ମିଳେ କୋଟି ...

  • ବୁଦ୍ଧିମାନ ଅମେରୁଦଣ୍ଡୀ ପ୍ରାଣୀ ...

  • ଉପସ୍ଥିତ ବୁଦ୍ଧି ବଞ୍ଚାଇଦେଲା ଜୀବନ : ଛୁରୀ ...

  • କଣ୍ଢେଇ ମାଗିଲା ବୋଲି ଝିଅକୁ ମାରିଦେଲା ...

  • ଆଫ୍ରିକାରେ ଏକା ବୁଲୁଛନ୍ତି ଆଶିଷ, ୟୁଜର୍ସ ...

  • ବ୍ରିଜଭୂଷଣଙ୍କ ଘରେ ଦିଲ୍ଲୀ ପୁଲିସର ...

  • ଭୟଙ୍କର ସଡ଼କ ଦୁର୍ଘଟଣା: ୫ ମୃତ

  • ରକ୍ତଚାପ ଦୂର କରେ ଲିଚୁ

  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ...

ବିଶେଷ
Home ›› ବିଶେଷ ››୨ ଟନ୍‌ ଓଜନ ସମ୍ଭାଳି ପାରେ ମଜଭୁତ କେଶ

୨ ଟନ୍‌ ଓଜନ ସମ୍ଭାଳି ପାରେ ମଜଭୁତ କେଶ

2023-05-05 09:59:36
15854
Share:
Facebook
Twitter
E-Mail
WhatsApp
Telegram
୨ ଟନ୍‌ ଓଜନ ସମ୍ଭାଳି ପାରେ ମଜଭୁତ କେଶ

ଆମ ଶରୀରର ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗର ଭିନ୍ନ ଭିନ୍ନ କାର୍ଯ୍ୟକଳାପ ରହିଛି। ତେବେ ମୁଣ୍ଡକୁ ଖରାଦାଉରୁ ରକ୍ଷା କରୁଥିବା ଓ ମୁହଁର ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରୁଥିବା କେଶ ସମ୍ପର୍କରେ ଜାଣିବା କିଛି ରୋଚକ ତଥ୍ୟ…

ମଣିଷ ମୁଣ୍ଡରେ ଥିବା ପ୍ରତ୍ୟେକଟି ହେୟାର ଫଲିକ୍‌ଲ ବା କେଶକୂପରୁ ଜୀବନକାଳ ମଧ୍ୟରେ ୨୦ଟି ନୂତନ କେଶ ସୃଷ୍ଟି ହୋଇଥାଏ। ଯଦିଓ ସମସ୍ତଙ୍କ ମୁଣ୍ଡରେ ହାରାହାରି ୧,୦୦,୦୦୦ଟି ଫଲିକ୍‌ଲ ଥାଏ, ହେଲେ କେଶର ରଙ୍ଗ ଅନୁସାରେ ଏହାର ସଂଖ୍ୟା ଭିନ୍ନ ଭିନ୍ନ। ଅର୍ଥାତ୍‌ ଧଳା ବା ସମ୍ପୂର୍ଣ୍ଣ କହରା କେଶ ଥିବା ମଣିଷଙ୍କ ମୁଣ୍ଡରେ ସର୍ବାଧିକ ଅର୍ଥାତ୍‌ ୧,୪୬,୦୦୦ଟି ହେୟାର ଫଲିକ୍‌ଲ ଥିବା ବେଳେ କଳା କେଶରେ ୧,୧୦,୦୦୦, ବ୍ରାଉନ୍‌ କେଶରେ ୧,୦୦,୦୦୦ ଏବଂ ଲାଲ୍‌ ରଙ୍ଗ କେଶରେ ୮୬,୦୦୦ ଫଲିକ୍‌ଲ ରହିଥାଏ।ଲୋମ, ଦାଢ଼ି ହେଉ ଅବା ମୁଣ୍ଡବାଳ ଆକାରରେ ଆମ ଶରୀରର ପ୍ରାୟ ୯୫% ଭାଗ କେଶ ଦ୍ୱାରା ଆବୃତ।

ତେବେ ସେସବୁ ମଧ୍ୟରୁ ମୁହଁର କେଶ ବା ଦାଢ଼ି ସବୁଠୁ ଦ୍ରୁତ ଗତିରେ ବଢ଼ିଥାଏ। ବୈଜ୍ଞାନିକଙ୍କ ଆକଳନ ମୁତାବକ, ଯଦି ଜଣେ ପୁରୁଷ ଆଦୌ ଦାଢ଼ି ନ କାଟନ୍ତି, ତେବେ ତାଙ୍କ ଜୀବନକାଳ ମଧ୍ୟରେ ୩୦ ଫୁଟ୍‌ରୁ ଊର୍ଦ୍ଧ୍ୱ ଲମ୍ବ ପର୍ଯ୍ୟନ୍ତ ବଢ଼ିପାରେ। ମହିଳାଙ୍କ କେଶ ଅପେକ୍ଷା ପୁରୁଷଙ୍କ କେଶ ଅଧିକ ଗହଳିଆ ଲାଗିଥାଏ। ତେବେ ଏହାର ମୁଖ୍ୟ କାରଣ ହେଉଛି ମହିଳାଙ୍କ କେଶର ବ୍ୟାସ ପ୍ରାୟତଃ ପୁରୁଷଙ୍କ କେଶର ବ୍ୟାସର ଅଧା। ବର୍ତ୍ତମାନ କେଶ ଝଡ଼ିବା ସମସ୍ତଙ୍କ ପାଇଁ ଏକ ମୁଖ୍ୟ ସମସ୍ୟା ପାଲଟିଛି। ବିଭିନ୍ନ ରୋଗ, ଋତୁ ପରିବର୍ତ୍ତନ, ଅସନ୍ତୁଳିତ ଖାଦ୍ୟାଭ୍ୟାସ ଏହାର ମୁଖ୍ୟ କାରଣ। ଏହା ବ୍ୟତୀତ ଗର୍ଭାବସ୍ଥାରେ ବି କେଶ ଝଡ଼ିଥାଏ। ଏସବୁ କାରଣକୁ ବାଦ୍‌ ଦେଲେ ପ୍ରାୟ ପ୍ରତି ମଣିଷଙ୍କର ଦୈନିକ ୬୦ରୁ ୧୦୦ କେଶ ଝଡ଼ିଥାଏ। ତେବେ ଯଦି କୌଣସି କାରଣରୁ କେଶ ନ ଝଡ଼େ, ତେବେ ମଣିଷ କେଶର ହାରାହାରି ବୟସ ସୀମା ୩-୭ ବର୍ଷ। ଗୋଟିଏ ସୁସ୍ଥ କେଶ ପ୍ରାୟ ୬.୫ ପାଉଣ୍ଡ ଓଜନ ସମ୍ଭାଳିପାରେ। ସେହି ଅନୁଯାୟୀ ଜଣେ ସୁସ୍ଥ ଏବଂ ମଜଭୁତ କେଶ ଥିବା ବ୍ୟକ୍ତିଙ୍କ ସମସ୍ତ କେଶ ପ୍ରାୟ ୨ ଟନ୍‌ ଓଜନ ସମ୍ଭାଳି ପାରିବ।

Powered by Froala Editor

Tags Hair

Related articles Odisha News Lens 3.2

  • କଣ୍ଢେଇ ମାଗିଲା ବୋଲି ଝିଅକୁ ମାରିଦେଲା ବାପା
    ଅପରାଧ

    କଣ୍ଢେଇ ମାଗିଲା ବୋଲି ଝିଅକୁ ମାରିଦେଲା ବାପା

    14101
    Jun 06, 2023
  • ଭୟଙ୍କର ସଡ଼କ ଦୁର୍ଘଟଣା:  ୫ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣା: ୫ ମୃତ

    15500
    Jun 06, 2023
  • ଆଫ୍ରିକାରେ ଏକା ବୁଲୁଛନ୍ତି ଆଶିଷ, ୟୁଜର୍ସ କହିଲେ ପତ୍ନୀ କୁଆଡେ ଗଲେ?
    ମନୋରଞ୍ଜନ

    ଆଫ୍ରିକାରେ ଏକା ବୁଲୁଛନ୍ତି ଆଶିଷ, ୟୁଜର୍ସ କହିଲେ ପତ୍ନୀ କୁଆଡେ ଗଲେ?

    14215
    Jun 06, 2023
  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର
    ବିଶେଷ

    ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର

    15612
    Jun 06, 2023
  • 'ଆମେ ନ ବୁଝି ନ ଶୁଝି କୌଣସି ପ୍ରସ୍ତାବ ଗ୍ରହଣ କରିବୁ ନାହିଁ'
    ଦେଶ-ଦେଶାନ୍ତର

    'ଆମେ ନ ବୁଝି ନ ଶୁଝି କୌଣସି ପ୍ରସ୍ତାବ ଗ୍ରହଣ କରିବୁ ନାହିଁ'

    14454
    Jun 07, 2023
  • ନିର୍ମାଲ୍ୟକୁ ଛୁଇଁଲେ ମିଳେ କୋଟି ଜନ୍ମରୁ ମୁକ୍ତି
    ବିଶେଷ

    ନିର୍ମାଲ୍ୟକୁ ଛୁଇଁଲେ ମିଳେ କୋଟି ଜନ୍ମରୁ ମୁକ୍ତି

    13882
    Jun 07, 2023
  • ରକ୍ତଚାପ ଦୂର କରେ ଲିଚୁ
    ବିଶେଷ

    ରକ୍ତଚାପ ଦୂର କରେ ଲିଚୁ

    14252
    Jun 06, 2023
  • ବୁଦ୍ଧିମାନ ଅମେରୁଦଣ୍ଡୀ ପ୍ରାଣୀ ଅକ୍‌ଟୋପସର କାହାଣୀ
    ବିଶେଷ

    ବୁଦ୍ଧିମାନ ଅମେରୁଦଣ୍ଡୀ ପ୍ରାଣୀ ଅକ୍‌ଟୋପସର କାହାଣୀ

    14880
    Jun 07, 2023
  • ବ୍ରିଜଭୂଷଣଙ୍କ ଘରେ ଦିଲ୍ଲୀ ପୁଲିସର ପଚରାଉଚରା
    ଦେଶ-ଦେଶାନ୍ତର

    ବ୍ରିଜଭୂଷଣଙ୍କ ଘରେ ଦିଲ୍ଲୀ ପୁଲିସର ପଚରାଉଚରା

    14249
    Jun 06, 2023

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    'ଆମେ ନ ବୁଝି ନ ଶୁଝି କୌଣସି ପ୍ରସ୍ତାବ ଗ୍ରହଣ କରିବୁ ନାହିଁ'

    14454
    Jun 07, 2023
  • ବିଶେଷ

    ନିର୍ମାଲ୍ୟକୁ ଛୁଇଁଲେ ମିଳେ କୋଟି ଜନ୍ମରୁ ମୁକ୍ତି

    13882
    Jun 07, 2023
  • ମନୋରଞ୍ଜନ

    ଆଫ୍ରିକାରେ ଏକା ବୁଲୁଛନ୍ତି ଆଶିଷ, ୟୁଜର୍ସ କହିଲେ ପତ୍ନୀ କୁଆଡେ ଗଲେ?

    14215
    Jun 06, 2023

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • ନିର୍ମାଲ୍ୟକୁ ଛୁଇଁଲେ ମିଳେ କୋଟି ଜନ୍ମରୁ ମୁକ୍ତି

    13882
    Jun 07, 2023
  • ବୁଦ୍ଧିମାନ ଅମେରୁଦଣ୍ଡୀ ପ୍ରାଣୀ ଅକ୍‌ଟୋପସର କାହାଣୀ

    14880
    Jun 07, 2023
  • ରକ୍ତଚାପ ଦୂର କରେ ଲିଚୁ

    14252
    Jun 06, 2023
  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର

    15612
    Jun 06, 2023
  • ମହିଳାଙ୍କ ଉଚ୍ଚତା କମ୍‌ ଥିଲେ ବି ଦେଖାଯିବେ ଆକର୍ଷଣୀୟ

    14822
    Jun 04, 2023

ବାଣିଜ୍ୟ

ସମ୍ପତ୍ତିରେ ମାର୍କ ଜୁକରବର୍ଗଙ୍କୁ ଟପିଗଲେ ଅମ୍ବାନୀ, ୨୩ ସ୍ଥାନକୁ ଖସିଲେ ଆଦାନି

ପୁଣି ଥରେ ରିଲାଏନ୍ସର ଅଧ୍ୟକ୍ଷ ମୁକେଶ ଅମ୍ବାନି ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କୁ ପଛରେ ପକାଇଛନ୍ତି। ‘ବ୍ଲୁମବର୍ଗ ବିଲେନିୟର ଇଣ୍ଡେକ୍ସ’ରେ ଅମ୍ବାନୀ ୧୩ଶ ସ୍ଥାନରୁ ୧୨ଶ ସ୍ଥାନରେ ପହଞ୍ଚିଛନ୍ତି। ଏବେ ମୁକେଶ ଅମ୍ବାନିଙ୍କ ମୋଟ ସମ୍ପତ୍ତିର ପରିମାଣ ୮୫୮୦ କୋଟି ଡଲାର। ଜୁକରବର୍ଗଙ୍କ ମୋଟ ସମ୍ପତ୍ତି ୮୫ ...

  • ପ୍ରଚଳନ ହେବ ପ୍ରଥମ ଡିଜିଟାଲ କରେନ୍ସି, ୯ ବ୍ୟାଙ୍କରୁ ଆରମ୍ଭ ପାଇଲଟ ପ୍ରୋଜେକ୍ଟ

    18395
    Nov 01, 2022
  • ପୁରୀ ରଥଯାତ୍ରାରେ ଭକ୍ତଙ୍କ ଭାବନାକୁ ସତେଜ କରିଛି ଆଶୀର୍ବାଦ ସଲ୍ଟ ‘ଚୁଟକି ଭରା ଆଶୀର୍ବାଦ’ ଅଭିଯାନ

    19560
    Jul 27, 2022
  • ୧୬ ମାସରେ ସର୍ବନିମ୍ନ ଖସିଲା ସୁନା ଦାମ୍‌...

    19853
    Jul 22, 2022
  • ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

    19972
    Jul 01, 2022

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର

    15612
    Jun 06, 2023
  • ବ୍ରିଜଭୂଷଣଙ୍କ ଘରେ ଦିଲ୍ଲୀ ପୁଲିସର ପଚରାଉଚରା

    14249
    Jun 06, 2023
  • ଆଫ୍ରିକାରେ ଏକା ବୁଲୁଛନ୍ତି ଆଶିଷ, ୟୁଜର୍ସ କହିଲେ ପତ୍ନୀ କୁଆଡେ ଗଲେ?

    14215
    Jun 06, 2023

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In